Home Middle

ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା ଦେଇ କହିଛନ୍ତି ଯେ,…

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ସୋମବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ ହୋଇଛି। ଏବେ…

ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଫେରିବେ ଓଡ଼ିଶା

ମୁମ୍ବାଇ,୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସର୍ଭାଇକାଲ୍‌ ଆର୍ଥ୍ରରାଇଟ୍‌ସ ଅସ୍ତ୍ରୋପଚାର ପାଇଁ ସେ ଏହି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ…

ପୁଣି ଥରେ ସଭାପତି ହେବେ ମନମୋହନ! ଭରିଲେ ନାମାଙ୍କନ

ଭୁବନେଶ୍ୱର,୭।୭:ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଛନ୍ତି ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଫଳରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା…

ଶେଷ ବେଳକୁ ସବୁଠୁ ବଡ଼ ସତ କହିଲେ ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ତହଓ୍ବୁର ରାଣା, ଖୋଲିଲେ ପାକିସ୍ତାନ ସେନାର ପୋଲ୍‌

ନୂଆଦିଲ୍ଲୀ,୭।୭: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ପାକିସ୍ତାନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ତହୱୁର କହିଛନ୍ତି ଯେ ସେ ପାକିସ୍ତାନୀ ସେନାର ସବୁଠାରୁ ବିଶ୍ୱସ୍ତ ଏଜେଣ୍ଟ ଥିଲେ। ସେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡ଼ଯନ୍ତ୍ରରେ…

‘ସରକାରୀ’, ‘ବେସରକାରୀ’ ତଥ୍ୟ

ଜାପାନକୁ ଅତିକ୍ରମ କରି ଭାରତ ବିଶ୍ୱର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି ବୋଲି ଗତ ମେ’ ୨୪ ତାରିଖରେ ନୀତି ଆୟୋଗର ୧୦ମ ଗଭର୍ନିଂ କାଉନସିଲ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେବାକୁ ଯାଇ ଏହା କହିଥିଲେ ନୀତି ଆୟୋଗ…

କିଛି ସମର୍ଥନ, କିଛି ବିରୋଧ

ନୂଆଦିଲ୍ଲୀ,୭ା୭: ଲୋକ ସଭା ନିର୍ବାଚନ ସହ ରାଜ୍ୟ ବିଧାନସଭାଗୁଡ଼ିକର ଭୋଟ ଏକସଙ୍ଗେ କରାଇବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଭାରତର ୩ ଜଣ ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) କିଛି ସମର୍ଥନ କରିଥିବାବେଳେ ଏଥିରେ ଥିବା କେତେକ ପ୍ରସଙ୍ଗକୁ ବିରୋଧ ମଧ୍ୟ…

ସୁନାବେଶରେ ଦର୍ଶନ ଦେଲେ ଦାରୁଦିଅଁ: ବଡ଼ଦାଣ୍ଡ ପାଲଟିଲା ଜନସମୁଦ୍ର

ପୁରୀ,୬ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରା ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବା ପରେ ଏକାଦଶୀ ତିଥିରେ ରବିବାର ରଥ ଉପରେ ସୁନାବେଶରେ ଦର୍ଶନ…

ଗ୍ଲୋବାଲ୍ ସାଉଥ୍ ବିନା ବିଶ୍ୱ ସଂସ୍ଥାଗୁଡ଼ିକ ନେଟୱାର୍କ ବିନା SIM ପରି: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାଜିଲର ରିଓ ଡି ଜାନେରୋରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀରେ ଭାଷଣ ଦେଇ ଗ୍ଲୋବାଲ୍ ସାଉଥ୍‌ର ମହତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଗ୍ଲୋବାଲ୍ ସାଉଥ୍ ବିନା ବିଶ୍ୱ ସଂସ୍ଥାଗୁଡ଼ିକ ମୋବାଇଲରେ…

ପ୍ରବଳ ବର୍ଷା: ଜଳ ଘେରରେ ବିଭିନ୍ନ ଅଞ୍ଚଳ

ଝାରସୁଗୁଡା,୬।୭(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲାରେ ପ୍ରବଳ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳ ଜଳ ଘେରରେ ରହିଛି। ଝାରସୁଗୁଡା ଜିଲା ସଦର ବ୍ଲକର କାତିକେଲା ଗ୍ରାମର ଚତୁର୍ପାଶ୍ୱରେ ଜଳ ଘେରି ରହିଥିବା ବେଳେ ବ୍ରଜରାଜନଗର ଇଟାଭଟା ଅଂଚଳ ଜଳମଗ୍ନ ହୋଇଥିବାରୁ…

ଅବସର ପରେ ବି ସରକାରୀ କ୍ୱାର୍ଟର୍ସ ଛାଡ଼ିନାହାନ୍ତି ପୂର୍ବତନ ବଚାରପତି ଚନ୍ଦ୍ରଚୂଡ଼, ଚିଠି ଲେଖି ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୬ା୭: ସୁପ୍ରିମକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ସରକାରୀ ବାସଭବନରେ ଏପର୍ଯ୍ୟନ୍ତ ରହିବା ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ ପ୍ରଶାସନ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରଣାଳୟକୁ ଚିଠି ଲେଖି ଚନ୍ଦ୍ରଚୂଡ଼ଙ୍କୁ ବାସଭବନ ଖାଲି କରିବାକୁ ଅନୁରୋଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri