ଦିଲ୍ଲୀରେ ପହଞ୍ଚିଲେ ଅଲିମ୍ପିକ୍ସ ରୌପ୍ୟ ବିଜୟିନୀ
ନୂଆଦିଲ୍ଲୀ,୨୬।୭: ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ବିଜୟିନୀ ମୀରାବାଈ ଚାନୁ ତାଙ୍କ କୋଚଙ୍କ ସହ ସୋମବାର ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଭାରତ ମାତା କୀ ଜୟ ଧ୍ୱନିରେ କମ୍ପି ଉଠିଥିଲା ବିମାନବନ୍ଦର। ଶନିବାର…
ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ରିପୋର୍ଟ ନେଇଛନ୍ତି। ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ଶରୀର ୯୫% ପୋଡ଼ି…
ୟେଦୁରପ୍ପାଙ୍କ ଇସ୍ତଫା ପରେ କାହା ମୁଣ୍ଡରେ ସୁନା କଳସ
ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିରେ ସୋମବାର ନୂଆ ମୋଡ ଆସିଛି। ଭାଜପା ନେତା ତଥା ସୁବେର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ମୁଖ୍ୟମନ୍ତ୍ରୀଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦୁରପ୍ପାଙ୍କ ଇସ୍ତଫା ପରେ ଏବେ କିଏ ଶାସନ କ୍ଷମତା ହାତେଇବ ତା’ ଉପରେ ସମସ୍ତଙ୍କ ନଜର।…
ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ…
ନୂଆଦିଲ୍ଲୀ,୨୬।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଅଧିବେଶନର ପ୍ରଥମ ସପ୍ତାହରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ ହୋଇ…
ୟେଦୁରପ୍ପା ଦେଲେ ଇସ୍ତଫା…
ବେଙ୍ଗାଲୁରୁ,୨୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ଇସ୍ତଫା ଦେଇଛନ୍ତି। ସୋମବାର ରାଜ୍ୟରେ ଭାଜପା ସରକାର ୨ ବର୍ଷ ପୂରଣ କରିଥିବାବେଳେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି। ତାଙ୍କ ଇସ୍ତଫାକୁ ନେଇ ରାଜ୍ୟର ରାଜନୀତି ସରଗରମ ହେବାରେ ଲାଗିଥିଲା।…
ଟ୍ରାକ୍ଟର ଚଳାଇ ସଂସଦ ଭବନ ପହଞ୍ଚିଲେ ରାହୁଲ…
ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସୋମବାର ପୂର୍ବାହ୍ନରେ ଟ୍ରାକ୍ଟର ଚଳାଇ ମୌସୁମୀ ଅଧିବେଶନରେ ଯୋଗଦେବା ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି। ରାହୁଲଙ୍କ ସହିତ ଟ୍ରାକ୍ଟରରେ ରଣଦୀପ୍ ସୁର୍ଜେ ଓ୍ବାଲା, ଶ୍ରୀନିବାସ ବି.ଭିି.…
ଲାଲ୍ କିଲ୍ଲାରେ ହେବ ଫୁଲବର୍ଷା…
ନୂଆଦିଲ୍ଲୀ,୨୬।୭: ଚଳିତ ବର୍ଷ ଅଗଷ୍ଟ ୧୫ଠାରୁ ଦେଶରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି। ସ୍ବାଧୀନତା ଦିବସର ଏହି ଐତିହାସିକ ମୁହୂର୍ତ୍ତକୁ ସ୍ମରଣୀୟ କରିବା ଲାଗି ଲାଲ୍ କିଲ୍ଲାରେ ହେଲିକପ୍ଟରରୁ ଫୁଲବର୍ଷା କରାଯିବାର…
ଶହୀଦ୍ଙ୍କ ବଳିଦାନ ଦେବ ପ୍ରେରଣା…
ନୂଆଦିଲ୍ଲୀ,୨୬।୭: ଦେଶ ମାତୃକାର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ବୀର୍ ଶହୀଦ୍ଙ୍କ ଅମର ଗାଥା ସବୁବେଳେ ଦେଶବାସୀଙ୍କୁ ଦେଶସେବା ଲାଗି ପ୍ରେରଣା ପ୍ରଦାନ କରୁଥିବ। କାରଗୀଲ୍ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହି…
ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତିରକ୍ଷାମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୭: କାରଗୀଲ୍ ବିଜୟ ଦିବସର ୨୨ ତମ ବର୍ଷ ପୂରଣ ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦିଲ୍ଲୀ ସ୍ଥିତ ଜାତୀୟ ଯୁଦ୍ଧ ସ୍ମାରକୀଠାରେ ସୋମବାର ପୂର୍ବାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ମଧ୍ୟ ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଖରାପ ପାଗ ଯୋଗୁ ଯୁଦ୍ଧ ସ୍ମାରକୀ ଗଲେନି ରାଷ୍ଟ୍ରପତି…
ଶ୍ରୀନଗର,୨୬।୭: ଖରାପ ପାଗ ଯୋଗୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଡ୍ରାସ୍ସ୍ଥିତ କାରଗୀଲ ଯୁଦ୍ଧ ସ୍ମାରକୀରେ ପହଞ୍ଚିପାରି ନାହାନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ବାତିଲ କରାଯାଇଛି। କାରଗୀଲ୍ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ରାଷ୍ଟ୍ରପତି ଯୁଦ୍ଧ ସ୍ମାରକୀରେ ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…
ନୂଆଦିଲ୍ଲୀ,୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି…
ଆଜିଠୁ ଖୋଲିବ ଦଶମ, ଦ୍ୱାଦଶ ଶ୍ରେଣୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ: କୋଭିଡ୍-୧୯ ମହାମାରୀ ସଂକ୍ରମଣ ଯୋଗୁ ଦୀର୍ଘଦିନ ହେବ ସ୍କୁଲ ବନ୍ଦ ରହିଥିଲା। ସୋମବାରଠାରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବ। ସେଥିପାଇଁ ସ୍କୁଲଗୁଡ଼ିକୁ ସାନିଟାଇଜ କରାଯାଇଛି। ରାଜ୍ୟ ସରକାର ଜାରି କରିଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍ଓପି) ଅନୁଯାୟୀ ସ୍କୁଲ…
Archives


