ହଟିଲା ତାଲିବାନର ଅଫିସିଆଲ ଓ୍ବେବ୍ସାଇଟ୍
ନୂଆଦିଲ୍ଲୀ,୨୧ା୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ହାସଲ କରିବା ପରେ ତା’ର ଅଫିସିଆଲ ଓ୍ବେବ୍ସାଇଟ୍ ଶୁକ୍ରବାର ବିଳମ୍ବିତ ରାତିରେ ଇଣ୍ଟରନେଟ୍ରୁ କେଉଁଆଡ଼େ ଗାଏବ ହୋଇଯାଇଛି। ଏହା କୌଣସି ଯାନ୍ତ୍ରିକ ତ୍ରୁଟି କିମ୍ବା ଅନ୍ୟ କୌଣସି କାରଣରୁ ହୋଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…
ଗରିବଙ୍କୁ ଏମ୍ସରେ ମାଗଣା ଇକ୍ମୋ ଚିକିତ୍ସା
ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଏଣିକି ଗରିବ ଲୋକଙ୍କୁ ଭୁବନେଶ୍ୱର ଏମ୍ସରେ ମାଗଣା ଇକ୍ମୋ ଚିକିତ୍ସା ଯୋଗାଇ ଦିଆଯିବ। ରାଶନକାର୍ଡ ଧାରୀ ଏବଂ ଗରିବ ଲୋକମାନଙ୍କୁ ମାଗଣାରେ ଏହି ଚିକିତ୍ସା ଯୋଗାଇ ଦିଆଯିବ। ଏନେଇ ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି।…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୬ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ଶନିବାର ରାଜ୍ୟରେ ୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର । ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରାଣ୍ଟାଇନ୍ରୁ…
ମନ ଜିଣୁଛି ବିହନ ରାଖୀ
ପୁରୁଣା ଭୁବନେଶ୍ୱର,୨୧।୮(ଡି.ଏନ୍.ଏ.): ଆଉ ଦିନକ ପରେ ସ୍ନେହ ଓ ଶ୍ରଦ୍ଧାର ପର୍ବ ରକ୍ଷାବନ୍ଧନ। କରୋନା ସମୟରେ ଅନେକ ଲୋକ ଜୀବିକା ହରାଇଥିବା ବେଳେ ପୋଖରୀପୁଟ ଅଞ୍ଚଳର ପରିବେଶବିତ୍ ସୁଶାନ୍ତ ସାହୁ ରାଖୀ ପୂର୍ଣ୍ଣମୀ ପାଇଁ ସ୍ଥାନୀୟ ଅଞ୍ଚଳରୁ ଧଳାଧାନ, କଳାଧାନ, ନାଲିଧାନ,…
ବିରୋଧୀଙ୍କ ନେତୃତ୍ୱ ନେବାକୁ ଚାହୁଁନି କଂଗ୍ରେସ
ନୂଆଦିଲ୍ଲୀ,୨୦।୮ : ବିରୋଧୀଙ୍କ ନେତୃତ୍ୱ ନେବା ଉପରେ କଂଗ୍ରେସର ସାମର୍ଥ୍ୟକୁ ଏବେ ସନ୍ଦେହ କରାଯାଉଛି। ଏଣୁ କଂଗ୍ରେସ ବିରୋଧୀ ଦଳର ନେତୃତ୍ୱ ନେବାକୁ ଚାହୁଁ ନାହିଁ। ୧୯ଟି ବିରୋଧୀ ଦଳର ନେତାଙ୍କ ସହ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏଭଳି କହିଛନ୍ତି କଂଗ୍ରେସ…
ବ୍ଲକରେ ହେବ ପଞ୍ଚାୟତ ଭୋଟ ଗଣତି
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବ୍ଲକରେ ହେବ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି। ଭୋଟ ଗ୍ରହଣ ପରେ ଭୋଟବାକ୍ସ ସିଲ୍ କରି ବ୍ଲକରେ ରହିବ। ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଗଣତି ହେବ। ପଞ୍ଚାୟତିରାଜ ବିଭାଗ କାଉଣ୍ଟିଂ ନେଇ ନୂଆ ନିୟମ ଆଣିବାକୁ ଯାଉଛି।…
କାବୁଲରୁ ୧୬୦ ଅଷ୍ଟ୍ରେଲୀୟ-ଆଫଗାନିସ୍ତାନ ନାଗରିକଙ୍କୁ ସ୍ଥାନାନ୍ତର
କାନବେରା,୨୦ା୮: ଆଫଗାନିସ୍ତାନକୁ ତାଲିବାନ କବ୍ଜା ପରଠାରୁ ଅନ୍ୟ ଦେଶଗୁଡ଼ିକ ସେମାନଙ୍କର ନାଗରିକ ଏବଂ ଦୂତାବାସର ଅଧିକାରୀମାନଙ୍କୁ ସେଠାରୁ ସ୍ଥାନାନ୍ତର କରିବା ଆରମ୍ଭ କରି ଦେଇଛନ୍ତି। ତୃତୀୟ ଥଇଥାନ ବିମାନ ପରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନର ୧୬୦ରୁ ଅଧିକ ନାଗରିକଙ୍କୁ କାବୁଲରୁ ସ୍ଥାନାନ୍ତର…
ଆତଙ୍କ ଦ୍ୱାରା ବିଶ୍ୱାସକୁ ଭାଙ୍ଗି ଦିଆଯାଇ ନ ପାରେ: ମୋଦି
ଅହମଦାବାଦ,୨୦ ।୮: ଗୁଜରାଟର ଐତିହାସିକ ସୋମନାଥ ମନ୍ଦିରକୁ ବଡ ଉପହାର ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମନ୍ଦିରରେ ଅନେକ ଗୁଡିଏ ଯୋଜନାର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୋଦି ସୋମନାଥ ସମୁଦ୍ର ଦର୍ଶନ, ପାଦଚଲା ପଥ,…
ମାଲକାନଗିରିରେ ପହଞ୍ଚି ବିଏ୍କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ମାଲକାନଗିରି,୨୦।୮(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି ଭବନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବିଏ୍କେଓ୍ବାଇ ଶୁଭାରମ୍ଭ କରିଥିଲେ। ଶୁଭାରମ୍ଭ…
ପିଲାଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ! ଜନସନ ଆଣ୍ଡ ଜନସନ ଟ୍ରାଏଲ ପାଇଁ ମାଗିଲା ଅନୁମତି
ନୂଆଦିଲ୍ଲୀ,୨୦ ।୮: ଦେଶରେ କରୋନା ମହାମାରୀର ତୃତୀୟ ଲହରର ଆଶଙ୍କା ମଧ୍ୟରେ ଏବେ ପିଲାମାନଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ ବା ଟିକାର ରାସ୍ତା ଖୋଲିଯିବା ଭଳି ମନେ ହେଉଛି । ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନ ଭାରତରେ ୧୨-୧୭…
ଉଦ୍ୟାନକୃଷି ବିକାଶରେ ଜଙ୍ଗଲ ବିନାଶ
ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବତଲଣ୍ଡା ଓ କରଗୋଳା ମୌଜା ଅଞ୍ଚଳରେ ୫୦ କିମ୍ବା ୧୦୦ ନୁହେଁ, ୩୭୭.୮୩ ଏକର ପତରା ଓ ଶାଳ ଜଙ୍ଗଲ କିସମ ଜମିରୁ ଏକାଧିକ ମେଶିନ ଲଗାଇ ବହୁ ପରିମାଣର ଗଛ…
ପିତାଙ୍କୁ ମନେ ପକାଇଲେ ରାହୁଲ
ନୂଆଦିଲ୍ଲୀ,୨୦ା୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଆଜି ହେଉଛି ୭୭ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ପିତାଙ୍କୁ ସ୍ମରଣ କରି ବୀରଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ଗୁଲାମ…
Archives


