ସବ୍କା ସାଥ୍-ସବ୍କା ବିକାଶ-ସବ୍କା ବିଶ୍ୱାସ ସହିତ ସବ୍କା ପ୍ରୟାସ ମଧ୍ୟ ଜରୁରୀ: ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୫।୮: ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ ସହିତ ସବ୍କା ପ୍ରୟାସ ମଧ୍ୟ ଜରୁରୀ ବୋଲି ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ମୋଦି ଏଭଳି କହିଛନ୍ତି। ଏହା…
‘ଝିଅଙ୍କୁ ସୁଯୋଗ ଦେଲେ ଦେଶ ଆଗେଇବ’
ନୂଆଦିଲ୍ଲୀ, ୧୪।୮: ଝିଅମାନଙ୍କୁ ସୁଯୋଗ ଦେଲେ ହିଁ ଦେଶ ଆଗେଇବ। ୭୫ତମ ସ୍ବାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଖେଳାଳିମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନକୁ ସେ ଉଚ୍ଚ ପ୍ରଶଂସା…
ଦ୍ୱାଦଶ ଶ୍ରେଣୀ ଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ, ଅନ୍ଲାଇନ୍ କ୍ଲାସ୍ ଯୋଗୁ ମାନସିକ ସ୍ଥିତି ଉପରେ ପଡୁଛି ବିପରୀତ ପ୍ରଭାବ…
ନୂଆଦିଲ୍ଲୀ,୧୪।୮: ଅନ୍ଲାଇନ୍ କ୍ଲାସ୍ ଯୋଗୁ ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ବିପରୀତ ପ୍ରଭାବ ପଡୁଛି। ସୁପ୍ରିମ୍କୋଟଙ୍କ ଦ୍ୱାରସ୍ଥ ହୋଇ ଏଭଳି ଏକ ଆବେଦନ ଦିଲ୍ଲୀର ଜଣେ ୧୭ ବର୍ଷ ବୟସ୍କ ଦ୍ୱାଦଶ ଶ୍ରେଣୀ ଛାତ୍ର କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ସ୍କୁଲ୍…
ସ୍ବାଧୀନତା ଦିବସର ଦିନକ ପୂର୍ବରୁ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍, ୪ ଜୈଶ୍ ଆତଙ୍କବାଦୀ ଗିରଫ…
ଶ୍ରୀନଗର,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଧରଣର ଆତଙ୍କବାଦୀ ଷଡଯନ୍ତ୍ର ପର୍ଦ୍ଦାଫାଶ୍ ହୋଇଛି। କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ୪ ଜଣ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ବାଧୀନତା ଦିବସରେ ମୋଟରସାଇକେଲରେ…
ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା…
୧,୩୮୦ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ…
ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସ ଅବସରରେ ୧.୩୮୦ ସାହସୀ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ ପ୍ରଦାନ କରାଯିବ। ୬୬୨ ଜଣ ପୋଲିସ କର୍ମଚାରୀଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ ପୋଲିସ ପଦକ, ୬୨୮ ଜଣ କର୍ମଚାରୀଙ୍କୁ ରାଷ୍ଟ୍ରପତି ପଦକ ଏବଂ ୮୮ ଜଣ କର୍ମଚାରୀଙ୍କୁ…
ଆଉ ହୋଇ ପାରିବନି ଫେକ୍ ଭୋଟିଂ, ସରକାର ଆଣୁଛନ୍ତି ନୂଆ ବ୍ୟବସ୍ଥା…
ନୂଆଦିଲ୍ଲୀ,୧୪।୮: ଏଣିକି ଫେକ୍ ଭୋଟିଂ ଆଉ କରାଯାଇ ପାରିବ ନାହିଁ। ଖୁବ୍ ଶୀଘ୍ର ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଏଥିପାଇଁ ସରକାରଙ୍କୁ କିଛି ଆଇନରେ ସଂଶୋଧନ କରିବାକୁ ପଡିବ। ଏହା ସହିତ, ଡାଟା ସୁରକ୍ଷା…
ଲାଲ୍ କିଲ୍ଲା ପାଲଟିଲା ଅଭେଦ୍ୟ ଦୁର୍ଗ,୯ ଆଣ୍ଟି ଡ୍ରୋନ୍-୩୦୦ ସିସିଟିଭି-୫୦୦୦ ଯବାନ ମୁତୟନ…
ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲ୍ କିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କିଲ୍ଲାକୁ ଅଭେଦ୍ୟ ଦୁର୍ଗରେ ପରିଣତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବେ। ସମଗ୍ର ଦିଲ୍ଲୀ…
ଭୁଲି ହେବନି ଦେଶ ବିଭାଜନ ବ୍ୟଥା…
ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭାରତ-ପାକିସ୍ତାନ ବିଭାଜନ ବ୍ୟଥା ସମ୍ପର୍କରେ ବଖାଣିଛନ୍ତି। ସେ କହିଛନ୍ତି, ଦେଶର ବିଭାଜନର ଦୁଃଖଦ ସ୍ଥିତି କେବେ ବି ଭୁଲିପାରିବ ନାହିଁ। ଲକ୍ଷ…
ତାଲିବାନ୍ର ଦୁଃସାହସ, ଭାରତକୁ ଦେଖାଇଲା ନାଲି ଆଖି…
ନୂଆଦିଲ୍ଲୀ,୧୪।୮: ଆଫଗାନିସ୍ତାନରେ ତାଲିବାନର ପ୍ରଭାବ ବୃଦ୍ଧି ପାଉଛି। ଆଫଗାନିସ୍ତାନର ଦ୍ୱିତୀୟ ବୃହତ୍ତମ ସହର କାନ୍ଧାହାର ଏବେ ତାଲିବାନ କବ୍ଜାରେ ରହିଛି। କାବୁଲ ସୀମାବର୍ତ୍ତୀ ଲେଗାରର ପ୍ରାଦେଶିକ ରାଜଧାନୀ ଫୁଲ-ଇ-ଆଲାମରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ଏହାଯୋଗୁ ସଂଗଠନ ଆଧିପତ୍ୟ ବୃଦ୍ଧି ପାଇବାରୁ…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଜଣଙ୍କୁ ଏନ୍କାଉଣ୍ଟର, ଅନ୍ୟ ଜଣେ ଗିରଫ…
ଶ୍ରୀନଗର,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ କୁଲଗାମ୍ ଜିଲାରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି ସେହିପରି କିସ୍ତଓ୍ବାର ଜିଲାରେ ଜଣେ ହିଜବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ…
ଦୈନିକ ସଂକ୍ରମଣ ୪୦ ହଜାର ତଳେ…
ନୂଆଦିଲ୍ଲୀ,୧୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଏହି ସମୟରେ ନୂଆ…
Archives


