Home Middle

ଅଗଷ୍ଟ ୧୫ ପୂର୍ବରୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି: ପୋଲିସ ଜାରି କଲା ୬ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସକୁ ନେଇ ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଦିଲ୍ଲୀର ଲାଲ କିଲା ନିକଟରେ ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦିଲ୍ଲୀ ପୋଲିସ ଲାଲକିଲା ନିକଟରେ…

ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଭ୍ୟାକ୍ସିନ୍‌ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୭।୮: ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଟିକାକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭିଆ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାରତ ଟିକା କ୍ଷେତ୍ରରେ ବିସ୍ତାର କରି…

ପରାଜିତ ହୋଇ ବି ଆଦିତିଙ୍କୁ ନେଇ ମିଡ଼ିଆରେ ଚର୍ଚ୍ଚା, ପ୍ରଧାନମନ୍ତ୍ରୀ ବଢାଇଲେ ମନୋବଳ…

ନୂଆଦିଲ୍ଲୀ,୭।୮: ଟୋକିଓ ଅଲିମ୍ପିକ୍ସରେ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିବାରେ ଗଲ୍ଫର୍‌ ଆଦିତି ଅଶୋକ ବଞ୍ଚିତ ହୋଇଛନ୍ତି। ଆଦିତି ଗଲ୍ଫ ଇଭେଣ୍ଟରେ କମ୍‌ ବ୍ୟବଧାନରେ ପଦକ ରୁ ବଞ୍ଚିତ ହୋଇଛନ୍ତି। ଖରାପ ପାଗ ଯୋଗୁ ଚତୁର୍ଥ ରାଉଣ୍ଡରେ…

ମାନବ ସମାଜ ଉପରେ ଆସିଛି ମହାମାରୀ ସଙ୍କଟ, ତେବେ ବି ଭାରତ ଆତ୍ମନିର୍ଭରଶୀଳ, କହିଲେ ମୋଦି…

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମଧ୍ୟପ୍ରଦେଶରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିରେ ଏହି ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ। ଏହି କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ…

ଶହୀଦ୍‌ଙ୍କ ନାମରେ ନାମିତ ହେବ ୭୫ ସ୍କୁଲ୍‌-୭୫ ରାସ୍ତା, ସରକାରଙ୍କ ନିଷ୍ପତ୍ତି…

ଶ୍ରୀନଗର,୭।୮: ଭାରତ ସ୍ବାଧୀନତାର ୭୫ ବର୍ଷ ପାଳନ ଅବସରରେ ଜମ୍ମୁ-କଶ୍ମୀର ସରକାର ରାଜ୍ୟର ୭୫ଟି ସ୍କୁଲ ଏବଂ ୭୫ଟି ରାସ୍ତାର ନାମକରଣ ଶହୀଦ୍‌ଙ୍କ ନାମରେ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସବିଶେଷ ତଥ୍ୟ ପ୍ରସ୍ତୁତ କରିବାକୁ ଜିଲାସ୍ତରରେ ଏକ କମିଟି ଗଠନ…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର…

୨୦୩ ଦିନରେ ୫୦ କୋଟିରୁ ଅଧିକ ଲୋକଙ୍କୁ ଟିକା…

ନୂଆଦିଲ୍ଲୀ,୭।୮: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନରେ ଇତି ମଧ୍ୟରେ ୫୦ କୋଟି ଲୋକଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏଥି ଲାଗି ୨୦୩ ଦିନ ସମୟ ଲାଗିଛି ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶୁକ୍ରବାର ସୁଦ୍ଧା…

ବଡଗାମ୍‌ରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ବଡଗାମ୍‌ର ମୋଚଓ୍ବା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଠାରେ ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ କଶ୍ମୀର ଜୋନ୍‌…

ଗୋଗ୍ରାରୁ ହଟିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ, ୭।୮: ପୂର୍ବ ଲଦାଖର ଗୋଗ୍ରା ଫ୍ରିକ୍ସନ ପଏଣ୍ଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତିର ପ୍ରାୟ ୧୫ ମାସ ପରେ ଉଭୟ ପକ୍ଷ ସେଠାରୁ ସେନା ପ୍ରତ୍ୟାହାର କରିନେଇଛନ୍ତି। ଏଥିସହିତ ସେଠାରେ ଦୁଇ ଦେଶର ସୈନ୍ୟବାହିନୀ ନିର୍ମାଣ…

ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୦୯୬ନୂଆ କରୋନା…

ମା’ଙ୍କ ସାଙ୍ଗିଆ ବ୍ୟବହାର କରିପାରିବ ଶିଶୁ

ନୂଆଦିଲ୍ଲୀ,୬ା୮: ମା’ଙ୍କ ଅନୁସାରେ ଉପନାମ ବା ସାଙ୍ଗିଆ ରଖିବା ଅଧିକାର ପ୍ରତ୍ୟେକ ଶିଶୁଙ୍କର ରହିଛି ବୋଲି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜଣେ ନାବାଳିକାଙ୍କ ବାପା ହାଇକୋର୍ଟରେ ଏକ ପିଟିଶନ ଦାଏର କରିଥିଲେ। ଏଥିରେ ସେ ଝିଅର…

ମହିଳା ହକି ଟିମ୍‌ ସହ ଭିଡିଓ କଲ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍‌ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍‌ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍‌ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ ନବୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri