Home Middle

ଯେଉଁଠି ପହଞ୍ଚିବାକୁ ଡେଲ୍ଟା-ବିଟାକୁ ଲାଗୁଥିଲା ୧୦୦ଦିନ, ଓମିକ୍ରନ୍ ପହଞ୍ଚିବ ୧୦ ଦିନରେ

ନୂଆଦିଲ୍ଲୀ,୩ ।୧୨: ଓମିକ୍ରନ୍ ଏବେ ୨୯ଟି ଦେଶରେ ପହଞ୍ଚି ସାରିଲାଣି । ଏବେ ପର୍ଯ୍ୟନ୍ତ ୩୭୩ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏମାନଙ୍କ ମଧ୍ୟରୁ ସର୍ବାଧିକ ଆଫ୍ରିକାର ୧୮୩ ଜଣ ବୋଲି ଜଣାପଡିଛି । ଅନ୍ୟ ଭାରିଏଣ୍ଟଠାରୁ ଏହା…

ଓମିକ୍ରନ ସଂକ୍ରମଣ: ବ୍ରିଟେନ ପ୍ରଧାନମନ୍ତ୍ରୀ ନେଲେ ବୁଷ୍ଟର ଡୋଜ, ଶେୟାର କଲେ ଭିଡିଓ

ଲଣ୍ଡନ,୩ ।୧୨: ସାରା ବିଶ୍ୱରେ ଏବେ କରୋନା ଭାଇରସର ନୂଆ ଭାରିଏଣ୍ଟକୁ ନେଇ ଚିନ୍ତା ପ୍ରକଟ କରାଯାଇଥିବା ବେଳେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ ନେଇଛନ୍ତି । ଏହି ସୂଚନା ସେ ନିଜେ ତାଙ୍କ ଟୁଇଟର…

ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ବର,୨।୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶର୍‌ବବର୍ତ୍ତୀ ଆଣ୍ଡାମାନ ସାଗରରେ ଅବପାତର ରୂପ ନେଇଛି। ଏହା ଗୋପାଳପୁରଠାରୁ ୧୦୨୦ କି.ମି. ଓ ପାରଦୀପଠାରୁ ୧୦୬୦ କି.ମି. ଦୂରରେ ରହିଛି।…

ଦୁବାଇ ଚାଲିଗଲେଣି ଦେଶର ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତ

ବେଙ୍ଗାଲୁରୁ,୨।୧୨: ପ୍ରଥମ ଥର ପାଇଁ ଦେଶରେ ଚିହ୍ନଟ ହୋଇଥିବା ୨ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନଭେମ୍ବର ୨୦ ତାରିଖରେ ଭାରତ ଆସିଥିଲେ। ୫ ଦିନ ତଳେ ସେ ଦୁବାଇ ଚାଲିଯାଇଥିବା ଅଫିସିଆଲ ରିକର୍ଡରୁ ଜଣାପଡ଼ିଛି। ବେଙ୍ଗାଲୁରୁର ମ୍ୟୁନିସିପାଲଟି ବୃହତ ବେଙ୍ଗାଲୁରୁ…

ଓମିକ୍ରନ ସଂକ୍ରମିତ ଦେଶରୁ ୨ ଦିନରେ ଓଡ଼ିଶା ଆସିଛନ୍ତି ୩୮୦

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ରହିଥିବା ବେଳେ ଓଡ଼ିଶାକୁ ମଧ୍ୟ ଚିନ୍ତା ଘାରିଛି। ଓମିକ୍ରନ ସଂକ୍ରମଣ ଦେଶରୁ ଓଡ଼ିଶାକୁ ୩୮୦ ଜଣ ଫେରିଛନ୍ତି। ଗୁରୁବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା…

କଲେଜରେ ପଶିଲା ବାଘ

ନୂଆଦିଲ୍ଲୀ,୨।୧୨: ଉତ୍ତରପ୍ରଦେଶର ଏକ କଲେଜରେ ଛାତ୍ରୀଛାତ୍ରଙ୍କ କ୍ଲାସରୁମ୍‌କୁ ପଶି ଆସିଥିଲା ଏକ ଚିତାବାଘ। ଜଣେ ଛାତ୍ରଙ୍କୁ ଆକ୍ରମଣ କରିବା ପରେ ବାଘକୁ ଏକ କ୍ଲାସ ରୁମ୍‌ରେ ବନ୍ଦ କରି ଦିଆଯାଇଛି। ଏଭଳି ଘଟଣା ଘଟିଛି ଅଲିଗଡ଼ ସ୍ଥିତ ଚୌଧୁରୀ ନିହାଲ ସିଂ…

୭ ଡିଗ୍ରୀକୁ ଖସିଲା

ଦାରିଙ୍ଗବାଡି,୨।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ତାପମାତ୍ରା ୭ ଡିଗ୍ରୀକୁ ଖସି ଆସିଛି। ଯାହାକି ଚଳିତ ବର୍ଷର ଏ ପର୍ଯ୍ୟନ୍ତ ସବୁଠାରୁ କମ୍‌ ତାପମାତ୍ରା ବୋଲି ବିଡିଓ ଗଦାଧର…

ଭୟଭୀତ ହେବାର ଆବଶ୍ୟକତା ନାହିଁ

ବେଙ୍ଗାଲୁରୁ,୨।୧୨: ଗୁରୁବାର ପ୍ରଥମ ଥର ପାଇଁ ଦେଶରେ କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟାରେ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶ୍ୱର ୩୦ତମ ଦେଶ ଭାବେ ଭାରତରେ ଚିହ୍ନଟ ହୋଇଛି କରୋନା ଭାଇରସର ନୂଆ ଷ୍ଟ୍ରେନ। କିନ୍ତୁ ଭୟଭୀତ ହେବାର ଆବଶ୍ୟକତା…

୨୯ ଦେଶକୁ ମାଡ଼ିଲାଣି ଓମିକ୍ରନ: ୩୭୩ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୨ା୧୨: ଆଜି ଭାରତରେ ପଶିଛି ଓମିକ୍ରନ। ଏହାକୁ ମିଶାଇ ୨୯ ଦେଶକୁ ମାଡ଼ି ସାରିଲାଣି ଏହି ଭାରିଆଣ୍ଟ। ବର୍ତ୍ତମାନ ସୁଦ୍ଧା ୩୭୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନାନୁଯାୟୀ, ଡେଲ୍‌ଟା ଭାରିଆଣ୍ଟଠାରୁ…

ଅବସର ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ…

ନୂଆଦିଲ୍ଲୀ,୨।୧୨: ଚାକିରିରୁ ଅବସର ନେବା ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବି.ଭି.ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି।…

ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୨।୧୨: ଜଣେ ନାବାଳିକାଙ୍କ ଓଢ଼ଣୀ ଟାଣିବା, ହାତ ଟାଣିବା ଏବଂ ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଆକ୍ଟ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ। କୋଲକାତା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ବିଚାରପତି ବିବେକ ଚୌଧୁରୀଙ୍କ…

ଭାରତ ଛୁଇଁଲା ଓମିକ୍ରନ୍‌: କର୍ନାଟକରେ ୨ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଏବେ ଭାରତକୁ ଆସିଛି। କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲ ଏକ ପ୍ରେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?