Home Middle

ପୁଟିନ୍‌ଙ୍କୁ ଫୋନ୍‌ କଲେ ମୋଦି…

ନୂଆଦିଲ୍ଲୀ,୨୪।୮: ଆଫଗାନିସ୍ତାନ ସଙ୍କଟକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ସହିତ ମଙ୍ଗଳବାର ମଧ୍ୟାହ୍ନରେ ଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଦୁହିଁଙ୍କ ମଧ୍ୟରେ ପ୍ରାୟ ୪୫ ମିନିଟ୍‌ ଆଲୋଚନା ହୋଇଥିଲା। ଆଫଗାନିସ୍ତାନରେ ସୃଷ୍ଟି ହୋଇଥିବା ସମସ୍ୟା ଉପରେ…

ଆଫଗାନିସ୍ତାନରୁ ୟୁକ୍ରେନ ବିମାନ ଅପହରଣ, ମନ୍ତ୍ରୀ କହିଲେ ହଁ-ସରକାରଙ୍କ ମନା…

କାବୁଲ,୨୪।୮: ୟୁକ୍ରେନର ଏକ ବିମାନକୁ ଆଫଗାନିସ୍ତାନରୁ ଅପହରଣ କରି ନିଆଯାଇଛି। ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ୟେଭ୍‌ଜେନି ୟେନିନ୍‌ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରବିବାର ବିମାନକୁ ଅପହରଣ କରାଯାଇ ମଙ୍ଗଳବାର ଇରାନ ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। କିଛି ଅଜ୍ଞାତ ଲୋକ ବିମାନକୁ…

ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କରିବ ଦକ୍ଷିଣ-ପୂର୍ବ ଏସିଆ…

ଓ୍ବାଶିଂଟନ,୨୪।୮: ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କ୍ଷେତ୍ରରେ ଦକ୍ଷିଣ-ପୂର୍ବ ଏସିଆ ଏବଂ ଭାରତ ମହାସାଗର-ପ୍ରଶାନ୍ତ ମହାସାଗର ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ ଏଭଳି କହିଛନ୍ତି। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ୍‌ ଲୁୁଙ୍ଗ୍‌ଙ୍କ ସହିତ ଏକ ବୈଠକରେ…

ପୁଣି ବିପଦ, କରୋନାର ସୁପର ଭାରିଆଣ୍ଟ କୋଭିଡ୍‌-୨୨ ଆସିବା ଆଶଙ୍କା…

ଜୁରିଚ୍‌,୨୪।୮: ସମ୍ପ୍ରତି ପୃଥିବୀରେ କରୋନା ମହାମାରୀର ବିଭିନ୍ନ ଭାରିଆଣ୍ଟ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁଇଜରଲାଣ୍ଡର ଗବେଷକମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବାସେଲ ସ୍ଥିତ…

୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ଭାକ୍ସିନ୍‌ ନେବାରୁ ବଞ୍ଚିତ…

ନୂଆଦିଲ୍ଲୀ,୨୪।୮: ଭାରତରେ ୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ଭାକ୍ସିନ୍‌ ନେବାରୁ ବଞ୍ଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧ କୋଟିରୁ ଅଧିକ ବରିଷ୍ଠ ନାଗରିକ ରହିଛନ୍ତି। କରୋନା ଭାକ୍ସିନ୍‌ର ପ୍ରଥମ ଡୋଜ୍‌ ନେବାର ୧୬ ସପ୍ତାହ ପରେ ଏହି…

ଅଧା ମହାପ୍ରସାଦ ବଳିଲା

ପୁରୀ ଅଫିସ,୨୪।୮ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ପାଇଁ ଅନୁମତି ନ ଥିବାରୁ ମହାପ୍ରସାଦ ବିକ୍ରି ଧିମେଇଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢିହାରୀ କହିଛନ୍ତି। ସେ କହିଛନ୍ତି, ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ଆଗମନ ବଢିବ। ଏଭଳି ସ୍ଥଳେ…

ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୪୬୭ରେ ପହଞ୍ଚିଛି। ଲଗାତାର ୨…

୬୭ ଏମ୍‌ପି-୨୯୬ ବିଧାୟକ ଅଯୋଗ୍ୟ ଘୋଷିତ ହେବା ଆଶଙ୍କା…

ନୂଆଦିଲ୍ଲୀ,୨୪।୮: ଦେଶର ୬୭ ଏମ୍‌ପି ଏବଂ ୨୯୬ ବିଧାୟକଙ୍କୁ ଏବେ ଅଯୋଗ୍ୟ ଘୋଷିତ ହେବା ଆଶଙ୍କା ଘାରିଛି। ସେମାନଙ୍କ ବିରୋଧରେ ଅପରାଧୀକ ମାମଲା ରହିଛି। ଦୋଷୀ ସାବ୍ୟସ୍ତ ହେଲେ ଏମ୍‌ପି ଏବଂ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବାର ଆଶଙ୍କା ରହିଛି। ଆସୋସିଏସନ…

ଆତଙ୍କ ସୃଷ୍ଟିରେ ନିୟୋଜିତ ହୋଇଥିଲେ ଜେଏନ୍‌ୟୁ୍‌ ଛାତ୍ର

ମୁମ୍ବାଇ, ୨୪।୮(ଆଇଏଏନ୍‌ଏସ୍‌): ଭୀମା-କୋରେଗାଁଓ ଏବଂ ଏଲ୍‌ଗାର ପରିଷଦ ମାମଲାରେ ଅଭିଯୁକ୍ତମାନେ ଦୁଇଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରମାନଙ୍କୁ ମହାରାଷ୍ଟ୍ର ଏବ ଦେଶରେ ଆତଙ୍କବାଦୀ କାର୍ଯ୍ୟରେ ନିୟୋଜିତ କରିଥିଲେ। ଉକ୍ତ ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଏହା ଜାଣିବାକୁ ପାଇଛି।…

ଆସେଟ୍‌ ମନିଟାଇଜେଶନ ପ୍ଲାନ୍‌ ଘୋଷଣା, ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ,୨୪।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୪ ବର୍ଷିଆ ଆସେଟ୍‌ ମନିଟାଇଜେଶନ ପ୍ଲାନ୍‌ ସମ୍ପର୍କରେ ସୋମବାର ଘୋଷଣା କରିଛନ୍ତି। ନ୍ୟାଶନାଲ ମନିଟାଇଜେଶନ ପାଇପଲାଇନ(ଏନ୍‌ଏମ୍‌ପି) ଅଧୀନରେ ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି। ଚଳିତ…

ତୃତୀୟ ଲହର ନିଶ୍ଚିତ, ପିଏମ୍‌ଓକୁ ଅବଗତ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍‌ଆଇଡିଏମ୍‌) ଅଧୀନରେ ଗଠିତ ବିଶେଷଜ୍ଞ କମିଟି ସତର୍କ କରାଇଦେଇଛି। ତୃତୀୟ ଲହରରେ ବୟସ୍କଙ୍କ ସମେତ ପିଲାମାନେ…

କାଲିଠୁ ଟୋକିଓ ପାରାଲିମ୍ପିକ୍ସ: ୯ ଇଭେଣ୍ଟରେ ଭାରତର ପ୍ରତିଯୋଗୀ

ଟୋକିଓ, ୨୩।୮: କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ସଫଳ ଆୟୋଜନ ପରେ ମଙ୍ଗଳବାରଠାରୁ ଟୋକିଓରେ ଆରମ୍ଭ ହେବାକୁ ଯାଉଛି ପାରାଲିମ୍ପିକ୍‌ କ୍ରୀଡ଼ାର ୧୬ତମ ସଂସ୍କରଣ। ଅନ୍ତର୍ଜାତୀୟ ପାରାଲିମ୍ପିକ୍‌ କମିଟି ଆନୁକୂଲ୍ୟରେ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ଏଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri