Home Middle

ଶୋପିଆନ୍‌ ଏନ୍‌କାଉଣ୍ଟରରେ ଲଶ୍କର କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୯।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ଶୀର୍ଷ କମାଣ୍ଡର ଇଶଫାକ୍‌ ଡାର…

ଟାର୍ଗେଟ୍‌ରେ ଭାରତୀୟ ପ୍ରତିଷ୍ଠାନ

ନୂଆଦିଲ୍ଲୀ/ କାବୁଲ, ୧୯।୭: ଆଫଗାନିସ୍ତାନରେ ଥିବା ଭାରତୀୟ ପ୍ରତିଷ୍ଠାନଗୁଡ଼ିକୁ ଟାର୍ଗେଟ କରିବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦେଶର ଆତଙ୍କବାଦୀ ସଂଗଠନଗୁଡ଼ିକୁ ତାଲିବାନ ସହ ମିଶି କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶକ୍ରମେ ପାକିସ୍ତାନରୁ ୧୦ ହଜାରରୁ…

ଜାଲରେ ୪୦ ଭାରତୀୟ ନେତା, ଖବରଦାତା

ନୂଆଦିଲ୍ଲୀ, ୧୯ା୭: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେର ପୁଣି ଥରେ ଚର୍ଚ୍ଚାରେ। ଏହି ସ୍ପାଏଓ୍ବେର ଜାଲରେ ଭାରତ ସମେତ ବିଶ୍ୱର ଅନେକ ମନ୍ତ୍ରୀ, ବିରୋଧୀ ଦଳ ନେତା ଓ ଖବରଦାତା ପଡ଼ିଥିବା ଖବର…

ମୁମ୍ବାଇରେ ବର୍ଷା ବିତ୍ପାତ: ୩୨ ମୃତ

ମୁମ୍ବାଇ, ୧୯।୭: ମୁମ୍ବାଇରେ ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବଜ୍ରପାତରେ ୨ଜଣଙ୍କର ଜୀବନ ଯାଇଛି। ପ୍ରବଳ ବର୍ଷା ଫଳରେ ସହରର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି।…

ନ୍ୟୁଜ୍‌ ଓ୍ବେବସାଇଟ୍‌ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ଭାଜପା, ବିଦେଶରୁ ୩୦ କୋଟି ପାଣ୍ଠି ସଂଗ୍ରହ…

ନୂଆଦିଲ୍ଲୀ,୧୮।୭: ଭାଜପା ପକ୍ଷରୁ ଏକ ନ୍ୟୁଜ୍‌ ଓ୍ବେବସାଇଟ୍‌ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଅଣାଯାଇଛି। ନ୍ୟୁଜ୍‌ ଓ୍ବେବସାଇଟ୍‌ ‘ନ୍ୟୁଜ୍‌ କ୍ଲିକ୍‌’ ଦେଶ ବିରୋଧୀ କାର୍ଯ୍ୟ କରିବା ସହିତ ବିଦେଶରୁ ୩୦ କୋଟି ଟଙ୍କାର ପାଣ୍ଠି ସଂଗ୍ରହ କରିଥିବା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ…

ମୁମ୍ବାଇ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ କେତେକ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର…

ତାଲିବାନର ନୂଆ ରଣନୀତି, କାବୁଲ ସହିତ ଯୋଗାଯୋଗ ବିଚ୍ଛିନ୍ନ ଯୋଜନା…

କାବୁଲ,୧୮।୭: ଆଫଗାନିସ୍ତାନରେ ବିଭିନ୍ନ ଅଞ୍ଚଳରେ ଧୀରେଧୀରେ ଆତଙ୍କବାଦୀ ସଂଗଠନ ତାଲିବାନ ସକ୍ରିୟ ହେବାରେ ଲାଗିଛି। ଦେଶର ସୀମାକୁ ତାଲିବାନ ଜବର ଦଖଲ କରିବାରେ ଲାଗିଛି। ରାଜଧାନୀ କାବୁଲକୁ ନିଜ ନିୟନ୍ତ୍ରଣକୁ ଆଣିବା ଲାଗି ତାଲିବାନ ଯୋଜନା କରିଛି। ଇତିମଧ୍ୟରେ ତାଲିବାନ ନିଜର…

ବ୍ରାହ୍ମଣୀକୁ ଲୁଟୁଛନ୍ତି ବାଲିମାଫିଆ

ଭୁବନ, ୧୮।୭: ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳ ଦେଇ ପ୍ରବାହିତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀର ବିସ୍ତୀର୍ଣ୍ଣ ଶଯ୍ୟା ପାଲଟିଛି ବାଲିମାଫିଆଙ୍କ ଭୂସ୍ବର୍ଗ। ପରିବେଶ ମଞ୍ଜୁରୀ ମିଳୁ ନ ଥିବାରୁ ଅନେକ ବାଲିଘାଟ କାର୍ଯ୍ୟକ୍ଷମ ହୋଇପାରୁନାହିଁ, ଯାହାର ସୁଯୋଗ ନେଉଛନ୍ତି ଅସାଧୁ…

ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୨୧୫ ନୂଆ କରୋନା ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ବାକି ୯୪୩ଟି ହେଉଛି ଲୋକାଲ କେସ୍‌। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ଦୈନିକ ସଂକ୍ରମଣ ପୁଣି ଟପିଲା ୪୦ ହଜାର…

ନୂଆଦିଲ୍ଲୀ,୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି…

ପ୍ରବଳ ବର୍ଷାରେ ଭୁଶୁଡ଼ିଲା କାନ୍ଥ…

ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ ସଙ୍କଟ ସୃଷ୍ଟି ହୋଇଛି। ଝୁମ୍ପୁଡ଼ି ବସ୍ତିର କେତେକ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ମାଟି ତଳେ କିଛି ଲୋକ ଦବି…

ନ୍ୟାୟପାଳିକା ଉପରେ ଦେଶବାସୀଙ୍କ ଭରସା

ନୂଆଦିଲ୍ଲୀ, ୧୮।୭: ବିଶ୍ୱର ସର୍ବବୃହତ୍‌ ଗଣତନ୍ତ୍ର ଭାରତର ବିଚାର ବ୍ୟବସ୍ଥା ଉପରେ ଦେଶବାସୀଙ୍କ ଭରସା ରହିଛି। ସେମାନେ କୋର୍ଟରୁ ନ୍ୟାୟ ପାଇବା ନେଇ ଦୃଢ଼ ନିଶ୍ଚିତ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମାନା ଶନିବାର କହିଛନ୍ତି। ଯେତେବେଳେ ଦେଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri