Home Middle

ଓମିକ୍ରନ୍‌ ମୁକାବିଲା ପ୍ରସ୍ତୁତି

ନୂଆଦିଲ୍ଲୀ, ୧ା୧୨: ବିଶ୍ୱର ଅନେକ ଦେଶକୁ ବ୍ୟାପିବାରେ ଲାଗିଥିବା କୋଭିଡ୍‌ ଭାରିଆଣ୍ଟ ଓମିକ୍ରନ ବିରୋଧରେ ଲଢ଼େଇ ଭାରତରେ ପ୍ରସ୍ତୁତି ଚାଲିଛି। ଦେଶରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କେନ୍ଦ୍ର ସରକାର କହିଛନ୍ତି। କୌଣସି ସଂକ୍ରମିତ ଯେପରି…

ଏଡ୍‌ସରେ ୭୭ ଲକ୍ଷଙ୍କ ମୃତ୍ୟୁ ଆଶଙ୍କା

ଜେନେଭା, ୧ା୧୨: ଏଚ୍‌ଆଇଭି ବିଶ୍ୱସ୍ତରୀୟ ପ୍ରମୁଖ ସ୍ବାସ୍ଥ୍ୟ ସଙ୍କଟ ପାଲଟିଛି। ଆସନ୍ତା ୧୦ ବର୍ଷ ମଧ୍ୟରେ ବିଶ୍ୱର ପ୍ରାୟ ୭୭ ଲକ୍ଷ ଲୋକଙ୍କ ଏଡ୍‌ସ କିମ୍ବା ଏହାଜନିତ ରୋଗରେ ମୃତ୍ୟୁ ହେବାର ଆଶଙ୍କା ରହିଛି ବୋଲି ଏଚ୍‌ଆଇଭି ଏବଂ ଏଡ୍‌ସ (ୟୁଏନ୍‌ଏଡ୍‌ସ)…

ବର୍ଷର ଶେଷ ଦିନ, ନୂଆ ବର୍ଷରେ ପିକ୍‌ନିକ୍‌ ମନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା…

ଆଇପିଏଲରୁ ବ୍ୟାନ ହୋଇପାରନ୍ତି ଦୁଇ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୩୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୨୦୨୨ ସଂସ୍କରଣରୁ ବ୍ୟାନ ହୋଇପାରନ୍ତି ଷ୍ଟାର ଭାରତୀୟ ଖେଳାଳି ଲୋକେଶ ରାହୁଲ ଓ ଆଫଗାନିସ୍ତାନର ପ୍ରସିଦ୍ଧ ସ୍ପିନର ରଶିଦ ଖାନ। ଦୁଇ ଖେଳାଳିଙ୍କ ବିରୋଧରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)…

୧୧ ମାସରେ ୧୯୬ ଆତଙ୍କବାଦୀ ଆକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଜମ୍ମୁ-କଶ୍ମୀରରେ ଚଳିତ ବର୍ଷ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଲୋକ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି। ଚଳିତ ୨୦୨୧ ବର୍ଷରେ ନଭେମ୍ବର…

ଓମିକ୍ରନ୍‌ ମୁକାବିଲା, ରାଜ୍ୟକୁ କେନ୍ଦ୍ରର ୬ ପରାମର୍ଶ…

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଓମିକ୍ରନ୍‌ର ମୁକାବିଲା ଲାଗି ୬ ପରାମର୍ଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ…

ଭାରତରେ ଓମିକ୍ରନ୍‌ ଆତଙ୍କ, ୧୫ ଦିନରେ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇ ଆସିଛନ୍ତି ୧,୦୦୦ ଯାତ୍ରୀ…

ନୂଆଦିଲ୍ଲୀ,୩୦।୧୧: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦକ୍ଷିଣ ଆଫ୍ରିକାର ଶ୍ୱାନେ ଇନଷ୍ଟିଚ୍ୟୁଟ୍‌ କରୋନାର ଦ୍ୱିତୀୟ ଏନ୍ତୁଡ଼ିଶାଳ ପାଲଟିଛି। ଏପରିସ୍ଥଳେ ଭାରତରେ ଓମିକ୍ରନ୍‌କୁ ନେଇ ଆତଙ୍କ ବଢ଼ିବାରେ ଲାଗିଛି। ଗତ ୧୫ ଦିନ ମଧ୍ୟରେ ଦକ୍ଷିଣ…

କୃଷକ ଆନ୍ଦୋଳନ ଯୋଗୁ ବର୍ଷକରେ ୬୦ ହଜାର କୋଟି କ୍ଷତି…

ନୂଆଦିଲ୍ଲୀ,୩୦।୧୧: ଦିଲ୍ଲୀ ଏବଂ ଏହାର ଆଖପାଖ ରାଜ୍ୟରେ କୃଷକଙ୍କ ଆନ୍ଦୋଳନ ଯୋଗୁ ଏକ ବର୍ଷ ମଧ୍ୟରେ ପ୍ରାୟ ୬୦ ହଜାର କୋଟି ମୂଲ୍ୟର କାରବାର କ୍ଷତି ହୋଇଛି। ଏହି ବ୍ୟବସାୟିକ କ୍ଷତି ମୁଖ୍ୟତଃ ୨୦୨୦ ନଭେମ୍ବର, ଡିସେମ୍ବର ଏବଂ ୨୦୨୧ ଜାନୁୟାରୀରେ…

ଏଲ୍‌ଓସିରେ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର…

ଶ୍ରୀନଗର,୩୦।୧୧: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ଏଲ୍‌ଓସି ଦେଇ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ହୋଇଛି। ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଏନେଇ ଯୋଜନା କରାଯାଇଛି। ଆଇଏସ୍‌ଆଇ ପକ୍ଷରୁ ଏହାର କାର୍ଯ୍ୟାଳୟଗୁଡ଼ିକୁ ଲଞ୍ଚପ୍ୟାଡ୍‌ ଭାବେ ବ୍ୟବହାର କରାଯାଉଛି। ଜମ୍ମୁର ରାଜୌରୀ…

୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ୯୯୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ…

ଓମିକ୍ରନ୍‌ ପାଇଁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା…

ଓ୍ବାଶିଂଟନ/ନୂଆଦିଲ୍ଳୀ,୩୦।୧୧: ସମଗ୍ର ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ୍‌ ସଂକ୍ରମଣ ନେଇ ସଙ୍କଟ ଜନକ ପରିସ୍ଥିତି ଉପୁଜିଥିବା ବେଳେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା ପ୍ରସ୍ତୁତ କରାଯାଇଛି। କମ୍ପାନୀ ଗୁଡ଼ିକ ଅନ୍ୟ ପ୍ରକାର ଟିକା ଉପରେ…

ଓମିକ୍ରନ୍‌ ବଡ଼ ବିପଦ

ନୂଆଦିଲ୍ଲୀ, ୩୦ା୧୧: କରୋନା କବଳରୁ ମୁକୁଳି ବିଶ୍ୱ ସଜାଡ଼ି ହେବାକୁ ଅଣ୍ଟା ଭିଡ଼ିଲାବେଳକୁ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ପୁଣି ଚିନ୍ତା ବଢ଼ାଇଛି। ଓମିକ୍ରନ ସଂକ୍ରମଣର ଭୟାବହତାକୁ ଦେଖି ପ୍ରାୟ ସବୁ ଦେଶ ଆଲର୍ଟ ରହିଛନ୍ତି। ବିଭିନ୍ନ ସ୍ଥାନରେ କଡ଼ା କଟକଣା ଫେରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?