Home Middle

ବେଜିଂ ଅଲିମ୍ପିକ୍ସର କୂଟନୈତିକ ବହିଷ୍କାର କଲା ଆମେରିକା…

ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଏକ ବଡ ଘୋଷଣା କରିଛନ୍ତି। ଚାଇନାରେ ୨୦୨୨ରେ ହେବାକୁୂଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ବହିଷ୍କାର କରିବ। ହ୍ବାଇଟ ହାଉସର ପ୍ରେସ ସଚିବ ଜେନ୍‌ ସାକି କହିଛନ୍ତି ଯେ ବେଜିଂରେ ହେବାକୁ…

ଓମିକ୍ରନ୍‌ ଆତଙ୍କ, ୧୦୯ ବିଦେଶ ଫେରନ୍ତା ନିଖୋଜ…

ମୁମ୍ବାଇ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମୁମ୍ବାଇରେ ଓମିକ୍ରନ ଭାରିଆଣ୍ଟରେ ଆଉ ଦୁଇଜଣ ଲୋକ ସଂକ୍ରମିତ ହୋଇଛନ୍ତି। ଓମିକ୍ରନ୍‌ ଆତଙ୍କ ଯୋଗୁ…

୫୫୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ୮୨୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

ଭୟଙ୍କର ହେବ ଆଗାମୀ ମହାମାରୀ

ଲଣ୍ଡନ, ୭ା୧୨: ଭବିଷ୍ୟତରେ ଆସିବାକୁ ଥିବା ମହାମାରୀ କୋଭିଡ୍‌-୧୯ଠାରୁ ଅଧିକ ଭୟଙ୍କର ହୋଇପାରେ। କରୋନା ଅପେକ୍ଷା ଏହା ବେଶି ସଂକ୍ରାମକ ଓ ଘାତକ ହୋଇପାରେ। କୋଭିଡ୍‌ ମହାମାରୀଠାରୁ ଶିକ୍ଷା ନେଇ ଆଗାମୀ ଦିନରେ ଏଥିପାଇଁ ବିଶ୍ୱ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ…

ଚାଇନାର ଆକ୍ରମଣାତ୍ମକ ଆଭିମୁଖ୍ୟ ପ୍ରସଙ୍ଗ ଉଠାଇଲା ଭାରତ

ନୂଆଦିଲ୍ଲୀ, ୭।୧୨(ପି.ଟି.): ଭାରତ ଓ ରୁଷିଆର ପ୍ରତିରକ୍ଷା ଏବଂ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସୋମବାର ୨+୨ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତ ଏହାର ଉତ୍ତରାଞ୍ଚଳ ସୀମାରେ ପଡୋଶୀ ଦେଶର ଅତ୍ୟଧିକ ସାମରିକୀକରଣ ଓ ଆକ୍ରମଣାତ୍ମକ ଆଭିମୁଖ୍ୟ ପ୍ରସଙ୍ଗ ଉଠାଇଛି।…

୪୭ ଦେଶକୁ ବ୍ୟାପିଲା ଓମିକ୍ରନ୍‌, ଦକ୍ଷିଣ ଆଫ୍ରିକାରେ ୭୦୦ ଗୁଣ ବଢିଲା ସଂକ୍ରମଣ

ଜୋହାନସବର୍ଗ,୭ ।୧୨: ନଭେମ୍ବର ଶେଷ ସପ୍ତାହରେ ଚିହ୍ନଟ ହାଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱକୁ ଅନିଶ୍ଚିତା ଭିତରକୁ ଠେଲି ଦେଇଥିବା ବେଳେ ସବୁଠି ଭୟର ବାତାବରଣ ସୃଷ୍ଟି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ସୂଚନା ଅନୁଯାୟୀ,…

ଓମିକ୍ରନ୍ ଯୋଗୁଁ ଫେବୃୟାରୀରେ ଆସିବ କରୋନାର ତୃତୀୟ ଲହର: ଆଇଆଇଟି ବମ୍ବେ

ମୁମ୍ବାଇ,୭ ।୧୨: କରୋନା ମହାମାରୀର ତାଣ୍ଡବ ଧୀରେ ଧୀରେ କମି ଆସୁଥିବା ବେଳେ ପୁଣିଥରେ ଚିନ୍ତାରେ ପକାଇଛି ଓମିକ୍ରନ୍ ଭାରିଏଣ୍ଟ । ଏହାଯୋଗୁ ଦେଶରେ ବିପଦ ବଢୁଥିବା ବେଳେ କରୋନା ମହାମାରୀର ତୃତୀୟ ଲହର ଏହି ଓମିକ୍ରନ୍ ଯୋଗୁ ଆସିବ ବୋଲି…

ଗାଇଡ୍‌ଲାଇନ୍‌ ପାଇଁ ବିମାନବନ୍ଦରରେ ଅସମ୍ଭାଳ ଭିଡ଼

ନୂଆଦିଲ୍ଲୀ, ୬।୧୨: ଦିଲ୍ଲୀ ବିମାନବନ୍ଦର ଟର୍ମିନାଲରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ବିଶୃଙ୍ଖଳିତ ସ୍ଥିତିକୁ ନେଇ ଯାତ୍ରୀମାନେ ଆପତ୍ତି ଉଠାଇବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଥିରେ ହସ୍ତକ୍ଷେପ କରିଛନ୍ତି। ଉତ୍ତମ ଭିଡ଼ ପରିଚାଳନା ବ୍ୟବସ୍ଥା ଗ୍ରହଣ କରିବାକୁ ଦିଲ୍ଲୀ…

ଓଡ଼ିଶାରେ ୪୦% ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନାହିଁ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ବ୍ୟାପିଥିବା ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନଭେମ୍ବର ୨୪ ପରେ ଓଡ଼ିଶା ଆସିଥିବା ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ପଜିଟିଭ୍‌ ଚିହ୍ନଟ ପରେ ସେମାନେ କରୋନାର…

ମୋଦି-ପୁଟିନ ସାକ୍ଷାତ୍‌କାର: ମୋଦି କହିଲେ ବିଶ୍ୱରେ ଅନେକ କିଛି ବଦଳିଛି ହେଲେ ଆମ ବନ୍ଧୁତ୍ୱ ନୁହେଁ

ନୂଆଦିଲ୍ଲୀ,୬ ।୧୨: ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ମଧ୍ୟରେ ସୋମବାର ସାକ୍ଷାତ୍‌କାର ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଏଇ କିଛି ବର୍ଷ ମଧ୍ୟରେ ଦୁଇ ଦେଶର…

ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ…

ନୂଆଦିଲ୍ଲୀ,୬।୧୨: ଯୌତୁକ ଭଳି ସାମାଜିକ ଅପରାଧକୁ ରୋକିବା ପାଇଁ ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ ବୋଲି ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ସୋମବାର ଏହା ଉପରେ ଶୁଣାଣି କରି ଶୀର୍ଷକୋର୍ଟ ବିଧି…

ସ୍ପୁଟନିକ ସିଙ୍ଗଲ ଡୋଜ ଭ୍ୟାକ୍ସିନକୁ ମଞ୍ଜୁରୀ ଦେଲା ଆର୍ଜେଣ୍ଟିନା

ବୁନୋସ ଏରିସ,୬ ।୧୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଆର୍ଜେଣ୍ଟିନା ରୁଷିଆ ଦ୍ୱାରା ପ୍ରସ୍ତୁତ ସ୍ପୁଟନିକ ଲାଇଟ୍ ଭ୍ୟାକ୍ସିନକୁ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରିଛି । ଏହାପରେ ଏହାକୁ ବୁଷ୍ଟର ଶଟ୍ କିମ୍ବା ଭ୍ୟାକ୍ସିନ ଡୋଜ ଭାବେ ବ୍ୟବହାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?