Home Middle

ଚାଇନାକୁ ଘେରିବା ପାଇଁ ‘ଅକସ୍‌’

ଓ୍ବାଶିଂଟନ/ଲଣ୍ଡନ,୧୭ା୯ସେପ୍ଟେମ୍ବର ୧୦ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଫୋନ୍‌ରେ ଆଫଗାନିସ୍ତାନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ ଏହା ଥିଲା ୭ ମାସ ପରେ କଥାବାର୍ତ୍ତା। ଦୁଇ ଦେଶ ପରସ୍ପର ସହ…

ମୋଦିଙ୍କ ଜନ୍ମଦିନରେ ଭାଜପାର ମେଗା ପ୍ଲାନ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଡନଗରରେ ୧୭ ସେପ୍ଟେମ୍ବର ୧୯୫୦ରେ ଜନ୍ମଗ୍ରହଣ କରିଥିଲେ । ଆଜି ସେ ତାଙ୍କର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ସାରା ଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ ମୋଦିଙ୍କ ଜନ୍ମଦିନ…

ଥରିଲା ଚାଇନା

ବେଜିଂ, ୧୬।୯: ଚାଇନାର ସିଚୁଆନ୍‌ ପ୍ରଦେଶରେ ଗୁରୁବାର ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଚୋଙ୍ଗକିଙ୍ଗ ସହରଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ୧୨୦ କି.ମି ଦୂର ଓ ୧୦ କି.ମି…

ଅଧିନାୟକ ପଦ ଛାଡ଼ିବେ କୋହଲି

ନୂଆଦିଲ୍ଲୀ,୧୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପରେ ସେ ଟି୨୦ ଫର୍ମାଟର ଅଧିନାୟକ ପଦରୁ ଇସ୍ତଫା ଦେବେ। ତେବେ ଦିନିକିଆ ଓ ଟେଷ୍ଟ ଫର୍ମାଟରେ ସେ ଦଳର ନେତୃତ୍ୱ ନେବା…

ମିଶନ ୨୦୨୨, ଭୂପେନ୍ଦ୍ରଙ୍କ ଟିମ୍‌ରେ ୨୪ ନୂଆ ମନ୍ତ୍ରୀ…

ଅହମଦାବାଦ,୧୬।୯: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ କ୍ୟାବିନେଟ୍‌ ଟିମ୍‌ରେ ୨୪ ଜଣ ନୂଆ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ଗୁରୁବାର ମନ୍ତ୍ରୀମାନଙ୍କୁ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ୨୪ ଜଣ ମନ୍ତ୍ରୀଙ୍କ ମଧ୍ୟରେ ୧୦…

ଆଇଟିଆର୍‌ ଗୁପ୍ତ ତଥ୍ୟ ଲିକ୍‌ ଘଟଣା: ବାଲେଶ୍ୱରରେ ୪ ଜଣିଆ ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୧୬ା୯: ବାଲେଶ୍ବର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ଆଇଟିଆର ତଥ୍ୟ ବିଦେଶୀ ତଥା ଶତ୍ରୁ ପାକିସ୍ତାନକୁ ଲିକ୍‌ ଅଭିଯୋଗ ପ୍ରସଙ୍ଗରେ ତଦନ୍ତ ଜୋରଦାର ଜାରି ରହିଛି । ବୁଧବାର ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା ପରେ…

ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ଆଶଙ୍କା !…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ଯୋଗୁ କେତେ ଜଣଙ୍କ ମୃତ୍ୟୁ ଘଟିଛି ସେ ନେଇ ଏକ ନୂଆ ରିପୋର୍ଟ ପ୍ରକାଶିତ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ହୋଇଥିବାର ଆଶଙ୍କା…

ଚାଇନା ବିରୋଧରେ ଆମେରିକା-ବ୍ରିଟେନ୍‌-ଅଷ୍ଟ୍ରେଲିଆର ସାମରିକ ମେଣ୍ଟ, ନିର୍ମାଣ ହେଉଛି ପରମାଣୁ ସବ୍‌ମେରାଇନ୍‌…

ଓ୍ବାଶିଂଟନ,୧୬।୯: ଚାଇନାକୁ ଘେରିବା ପାଇଁ ଆମେରିକା, ବିଟ୍ରେନ୍‌ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସାମରିକ ମେଣ୍ଟ ଗଠନ ହୋଇଛି। ଏହା ଅନ୍ତର୍ଗତ ଆମେରିକା ଓ ବ୍ରିଟେନ୍‌ର ସହାୟତାରେ ଅଷ୍ଟ୍ରେଲିଆ ପରମାଣୁ ସବ୍‌ ମେରାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଫ୍ରାନ୍ସ ମଧ୍ୟ ଏଥିରେ…

ନୂଆ ପ୍ରତିରକ୍ଷା କମ୍ପ୍ଲେକ୍ସ ଲୋକାର୍ପିତ, ସେନାର କାର୍ଯ୍ୟ ହେବ ସହଜ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୬।୯: ନୂଆ ପ୍ରତିରକ୍ଷା କମ୍ପ୍ଲେକ୍ସ ଗୁରୁବାର ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଯୋଗଦେଇ କହିଛନ୍ତି ଯେ, ଏହି ନୂତନ କାର୍ଯ୍ୟାଳୟ ସେନା ବାହିନୀର କାର୍ଯ୍ୟକୁ ଅଧିକ ସହଜ କରିବାକୁ ସକ୍ଷମ ହେବ। ସ୍ବାଧୀନତାର ୭୫ ତମ ବର୍ଷରେ…

ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କଲେ କିମ୍‌, ଅନ୍ତର୍ଜାତୀୟସ୍ତରରେ ଚହଳ…

ପୋୟଙ୍ଗୟାଙ୍ଗ୍‌,୧୬।୯: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆମେରିକାର ବାରମ୍ବାର ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ରର ପରୀକ୍ଷଣ ଜାରି ରଖିଛନ୍ତି। ଏବେ କିମ୍‌ ଏକ ନୂଆ କ୍ଷେପଣାସ୍ତ୍ର ପରୀକ୍ଷା କରି ଅନ୍ତର୍ଜାତୀୟସ୍ତରରେ ଚହଳ ସୃଷ୍ଟି କରିଛନ୍ତି। ସେ…

ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି ଖେଳୁଥିବା…

ଭାରତ ଗଠନ କରିବ ରକେଟ ଫୋର୍ସ, ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଭାରତ ପକ୍ଷରୁ ରକେଟ ଫୋର୍ସ ଗଠନ କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାଦ୍ୱାରା ଏଲ୍‌ଓସି ଏବଂ ଏଲ୍‌ଏସିରେ ଭାରତୀୟ ସେନାର ଶକ୍ତି ବୃଦ୍ଧି ପାଇବ ବୋଲି ତିନି ବାହିନୀର ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri