ରାଣାପ୍ରତାପଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ତଥା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲା। ଏଠାରୁ ତାଙ୍କ ପାର୍ଥିବ ଶରୀରକୁ ସଡ଼କ ପଥରେ ତାଙ୍କ ଜନ୍ମମାଟି ଅନୁଗୋଳ…
ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ ଦେହ ମଧ୍ୟ ମିଳିଥିଲା। ତେବେ ଶନିବାର ତାଙ୍କ ପାର୍ଥୀବ…
ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…
ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା…
ପିନାକା-ଇଆର୍ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…
ପୋଖରନ୍,୧୧।୧୨: ପିନାକା ରକେଟ ଲଞ୍ଚର୍ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍ ରେଞ୍ଜ (ପିନାକା-ଇଆର୍) ମଲ୍ଟି ବ୍ୟାରେଲ ରକେଟ ଲଞ୍ଚର୍ ସିଷ୍ଟମର ସଫଳତାର ସହି ପରୀକ୍ଷଣ ହୋଇଛି। ଡିଆର୍ଡିଓ ଲାବୋରେଟୋରୀରେ ଏହି ସିଷ୍ଟମର…
ସିରିଞ୍ଜ୍ ନିର୍ମାଣକାରୀ ସର୍ବବୃହତ୍ କମ୍ପାନୀରେ ତାଲା …
ନୂଆଦିଲ୍ଲୀ ୧୧।୧୨: କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଥିବାବେଳେ ସିରିଞ୍ଜ୍ ନିର୍ମାଣକାରୀ ସର୍ବବୃହତ୍ କମ୍ପାନୀରେ ତାଲା ପଡ଼ିଛି। କରୋନା ମହାମାରୀ ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଥିବାବେଳେ ଦେଶର ବୃହତ୍ତମ ସିରିଞ୍ଜ ଏବଂ ଛୁଞ୍ଚି କମ୍ପାନୀ…
୮ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୯୯୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…
ନୂଆଦିଲ୍ଲୀ,୧୧।୧୨: ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ପୂର୍ବ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୨୭୧.୩ କୋଟି ଡ଼ଲାର କମି ୬୩୭.୬୮୭…
ଆସିଲା ଖୁସି ଖବର, ଓମିକ୍ରନ୍ ପାଇଁ ଆଣ୍ଟିବଡ଼ି କକ୍ଟେଲ୍ ଥେରାପିକୁ ମଞ୍ଜୁରୀ…
ବେଜିଂ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ନେଇ ଆତଙ୍କ ସୃଷ୍ଟି ହୋଇଥିବାବେଳେ ଖୁସି ଖବର ମିଳିଛି। ଚାଇନା ଏହାର ଆଣ୍ଟିବଡି କକ୍ଟେଲ୍ ଥେରାପିକୁ ଜରୁରୀକାଳୀନ କ୍ଷେତ୍ରରେ ବ୍ୟବହାର କରିବା ଲାଗିମଞ୍ଜୁର ପ୍ରଦାନ କରାଯାଇଛି। ଯାହା ହସ୍ପିଟାଲରେ ଭର୍ତ୍ତି ହେବା କିମ୍ବା ମୃତ୍ୟୁ…
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୧…
ମାସ୍କ ବ୍ୟବହାର କମୁଛି: ସତର୍କ କରାଇଲା କେନ୍ଦ୍ର
ନୂଆଦିଲ୍ଲୀ/ଜାମନଗର, ୧୧।୧୨: ମହାରାଷ୍ଟ୍ରରେ ଶୁକ୍ରବାର ଆଉ ୭ ଜଣ ଓମିକ୍ରନ୍ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଗୁଜରାଟରେ ପୂର୍ବରୁ ପଜିଟିଭ୍ ଚିହ୍ନଟ ହୋଇଥିବା ପ୍ରବାସୀ ଭାରତୀୟଙ୍କ ସ୍ତ୍ରୀ ଓ ଶାଳକ ମଧ୍ୟ ଉକ୍ତ ଭାରିଆଣ୍ଟରେ ସଂକ୍ରମିତ ଥିବା ଜଣାପଡ଼ିଛି। ଫଳରେ ଭାରତରେ ଓମିକ୍ରନ୍…
ହେଲିକପ୍ଟର ଦୁର୍ଘଟଣା: ଚିହ୍ନଟ ହେଲେ ଅନ୍ୟ ୪ ମୃତ ଯବାନ, ଦିଆଯିବ ଶେଷ ବିଦାୟ
ନୂଆଦିଲ୍ଲୀ,୧୧ ।୧୨: ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଅନ୍ୟ ୪ ଯବାନଙ୍କ ମୃତଦେହ ଚିହ୍ନଟ କରାଯାଇଛି । ଭାରତୀୟ ବାୟୁସେନାର ସୂଚନା ଅନୁଯାୟୀ, ୱିଙ୍ଗ କମାଣ୍ଡର ପିଏସ୍ ଚୌହାନ, ହାବିଲଦାର ପ୍ରଦୀପ ଏ,…
ଧିରେ ଧିରେ ସଂକ୍ରମିତ ହେଉଛି ଶରୀରର ଅନ୍ୟଅଙ୍ଗ
କଟକ ଅଫିସ, ୧୧ା୧୨- ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ବ୍ୟସ୍ଥାବସ୍ଥା ଏବେ ସଙ୍କଟାପନ୍ନ ରହିଛି। କିଡ୍ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ କଟକର ଏକ ଘରୋଇ ହସ୍ପିଟାଲରେ ଗତ ୭ ତାରିଖରୁ ଚିକିତ୍ସିତ ହେଉଛନ୍ତି। ଏବେ ସେ ଭେଣ୍ଟିଲେଟରରେ ରହିଥିବାବେଳେ…

