ନୂଆବର୍ଷରେ ମିଳିବନି ଜଗା ଦର୍ଶନ
ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍ଓପିକୁ ନେଇ କିଛି…
ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୩ ବର୍ଷର ଶିଶୁ
ନୂଆଦିଲ୍ଲୀ,୧୦।୧୨: ମହାରାଷ୍ଟ୍ରରେ ୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ଭାରତରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ୭ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ମୁମ୍ବାଇର। ସେମାନଙ୍କ…
୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।…
ଟିକା ନ ନେଲେ ୩ ଲକ୍ଷ ଜରିମାନା
ଅଷ୍ଟ୍ରିୟା,୧୦ା୧୨: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ଖେଳାଇଥିବା ବେଳେ ଏବେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଅଷ୍ଟ୍ରିୟାର ଅଧିକାଂଶ ଲୋକ କରୋନା ଟିକା ନେବାକୁ ଅମଙ୍ଗ ହେଉଛନ୍ତି। ଏହି ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା,…
ବିଦାୟ ଜେନେରାଲ…
ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର । ରାଜଧାନୀ ଦିଲ୍ଲୀର ବରାର ସ୍କୋୟାରରେ ରାଜକୀୟ ଢଙ୍ଗରେ ୧୭ ତୋପ…
ଅନ୍ତିମ ଯାତ୍ରାରେ ଦେଶର ପ୍ରଥମ ସିଡିଏସ୍
ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତଙ୍କ ମର ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି । ସନ୍ଧ୍ୟା ୫ଟାରେ ଦିଲ୍ଲୀର ବରାର ସ୍କୋୟାରରେ ପତ୍ନୀ ମଧୁଲିକାଙ୍କ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।…
ସିଡିଏସ୍ଙ୍କ ହେଲିକପ୍ଟର ଦୁର୍ଘଟଣା ଯାଞ୍ଚରେ ସାମିଲ ହୋଇପାରେ ରୁଷିଆ
ନୂଆଦିଲ୍ଲୀ,୧୦ ।୧୨: ଗତ ବୁଧବାର କୁନ୍ନୁରର ନୀଳଗୀରି ଅଞ୍ଚଳରେ ବାୟୁସେନାର ଏମ୍ଆଇ୧୭ ଭି୫ ହେଲିକପ୍ଟର ଦୁର୍ଘଟଣା ହେବା ଫଳରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩…
ସିଡିଏସ ବିପିନ ରାୱତଙ୍କ ଅନ୍ତିମ ଦର୍ଶନ ପାଇଁ ଲୋକଙ୍କ ଭିଡ
ନୂଆଦିଲ୍ଲୀ,୧୦।୧୨: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ୧୩ ଜଣଙ୍କୁ ଶୁକ୍ରବାର ସିଡିଏସ ବିପିନ ରାୱତଙ୍କ ସମେତ ଅନ୍ତିମ ବିଦାୟ ଦିଆଯାଉଛି। ଏହାପୂର୍ବରୁ ଜେନେରାଲ ବିପିନ ରାୱତଙ୍କ ମୃତଦେହକୁ ଶୁକ୍ରବାର ବେସ ହସ୍ପିଟାଲରୁ ତାଙ୍କ ବାସଭବନକୁ ଅଣାଯାଇଥିଲା। ଏଠାରେ କେନ୍ଦ୍ର…
ରାଜ୍ୟରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୮…
ବିଦାୟ ଜେନେରାଲ: ଶେଷ ସାଲ୍ୟୁଟ ଦେବେ ଶ୍ରୀଲଙ୍କା, ନେପାଳ, ଭୁଟାନ, ବାଂଲାଦେଶର ସେନା ଅଧିକାରୀ
ନୂଆଦିଲ୍ଲୀ,୧୦ ।୧୨: ରାଜଧାନୀ ଦିଲ୍ଲୀର ୩, ରାଜାଜୀ ମାର୍ଗରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଶେଷ ଦର୍ଶନ ପାଇଁ ରଖାଯାଇଛି । ଦର୍ଶନ ପାଇଁ…
ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ
ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ ସମ୍ପନ୍ନ ହେବ । ଯେତେବେଳେ ରାୱତଙ୍କ ଅନ୍ତିମ ଯାତ୍ରା ବାହାରିବ, ସେତେବେଳେ ଯେ ତାଙ୍କୁ…
ହସ୍ପିଟାଲରେ ମିହର ଦାସ
ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ। ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ ନେଇଥିବା…

