Home Middle

ଓମିକ୍ରନରେ ଅଧିକ ସଂକ୍ରମିତ ହେଉଛନ୍ତି ୨୦-୩୦ ବର୍ଷ ବୟସର ଯୁବବର୍ଗ, ରହିଛି ଏସବୁ ଲକ୍ଷଣ..

ୱାଶିଂଟନ,୨୨ ।୧୨: କମ୍ ପ୍ରଭାବି କୁହାଯାଉଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ତା’ର ଅସଲ ରୂପ ଦେଖାଇବା ଆରମ୍ଭ କଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ଓମିକ୍ରନ୍ ଯୋଗୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ଦେଶରେ ୫ ଦିନରେ ୪ ଗୁଣା ବୃଦ୍ଧି ହେଲାଣି ଓମିକ୍ରନ୍ ସଂକ୍ରମଣ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୬

ନୂଆଦିଲ୍ଲୀ,୨୨ ।୧୨: ବିଶ୍ୱର ଅଧିକାଂଶ ଦେଶରେ ଓମିକ୍ରନ୍ ସଂକ୍ରମଣ ଦେଖା ଦେଇଥିବା ବେଳେ ଭାରତ ବି ଏଥିରୁ ବାଦ୍ ଯାଇନାହିଁ । ଦେଶରେ ୫ ଦିନ ମଧ୍ୟରେ ୪ ଗୁଣା ବୃଦ୍ଧି ହୋଇଛି ଓିମକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏହାସହ ଏବେ…

ଆମେରିକା ପରେ ଇସ୍ରାଏଲରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଜେରୁଜେଲମ,୨୨ ।୧୨: ଡରାଇଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଆମେରିକା ପରେ ଏବେ ଇସ୍ରାଏଲରେ ଓମିକ୍ରନର ପ୍ରଥମ ମୃତ୍ୟୁ ସାମ୍ନାକୁ ଆସିଛି । ଇସ୍ରାଏଲର ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସେଠାରେ ଓମିକ୍ରନରେ ସଂକ୍ରମିତ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ…

ଓମିକ୍ରନ୍ ଯୋଗୁ ୟୁରୋପରେ ଆସିବ ଆଉ ଏକ ଝଡ଼: ଡବ୍ଲୁଏଚଓ

ଜେନେଭା,୨୨ ।୧୨: ବିଶ୍ୱକୁ ଭୟ ଓମିକ୍ରନ୍ । ଏବେ ଏହା ଅନେକ ଦେଶକୁ ବ୍ୟାପିଥିବା ବେଳେ ଭବିଷ୍ୟତରେ ୟୁରୋପରେ ଏହା ଝଡ଼ ଆଣିବ ବୋଲି କହିଛନ୍ତି ଡବ୍ଳୁଏଚଓର ସ୍ଥାନୀୟ ନିର୍ଦ୍ଦେଶକ ଡା. ହୈସ କ୍ଲୁଜ । ଭିୟାନରେ ଏକ ପ୍ରେସ୍ କନଫରେନ୍ସରେ…

ଘର ମରାମତି ଲାଗି ଓଡ଼ିଶାର ୩୦ ଲକ୍ଷ ପରିବାରକୁ ମିଳିବ ସହାୟତା

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ଘର ମରାମତି ନେଇ ସହାୟତା ଦେବେ ରାଜ୍ୟ ସରକାର। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଏବଂ ଖଣି ଅଞ୍ଚଳ ପକ୍କାଘର…

ବିରୋଧୀଙ୍କୁ ମୋଦିଙ୍କ ଜବାବ

ପ୍ରୟାଗରାଜ,୨୧ ।୧୨: ଗୋଟିଏ ପଟେ ଝିଅଙ୍କ ବିବାହ ବୟସ ସୀମା ବଢାଇବାକୁ ନେଇ ସଂସଦରେ ଚର୍ଚ୍ଚା ହେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜରେ ବିରୋଧୀଙ୍କୁ ଜବାଦ ଦେଇଛନ୍ତି । ଯେଉଁମାନେ ଏଭଳି ପ୍ରସ୍ତାବକୁ ବିରୋଧ କରୁଥିଲେ ସେମାନଙ୍କୁ ଜବାବ…

ରାସନକାର୍ଡଧାରୀଙ୍କ ପାଇଁ ବଡ ଘୋଷଣା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ମିଳିବ । ଏଥିପାଇଁ ରାଜ୍ୟ ସରକାର…

ସାଧାରଣ କାଶ ବି ହୋଇପାରେ ଓମିକ୍ରନ୍‌ ଲକ୍ଷଣ…

ଲଣ୍ଡନ/ନୂଆଦିଲ୍ଲୀ, ୨୧।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ଆକ୍ରାନ୍ତଙ୍କୁ ବିଶ୍ଳେଷଣ କରୁଥିବା ବୈଜ୍ଞାନିକମାନେ ଏକ ରିପୋର୍ଟ ପ୍ରକାଶ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ ଦକ୍ଷିଣଆଫ୍ରିକାରେ ଓମିକ୍ରନ ଆକ୍ରାନ୍ତଙ୍କଠାରେ ଦେଖାଯାଉଥିବା ଏକ…

ଚାଇନାର ଦାଦାଗିରି: ଏଲ୍‌ଏସିରେ ହେଲିପ୍ୟାଡ୍‌ ନିର୍ମାଣ…

ଲଦାଖ, ୨୧।୧୨: ଏଲ୍‌ଏସିା ଲଦାଖ ଅଞ୍ଚଳରେ ଚାଇନା ନିଜର ବେଆଇନ ନିର୍ମାଣ କାର୍ଯ୍ୟ ଜାରି ରଖିଛି। ଆମେରିକା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି ଯେ, ଚାଇନା ପାଙ୍ଗୋଙ୍ଗ ହ୍ରଦ ଅଞ୍ଚଳରେ ହେଲିପ୍ୟାଡ୍‌ ଏବଂ କଂକ୍ରିଣ୍ଟ୍‌ ନିର୍ମାଣ କାର୍ଯ୍ୟ ସହିତ ବୋଟ ମୁତୟନ କରିଛି।…

ଦେଶରେ ୨୦୦ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ନୂଆ ବର୍ଷ ଏବଂ ବଡ଼ଦିନ ନୂଆ ଅସୁବିଧା ଆଣିବାର ଆଶଙ୍କା ରହିଛି ବୋଲି ସ୍ବାସ୍ଥ୍ୟ…

ସୀମାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ…

ଗୁରଦାସପୁର, ୨୧।୧୨: ପୂର୍ବରୁ ଜମ୍ମୁ-କଶ୍ମୀରର ଏଲଓସିରେ ପାକିସ୍ତାନ ପଟୁ ଅନୁପ୍ରବେଶ ହେଉଥିଲା। ତେବେ ଏବେ ପାକିସ୍ତାନୀ ଆତଙ୍କବାଦୀମାନେ ପଞ୍ଜାବରେ ସୀମାବାଟେ ଭାରତରେ ଅନୁପ୍ରବେଶ କରିବା ଉଦ୍ୟମ କରୁଛନ୍ତିି। ମଙ୍ଗଳବାର ଗୁରୁଦାସପୁର ସେକ୍ଟରରେ ବିଏସଏଫ ଯବାନମାନେ ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଗୁଳି କରି…

ଟିକା ନେଇଥିବା ଲୋକ ସହଜରେ ହେଉଛନ୍ତି ଓମିକ୍ରନ୍‌ରେ ଆକ୍ରାନ୍ତ…

ଜେନେଭା/ନୂଆଦିଲ୍ଲୀ, ୨୧।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ବଢ଼ିବାରେ ଲାଗିଛି। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବିଶେଷଜ୍ଞଙ୍କ ଅନୁସାରେ ଟିକା ନେଇଥିବା ଲୋକ ସହଜରେ ଓମିକ୍ରନ୍‌ରେ ଆକ୍ରାନ୍ତ ହେଉଛନ୍ତି। ଏହା ସହିତ ଓମିକ୍ରନ୍‌ ପୂର୍ବର ସମସ୍ତ ଭାରିଆଣ୍ଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?