Home Middle

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ରାଞ୍ଚି,୧୯।୧୧: ଚଳିତ ଟି୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୨-୦ରେ ଜିତି ନେଇଛି। ସ୍ଥାନୀୟ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ…

ବଢିଲା ବାୟୁସେନାର ଶକ୍ତି

ଝାନ୍‌ସୀ,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ବାୟୁସେନାକୁ ହିନ୍ଦୁସ୍ତାନ ଏରୋନଟିକ୍ସ ଦ୍ୱାରା ନିର୍ମିତ ହାଲୁକା କମ୍ବାକ୍ଟ ହେଲିକପ୍ଟର ପ୍ରଦାନ କରିଛନ୍ତି । ଡିଆରଡିଓ ଦ୍ୱାରା ଡିଜାଇନ ଓ ବିଇଏଲ ଦ୍ୱାରା ନିର୍ମିତ ଉନ୍ନତ ଇଲେକ୍‌ଟ୍ରୋନିକ ୱାରଫେୟାର ଶୁଟ୍ ଭାରତୀୟ…

ରାଜ୍ୟରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୪୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୧…

ଚାଷୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ପ୍ରଧାନମନ୍ତ୍ରୀ ମୋଦି: କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିଛନ୍ତି। ଦେବ ଦୀପାବଳି ଏବଂ ଗୁରୁ ନାନକ ଦେବ ଜୀଙ୍କର ପବିତ୍ର ପ୍ରକାଶ ପର୍ବର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଦୀପାବଳି…

ଆଜି ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୯।୧୧:ଉତ୍ତରପ୍ରଦେଶ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିବେ। ସେ ସକାଳ ନଅଟା ବେଳେ ଦେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁ ନାନକ ପ୍ରକାଶ ପର୍ବ ଅବସରରେ ପିଏମ୍‌ଓ କାର୍ଯ୍ୟାଳୟ ଦ୍ୱାରା ଏହି ବିଷୟରେ ସୂଚନା…

ଉପରୁ ଛୁଇଁଲେ ବି ଉତ୍ପୀଡ଼ନ

ନୂଆଦିଲ୍ଲୀ,୧୯ା୧୧:ଜଣେ ୧୨ ବର୍ଷୀୟା ବାଳିକାଙ୍କୁ ୩୯ ବର୍ଷୀୟ ଅଭିଯୁକ୍ତ ଖାଦ୍ୟ ଦେବା ବାହାନାରେ ନିଜ ଘରକୁ ନେଇ ଯୌନ ଉତ୍ପୀଡ଼ନ କରିଥିଲେ। ଏହି ମାମଲାରେ ସେସନ୍ସ କୋର୍ଟ ପୋକ୍ସୋ (ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ) ଆଇନ ଏବଂ…

ଦେଶକୁ ମିଳିବ ପ୍ରଥମ ସ୍ୱଦେଶୀ ଆଟାକ ହେଲିକପ୍ଟର

ନୂଆଦିଲ୍ଲୀ,୧୯ ।୧୧: ଦେଶ ଓ ଦେଶର ସେନାଙ୍କ ପାଇଁ ଶୁକ୍ରବାର ଅର୍ଥାତ୍ ୧୯ ନଭେମ୍ବର ଏକ ବିଶେଷ ଦିନ ହେବାକୁ ଯାଉଛି । କାରଣ ଶୁକ୍ରବାର ଭାରତୀୟ ବାୟୁସେନାକୁ ମିଳିବ ସବୁଠାରୁ ହାଲୁକା ଆଟାକ ହେଲିକପ୍ଟର । ଆଉ ସବୁଠାରୁ ଗର୍ବର…

କୋର୍ଟରେ ଜଜ୍‌ଙ୍କୁ ପିଟିଲେ ପୋଲିସ ଅଧିକାରୀ

ମଧୁବନି(ବିହାର),୧୮।୧୧: କୋର୍ଟ ମଧ୍ୟରେ ଜଜ୍‌ଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଛନ୍ତି ଦୁଇ ଜଣ ପୋଲିସ କର୍ମୀ। ବିହାରର ମଧୁବନି ଜିଲାରେ ବୁଧବାର ଘଟିଛି ଏହି ଘଟଣା। ଝାଁଝରପୁର କୋର୍ଟରେ ଏକ ମାମଲାର ଶୁଣାଣି ଚାଲିଥିବା ବେଳେ ଦୁଇ ଜଣ ପୋଲିସ…

‘ଯାହା ହେଉଛି ହେଉ, ମୁଁ ଚାଷୀଙ୍କ ସପକ୍ଷରେ କହିବି’

ନୂଆଦିଲ୍ଲୀ,୧୮।୧୧: ପରିଣାମ ଯାହା ହେଉ ପଛେ, ମୁଁ ଚାଷୀଙ୍କ ସପକ୍ଷରେ କହିବା ଜାରି ରଖିବି। ଏଭଳି କହି ଭାଜପାର ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମେଘାଳୟ ରାଜ୍ୟପାଳ ସତ୍ୟପାଲ ମଲିକ। ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଇ ମେଘାଳୟ ରାଜ୍ୟପାଳ କହିଛନ୍ତି, କାହା…

ସିବିଏସ୍‌ଇ-ଆଇସିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ ହେବ ନାହିଁ , ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୮।୧୧: ସିବିଏସ୍‌ଇ-ଆଇସିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ ହେବ ନାହିଁ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ କରିବାକୁ କେତେକ ଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ଏ.ଏମ୍‌.…

୫ ଲକ୍ଷ କୋଟିରୁ ଅଧିକ ରିକଭରି କରିଛନ୍ତି ସରକାର, ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ହୋଇଛି ସୁଦୃଢ଼…

ନୂଆଦିଲ୍ଲୀ,୧୮।୧୧: ଦେଶରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ସମ୍ପ୍ରତି ସୁଦୃଢ଼ ହୋଇ ପାରିଛି। ୨୦୧୪ରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ୬-୭ ବର୍ଷ ମଧ୍ୟରେ ବହୁ ସଂଶୋଧନ ଆଣିଛନ୍ତି। ଫଳରେ ୫ ଲକ୍ଷ କୋଟିରୁ ଅଧିକ ରିକଭରି ସମ୍ଭବ ହୋଇପାରିଛି।…

ଅରୁଣାଚଳ ପ୍ରଦେଶରେ ୬୦ କୋଠା ନିର୍ମାଣ କରିଛି ଚାଇନା, ସାଟେଲାଇଟ୍‌ ଫଟୋ କଲା ପର୍ଦ୍ଦାଫାଶ୍‌…

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନାର ଅନୁପ୍ରବେଶ ଜାରି ରହିଛି। ଅରୁଣାଚଳ ପ୍ରଦେଶରେ ଚାଇନା ୬୦ କୋଠା ନିର୍ମାଣ କରିଛି। ସାଟେଲାଇଟ୍‌ ଫଟୋରୁ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ପୂର୍ବରୁ ଚାଇନା ଏଠାରେ ପ୍ରଥମ କେତେକ କୋଠାଘର ନିର୍ମାଣ କରିଥିଲା। ୨୦୧୯ ମାର୍ଚ୍ଚ ୧୯ ସାଟେଲାଇଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?