‘ବିନା ସହମତିରେ ମହିଳାଙ୍କୁ ଛୁଇଁବା ଅପରାଧ’
ମୁମ୍ବାଇ, ୨୬ା୧୨: ବିନା ସହମତିରେ ଜଣେ ମହିଳାଙ୍କ ଶରୀରକୁ ଜଣେ ଅଜଣା ବ୍ୟକ୍ତି ଛୁଇଁବା ଅର୍ଥ ତାଙ୍କ ମର୍ଯ୍ୟାଦା ହାନି କରିବା। ଏହା ଅପରାଧ ବୋଲି ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ଖଣ୍ଡପୀଠ କହିଛନ୍ତି। ଏଥିସହ ମହାରାଷ୍ଟ୍ର ଜଲାନା ଜିଲାର ଜଣେ ୩୬…
ଏଲିଅନ୍ ଖୋଜିବ ଜେମ୍ସ ଓ୍ବେବ୍ ଟେଲିସ୍କୋପ୍
ଓ୍ବାଶିଂଟନ, ୨୬ା୧୨: ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରୁ ପରଦା ହଟାଇବା ପାଇଁ ବୈଜ୍ଞାନିକମାନେ ଆଉ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ବିଶ୍ୱର ସବୁଠୁ ଶକ୍ତିଶାଳୀ ଏବଂ ବୃହତ୍ତମ ସ୍ପେସ୍ ଟେଲିସ୍କୋପ୍ ଜେମ୍ସ ଓ୍ବେବ୍କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ଶନିବାର…
ଜାନୁୟାରୀ ୩ରୁ ଦେଶରେ ପିଲାଙ୍କୁ ଟିକା
ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରାତିରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ବଡ଼ ଘୋଷଣା କରିଛନ୍ତି। ଜାନୁୟାରୀ ୩ ତାରିଖରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ ଟିକାକରଣ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏନେଇ ସରକାରୀସ୍ତରରେ ପ୍ରସ୍ତୁତି…
୪୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା
ଜୟପୁର,୨୫ା୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନକୁ ବଢ଼ିବାରେ ଲାଗିଛି। ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ରେ ପହଞ୍ଚିଛି।। ଶନିବାର ରାଜସ୍ଥାନରେ ୨୧ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୟପୁରରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ…
ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ୍ ତଥ୍ୟ ଦେଲେ ୬ ମାସ ଜେଲ୍
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଲୋକ ସଭା ଓ ବିଧାନସଭା ଭଳି ପଞ୍ଚାୟତ ନିର୍ବାଚନରେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ସତ୍ୟପାଠ କରିବେ। ଏଣିକି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ ତଥ୍ୟ ଦେଲେ ୬ମାସ ଜେଲ ଦଣ୍ଡ ଭୋଗିବା ସହ ଜରିମାନା ଦେବାକୁ…
କୃଷି ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ, ପଛକୁ ହଟିଛୁ ହେଲେ ପୁଣି ଆଗେଇବୁ…
ନୂଆଦିଲ୍ଲୀ, ୨୫।୧୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ମନ୍ତବ୍ୟ ନେଇ ଏବେ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ମହାରାଷ୍ଟ୍ରର ନାଗପୁର ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ ଦେଇଛନ୍ତି। ଗତ ମାସରେ ସରକାର ପ୍ରତ୍ୟାହାର କରି ନେଇଥିବା…
ଘରେ ଓମିକ୍ରନ୍ ସଂକ୍ରମଣର ଅଧିକ ଆଶଙ୍କା…
ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ର ସଂକ୍ରମଣ ବଢ଼ିବାରେ ଲାଗିଛି। ତେବେ ବାହାର ତୁଳନାରେ ଘରେ ଓମିକ୍ରନ୍ ସଂକ୍ରମଣର ଅଧିକ ବିପଦ ରହିଛି। ଏଣୁ ଘର ମଧ୍ୟ ସୁରକ୍ଷିତ ନୁହେଁ। ଭାରତର କୋଭିଡ୍-୧୯ ଟାସ୍କଫୋର୍ସର ମୁଖ୍ୟ ଡାକ୍ତର…
ଟିକାର ଡବଲ ଡୋଜ୍ ବି ଅକାମୀ, ୧୦ରୁ ୯ ଜଣ ଓମିକ୍ରନ୍ରେ ଆକ୍ରାନ୍ତ…
ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ସଂକ୍ରମଣ କ୍ଷେତ୍ରରେ ଟିକାର ଡବଲ ଡୋଜ୍ ବି ଅକାମୀ ହେବାରେ ଲାଗିଛି। ଡବଲ ଡୋଜ୍ ନେଇଥିବା ୧୦ରୁ ୯ ଜଣ ଓମିକ୍ରନ୍ରେ ଆକ୍ରାନ୍ତ ହେଉଛନ୍ତି। ଭାରତରେ ୧୮୩ ଓମିକ୍ରନ ଆକ୍ରାନ୍ତଙ୍କ…
ଘନେଇଲା ବିପଦ, ଓମିକ୍ରନ୍ ସଂକ୍ରମଣକୁ ରୋକି ହେବ ନାହିଁ…
ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ସଂକ୍ରମଣକୁ ରୋକି ହେବ ନାହିଁ। ଏହା ପ୍ରତି ୨ ଦିନରେ ଦୁଇଗୁଣା ହେବାରେ ଲାଗିଛି। ଏନେଇ କେରଳର କୋଭିଡ-୧୯ ସଂକ୍ରମଣ ଉପରେ ଗଠିତ ବିଶେଷଜ୍ଞ କମିଟିର ଡାକ୍ତର ଏହା କହିଛନ୍ତି। କମିଟିର ସଦସ୍ୟ…
ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ ଅଲ୍ଆଉଟ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍ରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ…
୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…
ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୧୮୯…
୧୭ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ୪୧୫ ଓମିକ୍ରନ୍ ଆକ୍ରାନ୍ତ…
ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ…

