ବେଆଇନ ମଦ କାରବାର ଦୋଷୀଙ୍କୁ ହେବ ଆଜୀବନ ଜେଲ୍-ମୃତ୍ୟୁ ଦଣ୍ଡାଦେଶ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ…
ଭୋପାଳ,୩।୮: ଏଣିକି ବେଆଇନ ମଦ କାରବାରେରେ ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦୋଷୀଙ୍କ ପ୍ରତି ଆଜୀବନ ଜେଲ୍ ଅବା ମୃତ୍ୟୁ ଦଣ୍ଡାଦେଶ କରାଯିବ ବୋଲି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସରକାରଙ୍କ ପକ୍ଷରୁ…
ପ୍ରକାଶ ପାଇଲା ସିବିଏସ୍ଇ ଦଶମ ରେଜଲ୍ଟ
ନୂଆଦିଲ୍ଲୀ,୩।୮: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ)ର ଦଶମର ଲକ୍ଷାଧିକ ପରୀକ୍ଷାର୍ଥୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ସିବିଏସ୍ଇ ବୋର୍ଡ ପକ୍ଷରୁ ଦଶମ ରେଜଲ୍ଟ ପ୍ରକାଶ ପାଇଛି। ସିବିଏସ୍ଇ ବୋର୍ଡ ପକ୍ଷରୁ ଫଳାଫଳ ଘୋଷଣା କରାଯିବା ପରେ ଓ୍ବେବସାଇଟ୍ରେ ଏହା…
ରଞ୍ଜିତ ସାଗର ଡ୍ୟାମ୍ରେ ସେନା ହେଲିକପ୍ଟର ଖସିଲା…
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର କଠୁଆ ଜିଲାରେ ଥିବା ରଞ୍ଜିତ ସାଗର ଡ୍ୟାମ୍ରେ ଭାରତୀୟ ସେନାର ଏକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହେବା ପରେ ଖସିପଡ଼ିଛି। ହେଲିକପ୍ଟରଟି ଡ୍ୟାମ୍ ଉପରେ ଉଡ଼ି ବୁଲୁଥିଲା। ମଙ୍ଗଳବାର ପୂର୍ବାହ୍ନ ୧୦ଟା ୨୦ରେ ସେନାର ହେଲିକପ୍ଟର ୨୫୪ ଆର୍ମି…
ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ସଂସଦ ଅଚଳ, ରାଜ୍ୟ ସଭା ମୁଲତବୀ…
ନୂଆଦିଲ୍ଲୀ,୩।୮: ବିରୋଧୀ ଦଳଙ୍କ ପକ୍ଷରୁ ଦରଦାମ୍ ବୃଦ୍ଧି, ମୁଦ୍ରାସ୍ଫୀତି, କୃଷକ ସମସ୍ୟା ଏବଂ ପେଗାସସ୍ ଆଦି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ମୌସୁମୀ ଅଧିବେଶନରେ ଲୋକ ସଭା ଏବଂ ରାଜ୍ୟ ସଭାର…
ଅନାଥଙ୍କୁ ମିଳିବ ମାସକୁ ଅଢ଼େଇ ହଜାର, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…
ଲକ୍ଷ୍ନୌ,୩।୮: ଏଣିକି ଅନାଥଙ୍କୁ ମାସକୁ ଅଢ଼େଇ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏନେଇ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପକ୍ଷରୁ ଏଭଳି ଘୋଷଣା କରାଯାଇଛି। କୋଭିଡ-୧୯ କାରଣରୁ ଅନାଥ ହୋଇଥିବା ଅନାଥ ପିଲାମାନଙ୍କୁ…
ରାହୁଲଙ୍କ ଜଳଖିଆ ଚର୍ଚ୍ଚାରୁ ଏଏପି-ବିଏସ୍ପି ବାହାର…
ନୂଆଦିଲ୍ଲୀ,୩।୮: ଉତ୍ତରପ୍ରଦେଶ ନିର୍ବାଚନ ଏବଂ ସଂସଦର ମୌସୁମୀ ଅଧିବେଶନରେ କେନ୍ଦ୍ର ସରକାରଙ୍କୁ ଘେରିବାକୁ ଦୃଷ୍ଟିରେ ରଖି ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ପାଇଁ କଂଗ୍ରେସ ପୁଣି ଥରେ ଅଭିଯାନ ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆ ରଣନୀତି ଆପଣେଇବା…
ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ, କହିଲେ ଖେଳାଳିଙ୍କ ପ୍ରଦର୍ଶନ ନେଇ ଗର୍ବିତ…
ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଦଳ ଫାଇନାଲରୁ ବାହାର ହେବା ସହିତ ଗୋଲ୍ଡ ଏବଂ ସିଲିଭର୍ ପଦକ ଆଶା ଧୁଳିସାତ୍ ହୋଇଛି। ହକିରେ ଟିମ ଇଣ୍ଡିଆର ପରାଜୟ ପରେ କୋଟି କୋଟି…
ଦୈନିକ ସଂକ୍ରମଣ ୪୦ ହଜାରରୁ କମ୍, ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୪୦ରୁ ଅଧିକ ରହିବା ପରେ ଏହା ପୁଣି…
ପୁରୁଷ ହକିରେ ଭାରତର ବ୍ରୋଞ୍ଜ ପଦକ ଆଶା…
ଟୋକିଓ/ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଭାରତର ଗୋଲ୍ଡ ଏବଂ ସିଲିଭର୍ ପଦକ ଆଶା ଧୁଳିସାତ୍ ହୋଇଛି। ତେବେ ବ୍ରୋଞ୍ଜ ପଦକ ଆଶା ରହିଛି। ଏହି ମ୍ୟାଚରେ ଭାରତ ଦୁଇଟି ଗୋଲ ସ୍କୋର…
ଏୟାରପୋର୍ଟ ତଳେ ଅତ୍ୟାଧୁନିକ ନିର୍ମାଣ
ନୂଆଦିଲ୍ଳୀ, ୩ା୮: ଜିନଜିଆଙ୍ଗ ପ୍ରାନ୍ତ ନିକଟ ତାଶକୁରଗାନ୍ଠାରେ ଚାଇନା ନିର୍ମାଣ କରୁଥିବା ବିମାନବନ୍ଦରକୁ ମଧ୍ୟ ଏସିଆରେ ଆଧିପତ୍ୟ ବିସ୍ତାର ଲକ୍ଷ୍ୟରେ ଅସ୍ତ୍ର ଭାବେ ବ୍ୟବହାର କରିବାକୁ ଯୋଜନା କରିଛି। ନିର୍ମାଣାଧୀନ ଏହି ବିମାନବନ୍ଦର ତଳେ ଚାଇନା ସୁରକ୍ଷିତ ଅତ୍ୟାଧୁନିକ ଅଣ୍ଡରଗ୍ରାଉଣ୍ଡ ବ୍ୟବସ୍ଥା…
୩ ଦିନରେ ଶେଷ ହେବ ମାଟ୍ରିକ ଖାତା ଦେଖା
ଭୁବନେଶ୍ୱର,୨।୮(ବ୍ୟୁରୋ): ଅଗଷ୍ଟ ୧୧ରୁ ଆରମ୍ଭ ହେବ ଅଫ୍ଲାଇନ ମାଟ୍ରିକ ପରୀକ୍ଷା ଖାତା ଦେଖା । ଆଉ ୩ ଦିନ ମଧ୍ୟରେ ଶେଷ ହେବ ଏହି କାର୍ଯ୍ୟ। ୭ ଜିଲାର ୯ଟି କେନ୍ଦ୍ରରେ ପ୍ରାୟ ୧୫ ଶହ ପରୀକ୍ଷାର୍ଥୀଙ୍କ ଖାତା ଦେଖାହେବ ବୋଲି…
ବଳାତ୍କାରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ଆବେଦନ ସୁପ୍ରିମ୍କୋର୍ଟରେ ଖାରଜ…
ନୂଆଦିଲ୍ଲୀ,୨।୮: ବଳାତ୍କାର କରିଥିବା ପୂର୍ବ ପାଦ୍ରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ହୋଇଥିବା ଏକ ଆବେଦନ ଖାରଜ ହୋଇଯାଇଛି। କେରଳର କୋଟିୟୁରରେ ବାସ କରୁଥିବା ପୀଡିତା ତାଙ୍କୁ ବଳାତ୍କାର କରିଥିବା ପୂର୍ବତନ ପାଦ୍ରୀଙ୍କୁ ବିବାହ କରିବାକୁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡିଥିଲେ।…
Archives


