Home Middle

ଚାଇନା ଉପରେ ନଜର, ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ 

ମୁମ୍ବାଇ,୨୧ ।୧୧: ବଢିବ ନୌସେନାର ଶକ୍ତି । ରବିବାର ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ । ଏହି ଯୁଦ୍ଧପୋତର ଲମ୍ବ ୧୩୬ ମିଟର, ଚଉଡା ୧୭ ମିଟର ଥିବା ବେଳେ ଏହାର ଓଜନ ରହିଛି ୭୪୦୦ଟନ । ଏହା ଘଣ୍ଟାକୁ…

ମୋଦିଙ୍କ ବିବାଦୀୟ ନୀତି

ନୂଆଦିଲ୍ଲୀ, ୨୧।୧୧: ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବିପୁଳ ଜନାଦେଶ ପାଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିମଧ୍ୟରେ ଅନେକ ବିବାଦୀୟ ନୀତି କାର୍ଯ୍ୟକାରୀ କରିବା ସହ କେତେକକୁ ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ୩ କୃଷି ଆଇନ…

‘ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ହେବି’

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରାଜ୍ୟରେ ସ୍କୁଲ ରୂପାନ୍ତରଣ ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୫ ଜିଲାର ୧୪୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତ୍‌ସିଂହପୁରର ୧୪ ସ୍କୁଲ, ଦେବଗଡ଼ର…

କୃଷି ବିଲ୍‌ରେ ବିଜେଡି ଅସ୍ପଷ୍ଟ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ ଓ ସୁଗମତା) ବିଲ୍‌-୨୦୨୦ ଆଣିବାକୁ ଯୋଜନା କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ସମବାୟ ମନ୍ତ୍ରୀ…

ରାଜସ୍ଥାନ ମନ୍ତ୍ରିମଣ୍ଡଳର ପୁର୍ନଗଠନ ଆଜି, ୫ ବିଧାୟକଙ୍କ ସମେତ ୧୫ ମନ୍ତ୍ରୀ ନେବେ ଶପଥ

ଜୟପୁର,୨୧ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରବିବାର ତାଙ୍କ ମନ୍ତ୍ରିମଣ୍ଡଳର ପୁର୍ନଗଠନ କରିବାକୁ ଯାଉଛନ୍ତି । ରବିବାର ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ ମୋଟ ୧୫ ନେତାଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯିବ । ନୂଆ ମନ୍ତ୍ରୀଙ୍କ ଶପଥ…

କଙ୍ଗନାଙ୍କ ଉପରେ ଦେଶଦ୍ରୋହ

ନୂଆଦିଲ୍ଲୀ, ୨୧।୧୧: ଇନଷ୍ଟାଗ୍ରାମରେ ଷ୍ଟୋରି ପୋଷ୍ଟ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ଉପରେ ରୁଜୁ ହୋଇଛି ଦେଶଦ୍ରୋହ ମାମଲା। ଭାରତୀୟ ଯୁବ କଂଗ୍ରେସ (ଆଇୟାଇସି) ଜାତୀୟ ସମ୍ପାଦକ ଅମ୍ରେଶ ରଞ୍ଜନ ପାଣ୍ଡେ ଓ ଅମବୁଜ ଦିକ୍ସିତ ନୂଆଦିଲ୍ଲୀସ୍ଥିତ ପାର୍ଲାମେଣ୍ଟ ଷ୍ଟ୍ରିଟ୍‌…

ଦୁଇ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ଘନିଷ୍ଠ ସମ୍ପର୍କ ବିଷୟରେ ପ୍ରକାଶ କରିବା ମାନହାନୀ ନୁହେଁ, ହାଇକୋର୍ଟଙ୍କ ରାୟ…

ଲକ୍ଷ୍ନୌ,୨୦।୧୧: ମାନହାନୀ ମାମଲାରେ ଆହ୍ଲାବାଦ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏକ ମାମଲାର ବିଚାର କରି ହାଇକୋର୍ଟ କହିଛନ୍ତି ଯେ,ଦୁଇ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ଘନିଷ୍ଠ ସମ୍ପର୍କ ବିଷୟରେ ପ୍ରକାଶ କରିବା ମାନହାନୀ ନୁହେଁ। ବିଚାରପତି ସୌମିତ୍ର ଦୟାଲ…

ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…

ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍‌ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ, ଜେଲ୍‌ ଅଧିକାରୀ ଏବଂ ରିମାଣ୍ଡିଙ୍ଗ୍‌ ମାଜିଷ୍ଟ୍ରେଟ୍‌ଙ୍କ ଉଦ୍ଦେଶ୍ୟରେ ମାଡ୍ରାସ୍‌ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠଙ୍କ ପକ୍ଷରୁ…

ମନ୍ତ୍ରୀଙ୍କ ପ୍ରେସ୍‌ ସୂଚନା ସମୟରେ ସାଙ୍କେତିକ ଭାଷାର ସୁବିଧା ରହୁ, ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୨୦।୧୧: ରାଷ୍ଟ୍ର ମୁଖ୍ୟ ଅବା ଅନ୍ୟ ମନ୍ତ୍ରୀଙ୍କ ପ୍ରେସ୍‌ ସୂଚନା କାର୍ଯ୍ୟକ୍ରମ ସମୟରେ ସାଙ୍କେତିକ ଭାଷାର ସୁବିଧା ରହୁବୋଲି ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ଏହା ଦ୍ୱାରା ପ୍ରେସ୍‌ ସୂଚନା ସମ୍ପର୍କରେ ଶ୍ରବଣ ଶକ୍ତି ବାଧିତ ଦିବ୍ୟାଙ୍ଗମାନେ ସହଜରେ ଜାଣି…

କୁଲଗାମ୍‌ରେ ଏନ୍‌କାଉଣ୍ଟର…

ଶ୍ରୀନଗର,୨୦।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। କୁଲଗାମରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ନିହତ ଆତଙ୍କବାଦୀଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ଅନ୍ୟ ଆତଙ୍କବାଦୀମାନେ ମଧ୍ୟ ଏହି ଅଞ୍ଚଳରେ ରହିଥିବା…

ପ୍ରତିବର୍ଷ ୩୦ ହେଲିକପ୍ଟର ନିର୍ମାଣ କରିବ ଏଚଏଏଲ୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ରାଷ୍ଟ୍ରାୟତ୍ତ ଏରୋସ୍ପେସ ଏବଂ ପ୍ରତିରକ୍ଷା କମ୍ପାନୀ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ଏଚଏଏଲ୍‌) ବର୍ଷକୁ ପ୍ରାୟ ୩୦ଟି ଲାଇଟ କମ୍ବାଟ ହେଲିକପ୍ଟର (ଏଲସିଏଚ୍‌) ନିର୍ମାଣ କରିବ ବୋଲି ଆଶା କରାଯାଉଛି। ଏନେଇ ଏଚଏଏଲ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆତ୍ମନିର୍ଭର…

ଭାରତରେ ଦିଆଯିବ ବୁଷ୍ଟର ଡୋଜ୍‌, ଆସନ୍ତା ସପ୍ତାହରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସେହିପରି ଦେଶରେ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଏବେ ଦେଶରେ ବୁଷ୍ଟର ଡୋଜ୍‌ ଦିଆଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?