Home Middle

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହେଲେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ ଅସମ୍ଭବ

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଏହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି । ଯଦି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହୁଏ ତେବେ…

ଶଗଡ଼ ଦୌଡ଼କୁ ଅନୁମତି…

ନୂଆଦିଲ୍ଲୀ, ୧୬।୧୨: ସୁପ୍ରିମ୍‌କୋର୍ଟ ଗୁରୁବାର ମହାରାଷ୍ଟ୍ରରେ ଶଗଡ଼ ଦୌଡ଼କୁ ଅନୁମତି ଦେଇଛନ୍ତି। ଏହାକୁ ପ୍ରାଣୀ କ୍ରୁରତା ନିବାରଣ ଅଧିନିୟମ ଅନ୍ତର୍ଗତ ବନ୍ଦ କରାଯାଇଥିଲା। ବିଚରାରପତି ଏ.ଏମ୍‌.ଖାନଓ୍ବିଲକର ଏବଂ ସି.ଟି. କୁମାରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ୨୦୧୮ରେ ବମ୍ବେ ହାଇକୋର୍ଟ ପକ୍ଷରୁ ପ୍ରଦାନ…

ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ଓମିକ୍ରନ୍‌ ବ୍ୟାପିବାର ଆଶଙ୍କା ରହିଛି। ତେବେ ଏହାର…

ମହାପ୍ରୟାଣରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରଶ୍ରୀଦାଦା

ଭୁବନେଶ୍ବର,୧୬।୧୨(ବ୍ୟୁରୋ): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଗୁରୁବାର ସକାଳ ୯.୪୦ ମିନିଟରେ ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ ହସ୍ପିଟାଲରେ ୮୯ ବର୍ଷ ବୟସରେ ଶ୍ରୀଶ୍ରୀଦାଦା ଇହଲୀଳା ସମ୍ବରଣ କରିଛନ୍ତି। ଗତ କିଛିଦିନ ଧରି ସେ ଅସୁସ୍ଥତା ହେତୁ ସେ…

ସ୍ବାସ୍ଥ୍ୟସେବା ଉପରେ ତୁଟୁଛି ଭରସା

ଭୋଗରାଇ, ୧୬।୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରାଜ୍ୟରେ ସର୍ବବୃହତ୍‌ ବ୍ଲକ ଭାବେ ପରିଚିତ ଥିଲେ ମଧ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ରହିଛି। ଏହି ବ୍ଲକର ୫୦ ପଞ୍ଚାୟତରେ ଜନସଂଖ୍ୟା ପ୍ରାୟ ୩ଲକ୍ଷରୁ ଊର୍ଦ୍ଧ୍ୱ। ଉପାନ୍ତ ଇଲାକାରେ ଉନ୍ନତ ସ୍ବାସ୍ଥ୍ୟସେବା ମିଳୁ…

ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅନୁଚ୍ଛେଦ ୨୧ ଲାଗୁ ହେବ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୬।୧୨: ରାତିରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆବଶ୍ୟକ ସୁବିଧା ସହିତ ମେଡିକାଲ କର୍ମଚାରୀଙ୍କୁ ଏଥିଲାଗି ପ୍ରସ୍ତୁତ ରଖିବାକୁ ସମସ୍ତ ସରକାରୀ ମେଡିକାଲକୁ କେରଳ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଜାରି କରିଛନ୍ତି। ବିଚାରପତି ପି.ଭି.କୁହ୍ନିକ୍ରିଷ୍ଣାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର…

ପାକିସ୍ତାନର ଷଡ଼ଯନ୍ତ୍ର, ନୂଆ ଦଳ ଗଠନ ପାଇଁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୬।୧୨: ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ଭାରତରେ ଅନୁପ୍ରବେଶ ଏବଂ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ବିଭିନ୍ନ ଆତଙ୍କବାଦୀ ସଂଗଠନ ସହ ଏକ ବୈଠକରେ ଆଇଏସଆଇ ନିର୍ଦ୍ଦେଶ ଦେଇଛି ଯେ ଜମ୍ମୁ-କଶ୍ମୀର ଏବଂ ଭାରତରେ ଆକ୍ରମଣ ପାଇଁ ନୂଆ ଦଳ…

୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ …

ନୂଆଦିଲ୍ଲୀ, ୧୬।୧୨: ସମସ୍ତ ଆବେଦନକାରୀଙ୍କୁ ୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟଙ୍କ ପକ୍ଷରୁ ମହାରାଷ୍ଟ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବି.ଭି.…

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୧୬।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର…

ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ…

ସୌରଭ-ବିରାଟଙ୍କୁ କପିଲଙ୍କ ପରାମର୍ଶ, ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କର…

ନୂଆଦିଲ୍ଲୀ, ୧୬।୧୨: ପୂର୍ବତନ ଭାରତୀୟ କ୍ରିକେଟର କପିଲ ଦେବ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ପରାମର୍ଶ ଦେଇଛନ୍ତି। ପରସ୍ପର ପ୍ରତି ଦୋଷାରୋପ କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ଏବିପି ନ୍ୟୁଜ…

ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୧୬।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?