ଏନ୍ଡିଏ ପରୀକ୍ଷା ଦେଇପାରିବେ ଛାତ୍ରୀ..
ନୂଆଦିଲ୍ଲୀ,୧୮।୮: ନ୍ୟାଶନାଲ ଡିଫେନ୍ସ୍ ଏକାଡେମୀ(ଏନ୍ଡିଏ) ପରୀକ୍ଷା ଛାତ୍ରୀମାନେ ଦେଇପାରିବେ। ଏନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ସେପ୍ଟେମ୍ବର ୫ରେ ହେବାକୁ ଥିବା ଏନଡିଏ ପରୀକ୍ଷା ବିଜ୍ଞାନ ଛାତ୍ରୀ ମାନେ ଦେଇପାରିବେ। ପରେ ଏନଡିଏରେ ଆଡମିଶନ…
ଶଶି ଥରୁର୍ଙ୍କୁ ଆଶ୍ୱସ୍ତି, ସୁନନ୍ଦା ପୁଷ୍କର ମାମଲାରୁ ଖଲାସ…
ନୂଆଦିଲ୍ଲୀ,୧୮।୮: ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ତାଙ୍କୁ ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଦିଲ୍ଲୀ ପୋଲିସ ଧାରା ୪୯୮-ଏ ଏବଂ ୩୦୬ ଅନୁଯାୟୀ…
୫୬,୦୦୦ ଅଙ୍କ ଟପିଲା ସେନସେକ୍ସ୍…
ମୁମ୍ବାଇ,୧୮।୮: ସେନସେକ୍ସ୍ ବୁଧବାର ପ୍ରଥମ ଥର ପାଇଁ ୫୬, ୦୦୦ ଅଙ୍କ ଟପିଛି। ସେହିପରି ନିଫ୍ଟି ମଧ୍ୟ ୧୭ ହଜାର ପାଖାପାଖି କାରବାର ଜାରି ରଖିଛି। ପ୍ରାରମ୍ଭିକ କାରବାରରେ, ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ମୁଖ୍ୟ ୩୦-ଶେୟାର ବିଶିଷ୍ଟ ଇଣ୍ଡେକ୍ସ ୨୮୧.୦୪ ପଏଣ୍ଟ…
ଆଇଭିଏଫ୍ ଶିଶୁ ଉପରେ କେବଳ ମା’ଙ୍କର ଅଧିକାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…
କୋଚି,୧୮।୮: କେରଳ ହାଇକୋର୍ଟରେ ଆଇଭିଏଫ୍ ଦ୍ୱାରା ଜନ୍ମ ହୋଇଥିବା ଶିଶୁ ମାମଲାର ଶୁଣାଣି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ହାଇକୋର୍ଟ କହିଛନ୍ତି ଯେ ଆଇଭିଏଫ୍ ମାଧ୍ୟମରେ ଜନ୍ମ ହୋଇଥିବା ଶିଶୁ ଉପରେ କେବଳ ମା’ଙ୍କର ହିଁ ଅଧିକାର ରହିବ।…
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିବା ପୁଣି…
୨୦୨୭ରେ ଦେଶକୁ ମିଳିପାରନ୍ତି ପ୍ରଥମ ମହିଳା ପ୍ରଧାନ ବିଚାରପତି…
ନୂଆଦିଲ୍ଲୀ,୧୮।୮: ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଛି। ତାଲିକାରେ ୩…
ଆଫଗାନିସ୍ତାନରେ ଅଟକି ରହିଛନ୍ତି ୧୬୫୦ ଭାରତୀୟ, ଏୟାର ଲିଫ୍ଟ ପାଇଁ ଯୋଜନା…
ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ପରଠାରୁ, ସେଠାରେ ଅଟକି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ନେଇ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପର୍ଯ୍ୟନ୍ତ ଭାରତୀୟ ଦୂତାବାସର ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମୀଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ତେବେ…
‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’
ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ। ୧୦ ଦିନ ମଧ୍ୟରେ ଏହାର ଉତ୍ତର ରଖିବାକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.…
‘ଆମେ କାହା ପାଇଁ ବିପଦ ଛିଡ଼ା କରିବୁ ନାହିଁ’
ନୂଆଦିଲ୍ଲୀ,୧୭।୮ : ଆଫଗାନିସ୍ତାନ ଗାଦିରେ ବସି ସାରିଛି ତାଲିବାନ। ଏହା ପୂରା ବିଶ୍ୱ ପାଇଁ ପାଲଟିଛି ଚିନ୍ତାର କାରଣ। କିନ୍ତୁ ତାଲିବାନ ନେତୃତ୍ୱାଧୀନ ସରକାର କୌଣସି ଦେଶ ପ୍ରତି ବିପଦ ଛିଡ଼ା କରିବ ନାହିଁ। ଏ ନେଇ ତାଲିବାନ ପ୍ରବକ୍ତା ଜାବିହୁଲା…
ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା
ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ…
ବିଚାରପତିଙ୍କ ସୁରକ୍ଷା ନେଇ ଟାସ୍କ୍ ଫୋର୍ସ ଗଠନ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ଅସହମତି…
ନୂଆଦିଲ୍ଲୀ,୧୭।୮: ବିଚାରପତିମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ଟାସ୍କ୍ ଫୋର୍ସ ଗଠନ ଦାବିକୁ କେନ୍ଦ୍ର ସରକାର ଅଯୌକ୍ତିକ କହିଛନ୍ତି। ଏଥିରେ ଅସହମତି ପ୍ରକାଶ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ, ରାଜ୍ୟମାନଙ୍କ ଦ୍ୱାରା ଏଭଳି ସ୍ବତନ୍ତ୍ର ଟାସ୍କ୍ ଫୋର୍ସ ଗଠନ କରାଯିବା…
ଜାମନଗର ପହଞ୍ଚିଲା ବାୟୁସେନା ସି-୧୭ ବିମାନ…
ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ବିମାନରେ ୧୫୦ ଜଣ ଦୂତାବାସ କର୍ମଚାରୀ ଅଶାନ୍ତ ଆଫଗାନିସ୍ତାନରୁ ସ୍ବଦେଶ ଫେରିଛନ୍ତି। ୨ ଜଣ ଯାତ୍ରୀଙ୍କ…
Archives


