Home Middle

ବାନ୍ଦିପୋରା ଜଙ୍ଗଲରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ବାନ୍ଦିପୋରାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସୁମ୍ବଲର ଅଞ୍ଚଳର ଶୋକବାବା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା…

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ…

ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ଜୁଲାଇ ୨୫ ରାତ୍ର ୧୧ଟା ୨୧ରେ ହେବ ପୃଥିବୀର ନିକଟବର୍ତ୍ତୀ …

ଓ୍ବାଶିଂଟନ,୨୪।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୧୧ଟା ୨୧ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ…

୧୫୩୭ କୋଟିର ୧୪ ଶିଳ୍ପ: ଶିଳାନ୍ୟାସ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୭(ବ୍ୟୁରୋ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୧ଶହ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୧୧ଟି ଶିଳ୍ପର ଶିଳାନ୍ୟାସ କରିଥିବା ବେଳେ ୪୩୬ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୩ ଶିଳ୍ପର ଉଦ୍‌ଘାଟନ କରିଛନ୍ତି। ଏ ସମସ୍ତ ଶିଳ୍ପରେ ୧୫୩୭.୦୭ କୋଟି ଟଙ୍କାର ପୁଞ୍ଜିନିବେଶ…

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିଛନ୍ତି। ନୀଳକନ୍ଦରକୁ ବାହୁଡ଼ା ବେଳେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ନିକଟରେ କାଳିଆ…

୪୯ ବର୍ଷ ପରେ ଆଥ୍‌ଲେଟ୍‌ଙ୍କୁ ମିଳିଲା ସମ୍ମାନ

ଟୋକିଓ,୨୩।୭: ୧୯୭୨ ମ୍ୟୁନିକ୍‌ ଅଲିମ୍ପିକ୍ସରେ ଇସ୍ରାଏଲର ୯ ଜଣ ଆଥ୍‌ଲେଟଙ୍କୁ ହତ୍ୟା କରିଥିଲା ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ‘ବ୍ଲାକ ସେପ୍ଟେମ୍ବର’। ଏହି  ଆଥ୍‌ଲେଟଙ୍କ ପାଇଁ ଶୁକ୍ରବାର ଟୋକିଓ ଅଲିମ୍ପିକ୍ସର ଉଦ୍‌ଘାଟନୀ ଉତ୍ସବରେ ଏକ ମିନିଟ୍‌ ଶୋକ ପାଳନ କରାଯାଇଛି। ଅଲିମ୍ପିକ୍ସ ଉପରେ…

ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ବର,୨୩।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଆହୁରି ଘନୀଭୂତ ହେବାରେ ଲାଗିଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ…

ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସି୍‌ଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । ମୃତ୍ୟୁ ପଛର ପ୍ରକୃତ କାରଣ ଖୋଜିବାକୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋର୍‌ଦାର କରିଛି । ତେବେ ଶୁକ୍ରବାର ଡିଏଫ୍‌ଓ ସଂଗ୍ରାମ କେଶରୀ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ୫ ଖେଳାଳି

କଲମ୍ବୋ,୨୩।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ। ଶିଖର ଧାୱନଙ୍କ ଅଧିନାୟକତ୍ୱ କରିଥିବା ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ୬ ଟି…

କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: କହିଲେ ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭ୍‌ ହାର କମିଥିଲେ…

ଯୁକ୍ତ ୩ ପାଠ୍ୟକ୍ରମରେ ‘ବିପର୍ଯ୍ୟୟ ପରିଚାଳନା’

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୁକ୍ତ ୩ ପାଠ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନାକୁ କୋର୍ସରେ ସାମିଲ କରାଯିବା ନେଇ ନିଷ୍ପତ୍ତି ହୋଇଥିବା କହିଛନ୍ତି। ସମସ୍ତ କଳା,…

ପାର୍ଲାମେଣ୍ଟରେ ରିପୋର୍ଟ ଚିରିବା ଘଟଣା: ଟିଏମ୍‌ସି ଏମ୍‌ପି ରାଜ୍ୟ ସଭାରୁ ନିଲମ୍ବିତ

ନୂଆଦିଲ୍ଲୀ,୨୩।୭: ପେଗାସସ ମାମଲାକୁ ନେଇ ଉଠିଥିବା ଝଡ ପାର୍ଲାମେଣ୍ଟକୁ ଏକପ୍ରକାର ଅଚଳ କରିଦେଇଛି। ଏସବୁ ଭିତରେ ପାର୍ଲାମେଣ୍ଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଥିଲା। ରାଜ୍ୟ ସଭାରେ ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେଗାସସ ସ୍ପାଏଓ୍ବେର୍‌ ସମ୍ପର୍କରେ ବିବୃତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri