ତାଲିବାନୀ ସରକାର ଗଠନ ପରେ ଭାରତର ପ୍ରଥମ ବିବୃତ୍ତି ଜାରି…
ଜେନେଭା/ନୂଆଦିଲ୍ଲୀ,୮।୯: ତାଲିବାନୀ ସରକାରଙ୍କ ଘୋଷଣା ପରେ ଭାରତ ପକ୍ଷରୁ ପ୍ରଥମ ବିବୃତ୍ତି ଅନ୍ତର୍ଜାତୀୟ ସ୍ତରରେ ଜାରି କରାଯାଇଛି। ମିଳିତ ଜାତିସଂଘ ମହାସଭାରେ ଶାନ୍ତି ଏବଂ ସଂସ୍କୃତି ସମ୍ପର୍କିତ ଏକ ବୈଠକରେ ଯୋଗଦେଇ ଭାରତୀୟ ସ୍ଥାୟୀ ମିଶନର ସଚିବ ବିଦିଶା ମୈତ୍ରା କହିଛନ୍ତି…
ମହିଳାଙ୍କୁ ଏନ୍ଡିଏ-ନାଭାଲ ଏକାଡେମୀରେ ସ୍ଥାୟୀ କମିଶନ…
ନୂଆଦିଲ୍ଲୀ,୮।୯: ଏନ୍ଡିଏ ଏବଂ ନାଭାଲ ଏକାଡେମୀରେ ମହିଳାମାନଙ୍କୁ ଏବେ ସ୍ଥାୟୀ କମିଶନ ମିଳି ପାରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ସୂଚନା ପ୍ରଦାନ କରାଯାଇଛି। ଏସମ୍ପର୍କରେ ବିସ୍ତୃତ ବିବରଣୀ ଦେବା ଲାଗି ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ୨ ସପ୍ତାହ ସମୟ…
ସୀମାରେ କମାଣ୍ଡର ପରିବର୍ତ୍ତନ କଲେ ଚାଇନା-ପାକିସ୍ତାନ…
ନୂଆଦିଲ୍ଲୀ/ବେଜିଂ/ଇସଲାମାଦାବ,୮।୯: ତାଲିବାନ ଆଫଗାନିସ୍ତାନରେ ସରକାର ଗଠନ ଘୋଷଣା କରିବାପରେ ପରେ ପରେ ଉଭୟ ଚାଇନା ଏବଂ ପାକିସ୍ତାନ ଭାରତ ସୀମାରେ ନିଜ ନିଜର କମାଣ୍ଡରଙ୍କୁ ପରିବର୍ତ୍ତନ କରିଛନ୍ତି। ଚାଇନାର ପିଏଲଏ ସେନା ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ (ଡବ୍ଲୁଟିସି)ରେ ଜଣେ ନୂତନ କମାଣ୍ଡର…
ଫାଇନାଲ ପୂର୍ବରୁ ସେମି ଫାଇନାଲ ପ୍ରସ୍ତୁତି,ମିଶନ ୟୁପିକୁ ଭାଜପାର ଗୁରୁତ୍ୱାରୋପ…
ନୂଆଦିଲ୍ଲୀ,୮।୯: ଦେଶରେ ସାଧାରଣ ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ଏହାର ୨ ବର୍ଷ ପୂର୍ବରୁ ଉତ୍ତରପ୍ରଦେଶ (ୟୁପି)ରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ଫାଇନାଲ ପୂର୍ବରୁ ଭାଜପା ସେମି ଫାଇନାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ…
୨୦୨୨ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା, ଧର୍ମେନ୍ଦ୍ରଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ…
ନୂଆଦିଲ୍ଲୀ,୮।୯: ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର, ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜ୍ୟ ପ୍ରଭାରୀ ଘୋଷଣା କରାଯାଇଛି। କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ…
୨୦୨୪ ନିର୍ବାଚନରେ କଂଗ୍ରେସ ପାଇଁ ପିକେ ଭରସା, ପ୍ରସ୍ତୁତ ହେବ ସ୍ବତନ୍ତ୍ର ରଣନୀତି…
ନୂଆଦିଲ୍ଲୀ,୮।୯: ନିର୍ବାଚନ ରଣନୀତିଜ୍ଞ ଭାବରେ ପରିଚିତି ହାସଲ କରିଥିବା ପ୍ରଶାନ୍ତ କିଶୋର(ପିକେ)ଙ୍କୁ କଂଗ୍ରେସରେ ସାମିଲ କରିବା ପାଇଁ ଦଳରେ ଆଲୋଚନା ଚାଲିଛି। ୨୦୨୪ ନିର୍ବାଚନରେ କଂଗ୍ରେସ ପାଇଁ ପିକେ ଭରସା ସାଜିବେ। ଯଦି ତାଙ୍କ ପ୍ରବେଶକୁ ସହମତି ମିଳେ, ତେବେ ତାଙ୍କୁ…
ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍…
ନୂଆଦିଲ୍ଲୀ,୮।୯: କରୋନା ମହାମାରୀରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ପାଇଁ ଖୁବ୍ ଶୀଘ୍ର କେନ୍ଦ୍ର ସରକାର ନିଷ୍ପତ୍ତିି ଗ୍ରହଣ କରିବେ। ଏହି ଯୋଜନା ଅନ୍ତର୍ଗତ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ବୁଷ୍ଟର ଡୋଜ୍ ଦିଆଯିବ ବୋଲି…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଏବଂ…
ସାଙ୍କେତିକ ଭାଷା ଅଭିଧାନ, ଅଡିଓ ବୁକ୍ସ ଶୁଭାରମ୍ଭ
ନୂଆଦିଲ୍ଲୀ, ୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ‘ଶିକ୍ଷକ ପର୍ବ-୨୦୨୧’ ଉଦ୍ଘାଟନୀ ସମ୍ମିଳନୀରେ ଶିକ୍ଷାକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭାରତର ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଏବଂ ଶିକ୍ଷାଦାନ-ଶିକ୍ଷା ପ୍ରକ୍ରିୟାକୁ କ୍ରମାଗତ ଆଧୁନିକୀକରଣ କରାଯିବା ଉପରେ ମୋଦି ଗୁରୁତ୍ୱ ଦେଇଛନ୍ତି। ଭିଡିଓ…
କର୍ନାଲରେ କୃଷକଙ୍କ ଶକ୍ତି ପ୍ରଦର୍ଶନ
କର୍ନାଲ,୮।୯: ଅଗଷ୍ଟ ୨୮ରେ ଅଧିକାର ମାଗୁଥିଲେ, ଲାଠିମାଡ଼ ଖାଇଲେ। ପୋଲିସ ପ୍ରହାରରେ ଜଣେ ଚାଷୀଙ୍କ ଜୀବନ ଚାଲିଗଲା। ଏହାର ପ୍ରତିବାଦରେ ହରିୟାଣାର କର୍ନାଲ ସ୍ଥିତ ମିନି ସେକ୍ରେଟାରିଏଟ୍ ଘେରାଓ ପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଏହି କ୍ରମରେ…
ସରକାର ଘୋଷଣା କଲା ତାଲିବାନ୍
କାବୁଲ,୭।୯: ଆତଙ୍କବାଦୀ ଗୋଷ୍ଠୀ ତାଲିବାନ୍ ଏହାର ବରିଷ୍ଠ ଅଧିକାରୀଙ୍କୁ ନେଇ ମଙ୍ଗଳବାର ଆଫଗାନିସ୍ତାନ ସରକାର ଗଠନ କରିଛି। ତାଲିବାନ୍ର ନେତୃତ୍ୱ ପରିଷଦ ମୁଖ୍ୟ ମୁଲା ମହମ୍ମଦ ହାସନଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ଏ ନେଇ ଆୟୋଜିତ ଖବରଦାତା ସମ୍ମିଳନୀରେ…
ନିପା ଭାଇରସ୍ ଆତଙ୍କ, ୧୧ ଜଣଙ୍କଠାରେ ଲକ୍ଷଣ, ୨୫୧ ଜଣ ଆଇସୋଲେଶନ୍ରେ…
ଥିରୁଭାନନ୍ତପୁରମ୍,୭।୯: କେରଳରେ କରୋନା ମହାମାରୀ ସହିତ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ୧୧ ଜଣଙ୍କଠାରେ ନିପା ଲକ୍ଷଣ ପ୍ରକାଶ ପାଇଛି। ସେହିପରି ମାଓ୍ବୁରରେ ନିପା ଯୋଗୁ ମୃତ୍ୟୁ ଘଟିଥିବା ୧୨ ବର୍ଷର ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା ୨୫୧ଜଣଙ୍କୁ…
Archives


