Home Middle

ଖୋଲିବ ମା’ ବିରଜାଙ୍କ ମନ୍ଦିର

ଯାଜପୁର ଅଫିସ,୨ା୮: ପ୍ରାୟ ୩ ମାସର ବ୍ୟବଧାନ ପରେ ଯାଜପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ମଙ୍ଗଳବାରଠାରୁ ଖୋଲିବ। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି,‘କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ଭକ୍ତମାନେ ମନ୍ଦିର…

ଜମି ପାଇଁ ଅଟକି ରହିଛି ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ…

ନୂଆଦିଲ୍ଲୀ, ୨।୮: ଆବଶ୍ୟକ ଜମି ନ ମିଳିବାରୁ ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଅଟକି ରହିଛି। ଲୋକ ସଭାରେ ସୋମବାର କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକ ସଭାରେ ରତନ ସିଂ ମାଗନ ସିଂ ରାଠୋରଙ୍କର ଏକ…

ବିଚାରପତିଙ୍କୁ ହତ୍ୟା ମାମଲାରେ ୫୩ ହୋଟେଲରେ ଚଢ଼ାଉ, ୧୭ ଗିରଫ…

ରାଞ୍ଚି,୨।୮: ଝାଡ଼ଖଣ୍ଡର ଧାନବାଦରେ ଅଟୋ ଧକ୍କା କରି ଅତିରିକ୍ତ ଜିଲା ବିଚାରପତି ଉତ୍ତମ ଆନନ୍ଦଙ୍କ ହତ୍ୟା ଘଟଣାରେ ଏସ୍‌ଆଇଟି ଟିମ୍‌ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି। ଇତିମଧ୍ୟରେ ୫୩ ହୋଟେଲରେ ଚଢ଼ାଉ କରାଯିବା ସହିତ ୧୭ ଜଣଙ୍କୁ ଗିରଫ କରାଯାଇଛି। ଏସ୍‌ଆଇଟି…

ମଶା ନେଇଛି ୫୪ ମୁଣ୍ଡ

ଅନୁଗୋଳ ଅଫିସ, ୨ା୮:  ମଶାଜନିତ ରୋଗରେ ଯାଉଛି ମଣିଷ ଜୀବନ। କେତେବେଳେ ମଶା ମ୍ୟାଲେରିଆର ବାହାକ ସାଜୁଛି ତ କେବେ ଡେଙ୍ଗୁ ରୋଗରେ ଆକ୍ରାନ୍ତ କରୁଛି। ଗତ ୧୦ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ଏହି ଦୁଇ ରୋଗରେ ମୋଟ୍‌ ୫୪ ଜଣଙ୍କ…

କେନ୍ଦ୍ର ଟାର୍ଗେଟରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ, ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨।୮: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସିବିଆଇର ପୂର୍ବତନ ନିର୍ଦ୍ଦେଶକ ଆଲୋକ ବର୍ମାଙ୍କ ବିରୋଧରେ ଦୁର୍ନୀତି ବିରୋଧି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସିବିଆଇର ପୂର୍ବତନ ନିର୍ଦ୍ଦେଶକ…

ପାକିସ୍ତାନରେ ମାସୁଦ୍‌ ଆଝାର, ୨ଟି ଲୁଚିବାସ୍ଥଳର ପର୍ଦ୍ଦାଫାଶ୍‌…

ଇସଲାମାବାଦ୍‌,୨।୮: ଜୈଶ-ଇ-ମହମ୍ମଦ ମୁଖ୍ୟ ମାସୁଦ ଅଜହର ପାକିସ୍ତାନରେ ସୁରକ୍ଷିତ ଭାବେ ଲୁଚି ବସିଛନ୍ତି। ତାଙ୍କର ୨ଟି ଲୁଚିବାସ୍ଥଳର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ତାଙ୍କ ଲୁଚିବାସ୍ଥଳରେ ପାକିସ୍ତାନୀ ସୈନ୍ୟଙ୍କ କଡ଼ା ପହରା ରହିଛି। ପାକିସ୍ତାନର ପୋଶ କ୍ଷେତ୍ରର ବାହାୱାଲପୁର ସହରରେ ଥିବା ହାଇକୋର୍ଟ…

ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ସୋମବାର ଦମ୍‌ଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍‌ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମ୍‌କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପେଗାସସ୍‌ ତାତି,ସଂସଦ ଅଚଳ…

ନୂଆଦିଲ୍ଲୀ,୨।୮: ବିରୋଧୀ ଦଳଙ୍କ ପକ୍ଷରୁ ପେଗାସସ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଫଳରେ ମୌସୁମୀ ଅଧିବେଶନରେ ଲୋକ ସଭା ଏବଂ ରାଜ୍ୟ ସଭାର ସାଧାରଣ କାର୍ଯ୍ୟ ସମ୍ଭବ ହୋଇପାରୁ ନାହିଁ। ସୋମବାର ବିରୋଧୀଦଳ ସଦସ୍ୟଙ୍କ ହଟ୍ଟଗୋଳ…

ବିରଳ ମହାଜାଗତିକ ଦୃଶ୍ୟ, ପାଖାପାଖି ହେଲେ ପୃଥିବୀ-ଶନି…

ଓ୍ବାଶିଂଟନ,୨।୮: ଆମର ସୌରମଣ୍ଡଳରେ ସୋମବାର ଏକ ବିରଳ ମହାଜାଗତିକ ଦୃଶ୍ୟ ଘଟିଛି। ଭାରତୀୟ ସମୟ ପୂର୍ବାହ୍ନ ୧୧ଟା ୩୦ରେ ଶନିଗ୍ରହ ପୃଥିବୀର ଅତି ନିକଟତର ହୋଇଛି। ସୂର୍ଯ୍ୟ ଚାରିପଟେ ଘୂରି ବୁଲିବା ସମୟରେ ଶନି ପୃଥିବୀ ସହିତ ଏକ ସରଳ ରେଖାରେ…

ସାମ୍ବା ସେକ୍ଟରରେ ୪ ସନ୍ଦିଗ୍ଧ ଡ୍ରୋନ୍‌…

ଶ୍ରୀନଗର,୨।୮: ସୀମାରେ ଅନୁପ୍ରବେଶ ଉଦ୍ୟମରେ ବିଫଳ ହେବା ପରେ ପାକିସ୍ତାନ ଏବେ ଡ୍ରୋନ ଷ୍ଟ୍ରାଇକ ଷଡ଼ଯନ୍ତ୍ର କରୁଛି। ତେଣୁ ଲଗାତାର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ନିକଟରେ ସନ୍ଦେହଜନକ ଡ୍ରୋନ ଉଡ଼ି ବୁଲୁଥିବା ଘଟଣା ଘଟୁଛି। ରବିବାର ଦିନ ଜମ୍ମୁର ସାମ୍ବା…

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ମହିଳା ହକି ଦଳ

ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ଭାରତର ମହିଳା ଦଳ ହକି ଦଳ ଇତିହାସ ସୃଷ୍ଟି କରିଛି। ୩ଥର ଚାମ୍ପିଅନ୍‌ ଅଷ୍ଟ୍ରେଲିଆକୁ ୧-୦ରେ ପରାସ୍ତ କରି ମହିଳା ହକିରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର ମ୍ୟାଚ୍‌ର ପ୍ରକୃତ ନାୟିକା ଥିଲେ ଗୋଲକିପର ସବିତା…

ପୁଣି ବିପଦ, ଅକ୍ଟୋବରରେ ତୃତୀୟ ଲହର ପହଞ୍ଚିବ ଶୀର୍ଷରେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀର ତୃତୀୟ ଲହର ଚଳିତ ଅଗଷ୍ଟମାସରେ ଆସିବାର ଆଶଙ୍କା ରହିଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ, ତୃତୀୟ ଲହରରେ ପ୍ରତିଦିନ ପ୍ରାୟ ଏକ ଲକ୍ଷ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri