ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ମାମଲା: ଡିଏଫ୍ଓ ସଂଗ୍ରାମ କେଶରୀଙ୍କୁ ଜେରା
ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଶୁକ୍ରବାର ତାଙ୍କ କାର୍ଯ୍ୟାଳୟରେ ଜେରା କରାଯାଉଛି। ଡିଏଫ୍ଓଙ୍କ କାର୍ଯ୍ୟାଳୟରେ ଆଜି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି କଡ଼ା ସୁରକ୍ଷା…
ଚିଠିରେ ବିଦ୍ୟାଭାରତୀଙ୍କୁ ସୌମ୍ୟଙ୍କ ଆକୁଳ ନିବେଦନ: ତୁମ ପାଦ ତଳେ ମୋତେ ଟିକେ ଜାଗା ଦିଅ
କଟକ,୨୩ା୭: ମୁଁ ଚାକିରିରୁ ଇସ୍ତଫା ଦେଇ ଦେବି। ତୁମର ଚାକର ହୋଇ ରହିବି ପଛେ ମୋତେ ତୁମ ପାଦ ତଳେ ଟିକେ ଜାଗା ଦିଅ। ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୧୧ ଦିନ ବିତିବାକୁ ବସିଥିବା…
ଚଳିତ ବର୍ଷ ହେବ ସ୍ବତନ୍ତ୍ର ଓଜେଇଇ: ଆଜିଠୁ ଆବେଦନ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କରାଯିବ। ଏଥିପାଇଁ ୨୩ରୁ ଅନ୍ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଗଷ୍ଟ…
ଶିକ୍ଷକରୁ ପ୍ରଶାସକ
ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ଅଧିକାରୀ ବିଜୟ ଅମୃତା କୁଲାଙ୍ଗେ କେବଳ ଗଞ୍ଜାମ ନୁହେଁ ସାରା ଓଡ଼ିଶାରେ ଜଣେ ଚର୍ଚ୍ଚିତ ଚେହେରା। ନିଜର ସ୍ବତନ୍ତ୍ର କାର୍ଯ୍ୟଶୈଳୀ ଯୋଗୁ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ମଧ୍ୟ ସାଉଁଟିଛନ୍ତି। ବିଜୟଙ୍କ ଘର ମହାରାଷ୍ଟ୍ରରେ। ପ୍ରାଥମିକ ଶିକ୍ଷକ ଭାବେ…
ସନ୍ତୋଷ ତ୍ରିପାଠୀ ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ଏକ…
ବର୍ଷକୁ ୨.୫ ବିଲିୟନ ଟନ୍ ଖାଦ୍ୟ ନଷ୍ଟ
ଲଣ୍ଡନ, ୨୩ା୭”ସାରା ବିଶ୍ୱରେ ବର୍ଷକୁ ୨.୫ ବିଲିୟନ ଟନ୍ ଖାଦ୍ୟ ନଷ୍ଟ ହେଉଛି। ଏଥିଯୋଗୁ ବାୟୁମଣ୍ଡଳ ଅଙ୍ଗାରକାମ୍ଳ ସମେତ ଅନ୍ୟାନ୍ୟ ବିଷାକ୍ତ ଗ୍ୟାସ୍ ବୃଦ୍ଧି ପାଉଛି, ଯାହାକି ବାର୍ଷିକ ସବୁଜଗୃହ ପ୍ରଭାବଜନିତ ନିର୍ଗତ ଗ୍ୟାସ୍ର ୧୦ ପ୍ରତିଶତ ବୋଲି ‘ଫିଗର୍ସ ଅଫ୍…
ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା
ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ ସୁନାବେଶ ଭଳି ଅଧରପଣା ନୀତି ବିନା ଭକ୍ତରେ ସମ୍ପନ୍ନ ହୋଇଛି। ସିଂହଦ୍ବାର ସମ୍ମୁଖ ଛାଉଣୀ…
ମନ୍ତ୍ରୀଙ୍କ ହାତରୁ କାଗଜ ଛଡାଇ ଚିରି ଦେଲେ ଟିଏମ୍ସି ଏମ୍ପି
ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନ ଚାଲିଥିବାବେଳେ ବିରୋଧୀଙ୍କ ହଙ୍ଗାମା ଯୋଗୁ ଉଭୟ ଗୃହ ଅଚଳ ହୋଇପଡିଛି। ଇସ୍ରାଏଲ ସଫ୍ଟୱେୟାର ପେଗାସସରେ ୩୦୦ ଜଣ ଭାରତୀୟଙ୍କ ଗୁପ୍ତଚର ଅଭିଯୋଗରେ ଗୁରୁବାର ସଂସଦରେ ଉତ୍ତେଜନା ଦେଖାଦେଇଥିଲା। ରାଜ୍ୟ ସଭାରେ ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଯୋଗାଯୋଗ…
କରୋନା ମୃତ୍ୟୁ ସଂଖ୍ୟା, କରାଯାଉଛି ଅପପ୍ରଚାର…
ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ନେଇ ଅପପ୍ରଚାର କରାଯାଉଥିବା କେନ୍ଦ୍ର ସରକାରଙ୍କ କହିଛନ୍ତି। ପ୍ରକାଶ ପାଇଥିବା କେତେକ ରିପୋର୍ଟରେ କରୋନା ମୃତ୍ୟୁ ସଂଖ୍ୟା ନେଇ ଭ୍ରମାତ୍ମକ ତଥା ମିଥ୍ୟା ତଥ୍ୟ ପ୍ରଦାନ କରାଯାଇଛି। ଏହି ରିପୋର୍ଟ ତଥ୍ୟ ଭିତ୍ତିକ…
ରାଜଧାନୀରେ ଯୋଗୀଙ୍କ ବୁଲ୍ଡୋଜର, ୧୫୦ କୋଟିର ଜମିରୁ ହଟିଲା ଜବର ଦଖଲ…
ନୂଆଦିଲ୍ଲୀ,୨୨।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ଜବର ଦଖଲ ହଟାଇବା ଅଭିଯାନ ଜାରି ରଖିଛନ୍ତି। ଏବେ ଯୋଗୀ ଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ମଦନପୁର ଖାଦରଠାରେ ଥିବା ରୋହିଙ୍ଗା କ୍ୟାମ୍ପ୍କୁ ହଠାଇ ଦିଆଯାଇଛି। ଉତ୍ତରପ୍ରଦେଶ ଜଳସେଚନ ବିଭାଗର ୨.୧୦ ହେକ୍ଟର ଜମି…
ସଂସଦର ଉଭୟ ଗୃହରେ ହଟ୍ଟଗୋଳ…
ନୂଆଦିଲ୍ଲୀ,୨୨।୭: ଜୁଲାଇ ୧୯ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ବିରୋଧୀ ଦଳଙ୍କ ବିଭିନ୍ନ ଦାବି ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ନିୟନ୍ତ୍ରଣ ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ସରକାରଙ୍କୁ…
ଗ୍ରାମ ପଞ୍ଚାୟତରେ ସ୍ଥାପିତ ହେବ ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…
ଲକ୍ଷ୍ନୌ,୨୨।୭: ଏବେ ପ୍ରତି ଗ୍ରାମ ପଞ୍ଚାୟତରେ ଗ୍ରାମ ସଚିବାଳୟ ସ୍ଥାପନ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ୬ମାସ ମଧ୍ୟରେ ଏସମ୍ପର୍କିତ ସମସ୍ତ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…
Archives


