୨୦୨୮ ଅଲିମ୍ପିକ୍ସ୍ରେ ହେବ ଚୌକା-ଛକା ମାଡ଼, କ୍ରିକେଟ ହେବ ସାମିଲ୍…
ନୂଆଦିଲ୍ଲୀ,୧୦।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଭାରତର ବୃହତ ସଫଳତା ପରେ, ବର୍ତ୍ତମାନ ସମସ୍ତଙ୍କ ଆଖି ଆଗାମୀ ଅଲିମ୍ପିକ୍ସ ଉପରେ କେନ୍ଦ୍ରୀତ ହୋଇଛି। ଏହି ସମୟରେ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ବଡ ଖୁସି ଖବର ଆସିଛି। ୨୦୨୮ ମସିହାରେ ଅନୁଷ୍ଠିତ ହେବାକୁ…
ଜନପ୍ରତିନିଧିଙ୍କ ବିରୋଧରେ ମାମଲା ହାଇକୋର୍ଟଙ୍କ ଅନୁମତି ବିନା ପ୍ରତ୍ୟାହାର ହେବ ନାହିଁ…
ନୂଆଦିଲ୍ଲୀ,୧୦।୮: ଜନପ୍ରତିନିଧିଙ୍କ ବିରୋଧରେ ମାମଲା ହାଇକୋର୍ଟଙ୍କ ଅନୁମତି ବିନା ପ୍ରତ୍ୟାହାର ହେବ ନାହିଁ ବୋଲି ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି ହୋଇଛି। ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ହାଇକୋର୍ଟଙ୍କ ଅନୁମତି ବିନା ଅନୁମତିରେ ଏମ୍ପି ଏବଂ…
ବଢିଲା ଯୁକ୍ତ ଦୁଇ ସିଟ୍: ୧୨ରୁ ନାମଲେଖା ଆରମ୍ଭ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୧୨ ତାରିଖରୁ ସାମ୍ସ ପୋର୍ଟାଲ ଖୋଲିବ ଓ ଆଡମିଶନ…
ବିପଦ ଆସୁଛି ମାଡ଼ି, ୭୯ ବର୍ଷ ମଧ୍ୟରେ ଦେଶର ୧୨ ସହର ସମୁଦ୍ରରେ ଯିବ ବୁଡ଼ି…
ନୂଆଦିଲ୍ଲୀ,୧୦।୮: ଦେଶର ୧୨ଟି ସହର ଉପରେ ବିପଦ ମାଡ଼ି ଆସୁଛି। ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଆସନ୍ତା ୭୯ ବର୍ଷ ମଧ୍ୟରେ ଦେଶର ୧୨ଟି ଉପକୂଳବର୍ତ୍ତୀ ସହର ସମୁଦ୍ରରେ ବୁଡ଼ିଯିବ। ସହରରେ ୩ ଫୁଟର ସମୁଦ୍ର ପାଣି ପ୍ରବାହିତ ହେବ। ମେରୁ ଅଞ୍ଚଳରେ…
ପ୍ରାର୍ଥୀ ଘୋଷଣାର ୪୮ ଘଣ୍ଟା ମଧ୍ୟରେ ଦାଖଲ କରିବାକୁ ପଡ଼ିବ ଅପରାଧିକ ମାମଲା ସୂଚନା…
ନୂଆଦିଲ୍ଲୀ,୧୦।୮: ରାଜନୈତିକ ଅପରାଧୀକରଣ ସହ ଜଡିତ ଥିବା ଏକ ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ ପ୍ରାର୍ଥୀ ଘୋଷଣା ହେବାର ୪୮ ଘଣ୍ଟା ମଧ୍ୟରେ ସମ୍ପୃକ୍ତ ପ୍ରାର୍ଥୀଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲା ସମ୍ପର୍କିତ…
ଉତ୍ତେଜନା ସୃଷ୍ଟିକାରୀ ଭାଷଣ ମାମଲାରେ ୬ ଗିରଫ…
ନୂଆଦିଲ୍ଲୀ,୧୦।୮: ଅଗଷ୍ଟ ୮ ରେ ଦିଲ୍ଲୀର ଜନ୍ତର ମନ୍ତରଠାରେ ଭାରତ ଜୋଡୋ ଆନ୍ଦୋଳନ ସମୟରେ ଏକ ନିର୍ଦ୍ଦିଷ୍ଟ ଧର୍ମ ବିରୋଧରେ ସ୍ଲୋଗାନ ଦେଇଥିବା ଅଭିଯୋଗରେ ସୁପ୍ରିମକୋର୍ଟର ବରିଷ୍ଠ ଓକିଲ ଅଶ୍ୱିନୀ ଉପାଧ୍ୟାୟଙ୍କୁ ପୋଲିସ ଗିରଫ କରିଛି। ଅଗଷ୍ଟ ୯ ବିଳମ୍ବିତ ରାତିରେ…
ଖୁସି ଖବର, ଦୈନିକ ସଂକ୍ରମଣ ୩୦ ହଜାର ତଳେ…
ନୂଆଦିଲ୍ଲୀ,୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…
୧୨୨ ରାଜନେତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା…
ନୂଆଦିଲ୍ଲୀ,୧୦।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଦେଶରେ ୧୨୨ ଜଣ ରାଜନେତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ରହିଛି। ସେମାନଙ୍କ ମଧ୍ୟରେ ବର୍ତ୍ତମାନ ଏବଂ ପୂର୍ବତନ ଏମ୍ପି ତଥା ବିଧାୟକଙ୍କ ନାମ ରହିଛି। ଇଡି ପକ୍ଷରୁ…
ସିଆର୍ପିଏଫ୍ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ…
ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସିଆର୍ପିଏଫ୍ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆହତ ଯବାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ କଶ୍ମୀର ଶୋପିଆନ୍…
ଇଲେକ୍ଟୋରାଲ ବଣ୍ଡ୍ରୁ ଭାଜପା ପାଇଛି ୨୫୫୫ କୋଟି
ନୂଆଦିଲ୍ଲୀ, ୧୦ା୮: ଇଲେକ୍ଟୋରାଲ ବଣ୍ଡ୍ ମାଧ୍ୟମରେ ୨୦୧୯-୨୦ ବର୍ଷରେ ଭାଜପା ୨,୫୫୫ କୋଟି ଟଙ୍କା ସଂଗ୍ରହ କରିଛି, ଯାହା କି ମୋଟ ବଣ୍ଡ୍ର ୭୬ ପ୍ରତିଶତ। ନିର୍ବାଚନ କମିଶନର ତଥ୍ୟ ଆଧାରରେ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୧୯-୨୦ ବର୍ଷରେ…
ଭାରତରେ ବଢ଼ିବ ଗ୍ରୀଷ୍ମ ପ୍ରବାହ
ନୂଆଦିଲ୍ଲୀ, ୧୦।୮: ଆଗାମୀ ଦଶନ୍ଧିଗୁଡ଼ିକରେ ଭାରତରେ ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ ଅନାବୃଷ୍ଟି, ଅତିବୃଷ୍ଟି ଦେଖାଦେବ। ଏଥିସହିତ ଦେଶ ଅଧିକ ବାତ୍ୟାର ସମ୍ମୁଖୀନ ହେବ ବୋଲି ଜଳବାୟୁ ପରିବର୍ତ୍ତନ ଉପରେ ଆନ୍ତଃସରକାରୀ କମିଟି (ଆଇପିସିସି) ରିପୋର୍ଟରେ କୁହାଯାଇଛି। ଆଇପିସିସି ଓ୍ବାର୍କିଂ ଗ୍ରୁପ୍-୧…
ବାଂଲାଦେଶରେ ଭାଙ୍ଗିଦେଲେ ୪ ହିନ୍ଦୁ ମନ୍ଦିର
ଢାକା,୯।୮: ବାଂଲାଦେଶର ଖୁଲ୍ନା ଜିଲାରେ ଦୁର୍ବୃତ୍ତମାନେ ୪ଟି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେମାନେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ କେତେକ ଦୋକାନ ଓ ଘର ଭାଙ୍ଗିଛନ୍ତି। ପୋଲିସ ୧୦ ଜଣଙ୍କୁ ଗିରଫ କରିବା ସହ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା…
Archives


