Home Middle

ବିପଜ୍ଜନକ ସ୍ଥିତିରେ ଆଫଗାନିସ୍ତାନ

କାବୁଲ, ୨୫।୭(ଆଇଏଏନ୍‌ଏସ୍‌): ଆମେରିକା ନେତୃତ୍ୱାଧୀନ ନାଟୋ ସେନା ପ୍ରତ୍ୟାହାର ସହିତ ଅଶାନ୍ତ ହେବାରେ ଲାଗିଛି ଆଫଗାନିସ୍ତାନ। ତାଲିବାନ ଆତଙ୍କବାଦୀମାନେ ସୀମାନ୍ତବର୍ତ୍ତୀ ଅଞ୍ଚଳର ୯୦ ପ୍ରତିଶତ ନିଜ ଦଖଲକୁ ନେଇସାରିଥିବା ଦାବି କରୁଛନ୍ତି। କେବଳ ତାଲିବାନ ନୁହେଁ, ସେଠାରେ ଡାଏଶ୍‌ ଏବଂ ଅଲ୍‌-କାଏଦା…

ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର। ସୂଚନା…

ଦିଲ୍ଲୀରେ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀ ସରକାର ଅନ୍‌ଲକ-୮ ନେଇ ଶନିବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନରେ ୩ଟି ବଡ଼ କଟକଣା କୋହଳ କରାଯାଇଛି। ଦିଲ୍ଲୀବାସୀଙ୍କ ଗମନାଗମନର ମାଧ୍ୟମ ସାଜିଥିବା ମେଟ୍ରୋ ଉପରେ ସମ୍ପୂର୍ଣ୍ଣ କଟକଣା କୋହଳ କରାଯାଇଛି। ୧୦୦ ପ୍ରତିଶତ ଯାତ୍ରୀଙ୍କୁ ନେଇ…

କେମିତି ହୋଇଥିଲା ଗ୍ୟାଙ୍ଗଷ୍ଟର

ଭୁବନେଶ୍ୱର,୨୪।୭: ୧୯୮୦ ଦଶକର କଥା। ସେତେବେଳେ ଜଣେ କୁଖ୍ୟାତ ଅପରାଧି ଥିଲେ ରବୀନ୍ଦ୍ର ବେହେରା। ତାଙ୍କର ଅପରାଧର ଶାଖା ମେଲାଇଥିଲେ ଟିଟୋ, ହାଇଦର ଏବଂ ସୁଲେମାନ। ଏମାନଙ୍କ ନାମ ଶୁଣିଲେ ଥରୁଥିଲା କେନ୍ଦ୍ରାପଡ଼ାରୁ କଟକ। ରବୀନ୍ଦ୍ରଙ୍କ କଳାକାରନାମା ଜାଣିବା ପରେ ଟିଟୋ,…

ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍‌କାଉଣ୍ଟରରେ ମୃତ

ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍‌କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ ସାମ୍ରାଜ୍ୟର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଆଜି ହାଇଦରଙ୍କୁ ଚୌଦ୍ୱାର ଜେଲ୍‌ରୁ…

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,୨୪ା୭: ଚଳିତ ବର୍ଷର ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପୂର୍ବ ଘୋଷଣା ଅନୁଯାୟୀ, ଅପରାହ୍ନ ୩ଟାରେ  ପରୀକ୍ଷା ଫଳ ପ୍ରକାଶ ପାଇଛି। ଛାତ୍ରୀଛାତ୍ର results.cisce.org ଓ୍ବେବ୍‌ସାଇଟରେ ନିଜ ଫଳାଫଳ ଦେଖିପାରିବେ। କରୋନା ପାଇଁ ଚଳିତ…

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍‌କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍‌କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ ଚେଷ୍ଟା…

ଇତିହାସ ରଚିଲେ ମିରାବାଇ: ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ଟୋକିଓ,୨୪।୭: ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଷ୍ଟାର ଭାରୋତ୍ତୋଳକ ମିରାବାଇ ଚାନୁ ପଦକ ଜିତିବାରେ ସଫଳ ହୋଇଛନ୍ତି। ସେ ଶନିବାର ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ପଦକ ଜିତି ଭାରତକୁ ପ୍ରଥମ ପଦକ ଦେଇଛନ୍ତି। ୪୯ କିଗ୍ରା ବର୍ଗରେ ସେ ଦ୍ୱିତୀୟ…

ଦିଲ୍ଲୀ କମିଶନରଙ୍କ କ୍ଷମତା ବଢ଼ିଲା, ଯେ କୌଣସି ବ୍ୟକ୍ତିଙ୍କୁ କରିପାରିବେ ଗିରଫ…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀ ପୋଲିସ କମିଶନରଙ୍କର କ୍ଷମତାରେ ବୃଦ୍ଧି ହୋଇଛି। ଉପରାଜ୍ୟପାଳ ଅନୀଲ ବୈଜଲ ଦିଲ୍ଲୀ ପୋଲିସ କମିଶନରଙ୍କ କ୍ଷମତାକୁ ଅକ୍ଟୋବର ୧୮ ପର୍ଯ୍ୟନ୍ତ ଜାତୀୟ ସୁରକ୍ଷା ଆଇନ(ଏନ୍‌ଏସ୍‌ଏ) ଅନ୍ତର୍ଗତ ବୃ୍‌ଦ୍ଧି କରିଛନ୍ତି। ଫଳରେ ଏହି ସମୟ ମଧ୍ୟରେ ଦିଲ୍ଲୀ ପୋଲିସ କମିଶନରଙ୍କର…

ସ୍କୁଲ ଖୋଲିବାକୁ ଭୟ କରୁଛନ୍ତି ରାଜ୍ୟ ସରକାର, ତାରିଖ ଘୋଷଣା ପରେ ପୁଣି ପଛଉଛନ୍ତି…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଅପରପକ୍ଷରେ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲକ୍‌ଡାଉନ୍‌ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଥିଲା। କେତେକ ରାଜ୍ୟ ସରକାର ସ୍କୁଲ ଖୋଲିବା ପାଇଁ ତାରିଖ…

ଖୁସି ଖବର, ସେପ୍ଟେମ୍ବରରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ୧୮ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌ ସେପ୍ଟେମ୍ବରରେ ଆସିବାର…

ବୁଦ୍ଧପୂର୍ଣ୍ଣିମା ଅବସରରେ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଦ୍ଧପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ବୁଦ୍ଧଦେବଙ୍କ ଧର୍ମଚକ୍ର ପରିବର୍ତ୍ତନକୁ ଇତିମଧ୍ୟରେ ୨୬୦୦ ବର୍ଷ ବିତିଛି। ବୁଦ୍ଧଦେବଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ବାଣୀ ପୃଥିବୀରେ ଅହିଂସା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri