Home Middle

ଓମିକ୍ରନ୍ ଯୋଗୁ ସ୍ଥିତି ହୋଇପାରେ ଅସମ୍ଭାଳ, କଡା ନିୟମ ପାଳନ କରିବାକୁ ରାଜ୍ୟକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮ ।୧୨: କରୋନାର ନୂଆ ଭାରିଏଣ୍ଟ ଏବେ ସାରା ବିଶ୍ୱକୁ ବ୍ୟାପି ଚାଲିଛି । ଦେଶର ୧୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହା ପହଞ୍ଚି ସାରିଥିବା ବେଳେ ଏବେ ଓମିକ୍ରନରେ ୬୦୦ରୁ ଅଧିକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି…

ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟ ଆପତ୍ତିଜନକ ପୋଷ୍ଟ୍‌ କଲେ ଦାୟୀ ନୁହନ୍ତି ଆଡମିନିଷ୍ଟ୍ରେଟର, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟଙ୍କ ଦ୍ୱାରା କରାଯାଉଥିବା ଆପତ୍ତିଜନକ ପୋଷ୍ଟ୍‌ ପାଇଁ ଆଡମିନିଷ୍ଟ୍ରେଟର ଦାୟୀ ହେବେ ନାହିଁ। ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ବିଚାରପତି ଜି.ଆର୍‌. ସ୍ବାମୀନାଥନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ…

ବଳାତ୍କାର ସମୟରେ ପୀଡ଼ିତାଙ୍କର ବିରୋଧ ନ କରିବା ସହମତି ନୁହେଁ, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ବଳାତ୍କାର ମାମଲାରେ ପୀଡ଼ିତା ବିରୋଧ କରି ନ ଥିଲେ ବି ଏହାକୁ ବଳାତ୍କାର ଭାବେ ଗ୍ରହଣ କରାଯିବ। ସେ ଏହାର ବିରୋଧ ନ କରିବା ଅର୍ଥ ତାଙ୍କର ଏଥିରେ ସହମତି ଥିବା କୁହାଯାଇ ପାରିବ ନାହିଁ। ଏକ ମାମଲାର…

ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଯୋଗୁ ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି…

ଲକ୍ଷ୍ନୌ, ୨୭।୧୨: ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଅତ୍ୟନ୍ତ ଦୁଃଖଦ ତଥା ଯନ୍ତ୍ରଣାଦାୟକ ଘଟଣା। ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି। ଆହ୍ଲାବାଦ୍‌ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ପକ୍ଷରୁ ଏକ ମାମଲାର ବିଚାର କରି ଏଭଳି କୁହାଯାଇଛି।…

ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିବା ସୂଚନା। ତେବେ ତାଙ୍କୁ ୭ ଦିନ ଆଇସୋଲେଶନରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

ଜାନୁୟାରୀ ୧ ରୁ ପିଲାଙ୍କ ପାଇଁ କୋ-ଓ୍ବିନ୍‌ ପଞ୍ଜିକରଣ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆତଙ୍କ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍‌ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…

ନୂଆବର୍ଷ ପାଳନ ଫିକା, ବହୁ ରାଜ୍ୟରେ କଟକଣା ଜାରି …

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୯ ରାଜ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୧୦ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା…

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ମାନ୍ୟତା ଦାବି ତେଜିଲା, ବରୁଣେଇରେ ପାଇକ ମେଳି

ଖୋର୍ଦ୍ଧା ଅଫିସ,୨୭ା୧୨: ୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଏବଂ ବରୁଣେଇ ପାଦଦେଶ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳ ଜମି ଫ୍ରି ପ୍ରିମିୟମ ଯୋଗାଇବା ଦାବିରେ ଓଡ଼ିଆ ବୀର ମହାସଂଘ ସୋମବାର ବରୁଣେଇ ପୀଠରୁ ରଣହୁଙ୍କାର ଦେଇଛି।…

ଚାଇନାକୁ ବଡ଼ ଝଟ୍‌କା, ୫ଟି ଉତ୍ପାଦ ଉପରେ ଆଣ୍ଟି ଡମ୍ପିଙ୍ଗ୍‌ ଶୁଳ୍କ ଲାଗୁ କଲା ଭାରତ…

ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍‌କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ ଆଲୁମିନିୟମ୍‌ ଏବଂ ରାସାୟନିକ ସାମଗ୍ରୀ ସହିତ ୫ଟି ଉତ୍ପାଦ ଉପରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ…

ନ୍ୟାୟିକ ବ୍ୟବସ୍ଥାର ଭାରତୀୟକରଣ ଜରୁରୀ…

ହାଇଦ୍ରାବାଦ, ୨୭।୧୨: ଦେଶର ନ୍ୟାୟିକ ବ୍ୟବସ୍ଥାକୁ ଭାରତୀୟକରଣ କରିବାର ଆବଶ୍ୟକତା ରହିଛି। ହାଇଦ୍ରାବାଦରେ ଆୟୋଜିତ ଅଲ ଇଣ୍ଡିଆ ଆଡଭୋକେଟ କାଉନସିଲର ଷଷ୍ଠତମ ଜାତୀୟ ପରିଷଦ ବୈଠକରେ ଯୋଗଦେଇ ସୁପ୍ରିମ୍‌କୋର୍ଟର ବିଚାରପତି ଏସ.ଏ. ନାଜିର ଏଭଳି କହିଛନ୍ତି। ନାଜିର କହିଛନ୍ତି ଯେ ନ୍ୟାୟପାଳିକାର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୧ ଜଣ ଲୋକାଲ କେସ…

ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?