କିଷାନ ସମ୍ମାନ ନିଧି ହେବ ୨ ଗୁଣା, ଚାଷୀଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର…
ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ହିତାଧିକାରୀଙ୍କ ପାଇଁ ଖୁବ୍ ଶୀଘ୍ର ଦିଲ୍ଲୀରୁ ଖୁସି ଖବର ଆସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହା ଅନ୍ତର୍ଗତ ହିତାଧିକାରୀଙ୍କୁ ୨ ଗୁଣା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଯୋଜନା କରୁଛନ୍ତି। ଖୁବ…
ଆଫଗାନିସ୍ତାନରେ ଯୌନ ଦାସତ୍ୱ ଆଶଙ୍କା ବଢ଼ିଲା…
କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନର ପ୍ରତ୍ୟାବର୍ତ୍ତନ ଦ୍ୱାରା ମହିଳାମାନେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଜୁଲାଇ ଆରମ୍ଭରେ, ସେ ତାଲିବାନ ସଦସ୍ୟଙ୍କ ସହିତ ଦେଶର ୧୫ ବର୍ଷ ବାଳିକାଙ୍କଠାରୁ ଆରମ୍ଭ କରି ଯୁବତୀ ଏବଂ ସ୍ବାମୀଙ୍କୁ ହରାଇ ଥିବା ୪୫ ବର୍ଷରୁ କମ ବୟସ୍କା…
୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…
ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିଛି। ଗତ…
ଦୂତାବାସ କର୍ମଚାରୀଙ୍କୁ ଧରି କାବୁଲ ଛାଡ଼ିଲା ଭାରତୀୟ ବାୟୁସେନା ବିମାନ…
କାବୁଲ/ନୂଆଦିଲ୍ଲୀ,୧୭।୮: ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଭାରତୀୟ ବାୟୁସେନାର ସି -୧୭ ବିମାନ କାବୁଲ ବିମାନବନ୍ଦରରେ ଜାରି ରହିଥିବା ବିଶୃଙ୍ଖଳା ମଧ୍ୟରେ ଭାରତୀୟ ଦୂତାବାସ ଅଧିକାରୀଙ୍କ ସହ ଭାରତ ଅଭିମୁଖେ ଯାତ୍ରା କରିଛି। କାବୁଲ ବିମାନବନ୍ଦରରେ ଆମେରିକାର ସୈନିକଙ୍କ ସୁରକ୍ଷା ମଧ୍ୟରେ…
୧ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ତାରିଖ ଯାଏ ଚାଲିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ ହୋଇଥିବା…
ଲଡର୍ସ ଟେଷ୍ଟ ଜିତିଲା ଇଣ୍ଡିଆ
ଲଡର୍ସ,୧୬।୮: ପ୍ରଥମ ଟେଷ୍ଟରେ ବର୍ଷା ଇଂଲଣ୍ଡକୁ ବଞ୍ଚାଇ ଦେଇଥିଲା। କିନ୍ତୁ କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୧ ରନ୍ରେ ହରାଇ ଦେଇଛି। ୨୭୨ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଘରୋଇ…
ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍ ଗନି
କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି। ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ। ତେବେ ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି…
ଏହା କୌଣସି ମେଳାର ଚିତ୍ର ନୁହେଁ, ଆଫଗାନିସ୍ତାନ ଏୟାରପୋର୍ଟର ଅବସ୍ଥା
କାବୁଲ୍,୧୬ା୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ କବ୍ଜା କରିବା ପରେ ଲୋକେ ନିଜ ନିଜର ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। ସୋମବାର ସକାଳେ କାବୁଲ ଏୟାରପୋର୍ଟର ଏକ ଫଟୋ ସାମ୍ନାକୁ ଆସିଛି। ଯାହା ଦେଖିଲେ ଆଖିକୁ ବିଶ୍ୱାସ କରି ହେବନାହିଁ। ଏଠାରେ…
କଥା ଦେଇ କଥା ରଖିଲେ ମୋଦି
ନୂଆଦିଲ୍ଲୀ,୧୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଅଂଶଗ୍ରହଣ କ୍ରିଥିବା ଭାରତୀୟ ଖେଳାଳିଙ୍କ ପାଇଁ ସୋମବାର ଏକ ଜଳଖିଆ ପାର୍ଟିର ଆୟୋଜନ ହୋଇଛି। ଏହି ପାର୍ଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଖେଳାଳିଙ୍କ ସହ ଜଳଖିଆ ଖାଇଥିଲେ। ଏହାସହ ବ୍ୟାଡମିଣ୍ଟନରେ ବ୍ରୋଞ୍ଚ ପଦକ…
କାବୁଲ ବିମାନବନ୍ଦରରେ ଭୟଙ୍କର ପରିସ୍ଥିତି
କାବୁଲ,୧୬।୮: ଆଫଗାନିସ୍ତାନକୁ ତାଲିବାନ ଦଖଲ କରି ନେବାପରେ ଦେଶରେ ପରିସ୍ଥିତି ଭୟଙ୍କର ରହିଛି। ଲୋକମାନେ କୌଣସି ଜିନିଷ ନ ନେଇ ଦେଶ ଛାଡି ପଳାଉଛନ୍ତି। ଅନ୍ୟପକ୍ଷରେ କାବୁଲ ବିମାନବନ୍ଦରରେ ବହୁ ସଂଖ୍ୟାରେ ଜନସମାଗମ ହୋଇଛି। ଏହି କାରଣରୁ ସେଠାରେ ଦଳଚକଡା ପରିସ୍ଥିତି…
ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର
ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍ ନେଗେଟିଭ୍ ବ୍ୟକ୍ତିଙ୍କର ହିଁ ମୃତଦେହ ସତ୍କାର କରାଯାଇପାରିବ। ଏଥିସହ ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ…
ଆଜିଠୁ ସ୍କୁଲରେ ଆରମ୍ଭ ହେଲା ୯ମ ଶ୍ରେଣୀ ପାଠପଢ଼ା
ଭୁବନେଶ୍ୱର,୧୬ା୮(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ନବମ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀକକ୍ଷରେ ପାଠପଢ଼ା ଆରମ୍ଭ ହୋଇଛି। କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ସ୍କୁଲକୁ ପଢ଼ିବାକୁ ଆସିଛନ୍ତି। ସକାଳ ୯ଟାରୁ କ୍ଲାସ ଆରମ୍ଭ ହୋଇଥିବା…
Archives


