Home Middle

ଓମିକ୍ରନ୍‌ ବିରୋଧରେ ଟିକା କାମ ଦେବନି, ନୂଆ ଟିକା ଆବଶ୍ୟକ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଅପରପକ୍ଷରେ ନୂଆ ଭାରିଆଣ୍ଟର ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସର୍ବାଧିକ ଟିକାକରଣ ଉପରେ ଧ୍ୟାନ ଦିଆଯାଉଛି। ଅପରପକ୍ଷରେ, ନୀତି ଆୟୋଗର ସଦସ୍ୟ ଡ.ଭି.କେ ପଲଙ୍କ ବିବୃତ୍ତି ନେଇ ଅଜଣା ବିପଦର…

ଖେଳ ଉପରେ କେହି ନୁହନ୍ତି, ଖେଳ ହିଁ ସର୍ବୋତ୍ତମ, କହିଲେ କ୍ରୀଡ଼ାମନ୍ତ୍ରୀ…

ନୂଆଦିଲ୍ଲୀ, ୧୫।୧୨: ଭାରତୀୟ କ୍ରିକେଟ ଟିମ୍‌ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ପ୍ରସ୍ତୁତ ହେଉଛି। କିନ୍ତୁ ଏହାପୂର୍ବରୁ ଅଧିନାୟକତ୍ୱକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିରାଟ କୋହଲିଙ୍କୁ ଏକଦିବସୀୟ ଅଧିନାୟକତ୍ୱରୁ ହଟାଯିବା ଏବଂ ରୋହିତ ଶର୍ମାଙ୍କୁ ଟେଷ୍ଟ ସିରିଜରୁ ବାଦ ଦିଆଯିବା…

ବିବାହରେ ମାତା-ପିତାଙ୍କ ପକ୍ଷରୁ ମିଳିଥିବା ଉପହାର ଯୌତୁକ ନୁହେଁ, ହାଇକୋର୍ଟଙ୍କ ରାୟ…

କୋଚି, ୧୫।୧୨: ଭାରତରେ, ଯୌତୁକ ପ୍ରଥାକୁ ଏକ ଅପରାଧ ଭାବେ ବିବେଚନା କରାଯାଇଥାଏ। ଯୌତୁକ ଯୋଗୁ ବହୁ କ୍ଷେତ୍ରରେ ଝିଅଙ୍କୁ ବିବାହ ପରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ତେଣୁ ଯୌତୁକ ବର୍ଗରେ କେଉଁ ସାମଗ୍ରୀକୁ ଅନ୍ତର୍ଭୁକ୍ତ କରାଯିବା ଏବଂ କାହାକୁୂ…

କୋଭାକ୍ସିନ୍‌ ନେଇଥିବା ଲୋକଙ୍କୁ ପ୍ରଥମେ ବୁଷ୍ଟର !…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ମଧ୍ୟ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବୁଷ୍ଟର ଡୋଜ୍‌ର ଆବଶ୍ୟକତା ଉପରେ ଚିନ୍ତା କରାଯାଉଛି। ଭାରତରେ, ଯେଉଁମାନେ କୋଭାକ୍ସିନ ଟିକା ଗ୍ରହଣ…

ଆମେରିକାର ବାଣିଜ୍ୟ ଯୁଦ୍ଧ, ଚାଇନା ସାମଗ୍ରୀ କିଣିବା ମନା…

ଓ୍ବାଶିଟନ, ୧୫।୧୨: ଆମେରିକାର ପ୍ରତିନିଧିସଭାରେ ଉଇଗର ବାଧ୍ୟତାମୂଳକ ଶ୍ରମ ନିବାରଣ ଆଇନର ଅନ୍ତିମ ସଂସ୍କରଣ ପାରିତ ହୋଇଛି। ଏହି ବିଲରେ ଚାଇନାର ଜିନଜିଆଙ୍ଗ ପ୍ରଦେଶରେ ଉଇଗର ସ୍ବୟଂଶାସିତ ଅଞ୍ଚଳରେ ବାଧ୍ୟତାମୂଳକ ଶ୍ରମ ଦ୍ୱାରା ନିର୍ମିତ ସାମଗ୍ରୀ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇବାକୁ…

ସକ୍ରିୟ ମାମଲା ୮୮ ହଜାର ତଳେ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର…

ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ଆକ୍ରାନ୍ତ

  ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୧ ଜଣ ଲୋକାଲ…

ଇନ୍ଧନ ଟ୍ୟାଙ୍କର ଲୁଟୁଥିବା ସମୟରେ ବିସ୍ଫୋରଣ, ଜୀବନ୍ତ ଜଳିଗଲେ ୬୦ରୁ ଅଧିକ ଲୋକ…

ମେକ୍ସିକୋ ସିଟି,୧୫।୧୨: ଉତ୍ତର ହାଇତିରେ ଏକ ଇନ୍ଧନ ପରିବହନକାରୀ ଟ୍ୟାଙ୍କର ବିସ୍ଫୋରଣ ହେବା ଯୋଗୁ ୬୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ହାଇତିର ଉତ୍ତର ବନ୍ଦର ସହର କ୍ୟାପ-ହାତିୟନରେ…

୩ ବର୍ଷରେ କେନ୍ଦ୍ର ପାଇଛି ୮ ଲକ୍ଷ କୋଟିର ତୈଳ ଟିକସ

ନୂଆଦିଲ୍ଲୀ,୧୫ା୧୨: କେନ୍ଦ୍ର ସରକାର ଗତ ୩ ଆର୍ଥିକ ବର୍ଷରେ ପେଟ୍ରୋଲ ଏବଂ ଡିଜେଲରୁ ଟିକସ ଆକାରରେ ୮.୦୨ ଲକ୍ଷ କୋଟି ଟଙ୍କା ପାଇଛନ୍ତି। କେବଳ ୨୦୨୦-୨୧ ଆର୍ଥିକ ବର୍ଷରେ ୩.୭୧ ଲକ୍ଷ କୋଟି ଟଙ୍କା ଆଦାୟ କରାଯାଇଥିତ୍ବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ…

ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୪।୧୨(ବ୍ୟୁରୋ): ବିବାହ ପ୍ରେଶେସନରେ ମାନୁନାହାନ୍ତି କରୋନା କଟକଣା। ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍‌ରେ ନାଚୁଛନ୍ତି ବରଯାତ୍ରୀ। ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ଦୃଦ୍‌ରୋଗ ଆକ୍ରାନ୍ତ ବ୍ୟକ୍ତି, ଛୋଟ ପିଲାଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି । ଏନେଇ…

୬ ମାସ ମଧ୍ୟରେ ପିଲାଙ୍କ ପାଇଁ ଟିକା

ନୂଆଦିଲ୍ଲୀ,୧୪।୧୨: ଆଗାମୀ ୬ ମାସ ମଧ୍ୟରେ ପିଲାଙ୍କ ପାଇଁ ନୋଭାଭାକ୍ସ କୋଭିଡ୍‌-୧୯ ଟିକା ଉପଲବ୍ଧ କରିବାକୁ ସିରମ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) ଯୋଜନା କରୁଛି। ଏ ନେଇ ଏସ୍‌ଆଇଆଇ ସିଇଓ ଆଦର ପୁନାଓ୍ବାଲା ମଙ୍ଗଳବାର କହିଛନ୍ତି। ୩ ବର୍ଷ ଓ…

ଆସ୍ଥାର ଅର୍ଥଶାସ୍ତ୍ର, ଜିଡ଼ିପିରେ ୨.୩୨ ପ୍ରତିଶତ ଯୋଗଦାନ…

ନୂଆଦିଲ୍ଲୀ, ୧୪।୧୨: ଦେଶରେ ଅସଂଖ୍ୟ ମନ୍ଦିର ଏବଂ ତୀର୍ଥସ୍ଥାନ ଅଛି, ଯେଉଁଥିରେ ଲକ୍ଷ ଲକ୍ଷ ଲୋକଙ୍କ ଭାବନା ସଂଲଗ୍ନ ହୋଇଛି, ତେଣୁ ରାଜନୀତିର ସମୀକରଣ ମଧ୍ୟ ବିଶ୍ୱାସର କେନ୍ଦ୍ର ସହ ଯୋଡ଼ି ହେବାରେ ଲାଗିଛି। ବିଶ୍ୱାସ ଏବଂ ରାଜନୀତି ସହିତ ତୀର୍ଥସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?