୨୭ ଜିଲାରେ ମରୁଡ଼ି ଆଶଙ୍କା
ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ମହାମାରୀରୁ ମୁକୁଳି ନ ଥିବା ବେଳେ ଓଡ଼ିଶାକୁ ମାଡ଼ିଆସୁଛି ଆଉ ଏକ ବିପଦ। ଅନାବୃଷ୍ଟି ଯୋଗୁ ରାଜ୍ୟ ଏବେ ଘୋର ସଙ୍କଟ ଭିତରକୁ ଟାଣିହୋଇ ଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଧୋକା ଦେଇଛି। ଆଷାଢ଼ ଯାଇ ଶ୍ରାବଣ ଶେଷ…
୫ ହଜାର ବର୍ଷର ଭାରତ-କାନ୍ଦାହାର ସମ୍ପର୍କ
ନୂଆଦିଲ୍ଲୀ, ୨୩ା୮: ଇତିହାସର ଆଫଗାନିସ୍ତାନ ବର୍ତ୍ତମାନଠାରୁ ଥିଲା ସମ୍ପୂର୍ଣ୍ଣ ଅଲଗା। ଦିନେ ଏହା ଗାନ୍ଧାର ଭାବେ ପରିଚିତ ଥିଲା ବୋଲି ଅଧ୍ୟୟନ କୁହେ। ବାସ୍ତବରେ ମଧ୍ୟ ଗାନ୍ଧାରରୁ ‘କାନ୍ଦାହାର’ରେ ପରିଣତ ହୋଇଥିବା ସହର ଏବେ ବି ଆଫଗାନିସ୍ତାନରେ ରହିବା ଏହାର ସତ୍ୟତାକୁ…
ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର
ପୁରୀ ଅଫିସ,୨୨ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିବ। କୋଭିଡ୍ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ। ଆର୍ଟିପିସିଆର ନେଗେଟିଭ୍ ରିପୋର୍ଟ ଏବଂ ଦୁଇଟି ଡୋଜ୍ ଟିକାକରଣ…
କାବୁଲରେ ସରକାରୀ-ବେସରକାରୀ ଅଫିସ ବନ୍ଦ, ବଢୁଛି ଲୋକଙ୍କ ସମସ୍ୟା
କାବୁଲ,୨୨ା୮: ଆଫଗାନିସ୍ତାନକୁ ତାଲିବାନ କବ୍ଜା କରିବାର ଏକ ସପ୍ତାହ ପରେ କାବୁଲରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାହା ମନ୍ତ୍ରଣାଳୟ, ପାସପୋର୍ଟ ବିଭାଗ ଏବଂ ବ୍ୟାଙ୍କ ଭଳି ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟ ବନ୍ଦ ଥିବାରୁ କାବୁଲର ବାସିନ୍ଦାଙ୍କ…
୧୬୮ ଯାତ୍ରୀଙ୍କୁ ନେଇ ହିଣ୍ଡନ ଏୟାରବେସରେ ପହଞ୍ଚିଲା ସି-୧୭ ଗ୍ଲୋବମାଷ୍ଟର, ଅଛନ୍ତି ଭାରତୀୟଙ୍କ ସହ ଆଫଗାନୀ ଯାତ୍ରୀ
ନୂଆଦିଲ୍ଲୀ,୨୨ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ବାହାରକୁ ଆଣିବା ପ୍ରକ୍ରିୟା ଜାରି ରହିଛି । ରବିବାର ଦୋହା ରାସ୍ତା ଦେଇ ଭାରତୀୟ ବାୟୁସେନାର ବିମାନ ସି-୧୭ ଗ୍ଲୋବମାଷ୍ଟର ସକାଳେ ଗାଜିଆବାଦର…
‘ପିଲାଙ୍କ ସ୍ବପ୍ନ ସାକାର ହେଲେ ନବୀନ ଓଡ଼ିଶାର ଲକ୍ଷ୍ୟ ପୂରଣ ସମ୍ଭବ’
ଭୁବନେଶ୍ୱର,୨୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଛି। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ହୋଇଛି। ସେଥିମଧ୍ୟରୁ ୧୦ ସ୍କୁଲକୁ ଶନିବାର ମୁଖ୍ୟମନ୍ତ୍ରୀ ଲୋକାର୍ପଣ…
ତାଲିବାନ୍ କବଳରୁ ୧୫୦ ଭାରତୀୟ ମୁକ୍ତ
କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ଆମେ କାହାକୁ କିଛି କରିବୁ ନାହିଁ। କେହି ଆତଙ୍କିତ ହେବା ଦରକାର ନାହିଁ ବୋଲି ଡିଣ୍ଡିମ ପିଟୁଥିବା ତାଲିବାନ୍ର ବର୍ବର ଚେହେରା ଶନିବାର ଆଫଗାନିସ୍ତାନ ରାଜଧାନୀ କାବୁଲରେ ଦେଖିବାକୁ ମିଳିଛି। ଆଫଗାନିସ୍ତାନରେ ବସବାସ କରୁଥିବା ହିନ୍ଦୁ ଓ ଶିଖ୍ ସମୁଦାୟର…
ଆଫଗାନ୍ ଝିଅଙ୍କ ଚିଠି ଶେୟାର କଲେ
ଲସ୍ ଏଞ୍ଜେଲସ୍,୨୨।୮: ହଲିଉଡ୍ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍ଷ୍ଟାଗ୍ରାମରେ ଯୋଗଦେଇଛନ୍ତି। ନିଜର ପ୍ରଥମ ପୋଷ୍ଟରେ ସେ କହିଛନ୍ତି, ମୌଳିକ ମାନବାଧିକାର ପାଇଁ ଲଢ଼େଇ କରୁଥିବା ଲୋକଙ୍କ ସ୍ବର ଉଠାଇବା ଲାଗି ଏହାକୁ ସେ ବ୍ୟବହାର କରିବେ, ଯାହାଙ୍କ…
ତାଲିବାନ୍ ପାଇଁ ଆର୍ଥିକ ଚ୍ୟାଲେଞ୍ଜ
କାବୁଲ,୨୨।୮: ତାଲିବାନ୍ର କାବୁଲ ଦଖଲ ପରେ ପ୍ରଥମ ଥର ପାଇଁ ରାଜଧାନୀରେ ପାଦ ଥାପିଛନ୍ତି ଆତଙ୍କବାଦୀ ସଙ୍ଗଠନର ସହପ୍ରତିଷ୍ଠାତା ତଥା ଉପନେତା ମୁଲ୍ଲା ଅବ୍ଦୁଲ ଗନି ବରାଦର। ଦୀର୍ଘ ୨୦ ବର୍ଷ ଧରି ନିର୍ବାସନରେ ଥିବା ବରାଦର ଗତ ବୁଧବାର କାତାରରୁ…
କାବୁଲ ଉପରେ ବିଶ୍ୱ ନଜର
କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ତାଲିବାନ୍ର କାବୁଲ ଦଖଲ ପରେ ସବୁଠି ଆତଙ୍କର ମାହୋଲ। ହମିଦ କାରଜାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ତୁହାକୁ ତୁହା ଗୁଳି ଫୁଟୁଛି। ବିଦେଶୀଙ୍କୁ ସୁରକ୍ଷିତ ଭାବେ ସେମାନଙ୍କ ଦେଶକୁ ପଠାଇବା ଲାଗି ଭିତରେ ଆମେରିକୀୟ ସୈନ୍ୟଙ୍କ ଉପସ୍ଥିତି କେତେକାଂଶରେ ଆଶ୍ୱସ୍ତ କରୁଥିବାବେଳେ…
ମା’ ବୁଝୁନି ମମତା
ଅନୁଗୋଳ ଅଫିସ,୨୨ା୮: ମାତୃତ୍ୱର ଅର୍ଥ ବୁଝେ ମା’। ସେଥିପାଇଁ ସେ ସ୍ନେହମୟୀ। ମମତାମୟୀ। ପିଲାଟିଏ ତା’ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ। ସରଗର ସଜଫୁଟା ପାରିଜାତ। ହେଲେ ଅନେକ ପାରିଜାତ ଏବେ ମଧ୍ୟ ହେଉଛନ୍ତି ପରିତ୍ୟକ୍ତ। କେତେବେଳେ କେଉଁ ବୁଦା ମୂଳରେ ତ ପୁଣି…
ପରପାରିରେ କଲ୍ୟାଣ ସିଂ
ନୂଆଦିଲ୍ଲୀ, ୨୧।୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା କଲ୍ୟାଣ ସିଂଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ମାସେରୁ ଊର୍ଦ୍ଧ୍ୱ ସମୟ ଅସୁସ୍ଥ ଥାଇ ସେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍…
Archives


