ଦୈନିକ ସଂକ୍ରମଣ ଲକ୍ଷେ ଛୁଇଁବ
ନୂଆଦିଲ୍ଲୀ, ୧୮।୭: ଭାରତରେ ଅଗଷ୍ଟ ଶେଷ ବେଳକୁ କୋଭିଡ୍ ସଂକ୍ରମଣର ତୃତୀୟ ଲହର ଦେଖାଦେବ। ସେହି ସମୟରେ ଦୈନିକ ସଂକ୍ରମଣ ୧ ଲକ୍ଷ ଛୁଇଁବା ସମ୍ଭାବନା ରହିଛି ବୋଲି ଇଣ୍ଡିଆନ କାଉନ୍ସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍ଆର୍)ର ବରିଷ୍ଠ ବୈଜ୍ଞାନିକ ସୂଚନା…
ଦଶମ ପିଲାଙ୍କ ପାଇଁ ନୂଆ ଢାଞ୍ଚା
ଭୁବନେଶ୍ୱର, ୧୭।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ପରୀକ୍ଷା ହେବ। ଏଭଳି ପନ୍ଥା ଆପଣେଇଛି ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍ଇ)। ରାଜ୍ୟରେ ଯଦି କୋଭିଡ୍ କଟକଣା କିମ୍ବା ଅନ୍ୟ କୌଣସି କାରଣରୁ ବିଦ୍ୟାଳୟ ବନ୍ଦ ରୁହେ,…
ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍ଲାଇନ୍ ଯୋଗେ ପାଠ ପଢ଼ାଯାଉଛି। ମାତ୍ର ଏହା ଦ୍ୱାରା ଅନେକ ଛାତ୍ରୀଛାତ୍ର ଉପକୃତ ହୋଇପାରୁ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ…
ସୀମାରେ ରହିବନି ଗଳାବାଟ, ଅନୁପ୍ରବେଶ ହେବ ବନ୍ଦ…
ନୂଆଦିଲ୍ଲୀ,୧୭।୭: ଭାରତର ସୀମା ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୨୦୨୨ ସୁଦ୍ଧା ସୀମାରେ କୌଣସି ଗଳାବାଟ ରହିବନି। ଯେଉଁ ଦେଶର ସୀମା ଯେତେ ସୁଦୃଢ଼ ସେ ଦେଶ ସେତେ ସୁରକ୍ଷିତ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ଦିଲ୍ଲୀରୁ ଖୁସି ଖବର, ଡେଲ୍ଟା ଭାରିଆଣ୍ଟ୍ କ୍ଷେତ୍ରରେ ୯୯ ପ୍ରତିଶତ ପ୍ରଭାବଶାଳୀ ହେଉଛି ଭାକ୍ସିନ୍…
ମୁମ୍ବାଇ/ପୁଣେ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୁଣେ…
ସାବଧାନ ! ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ, ଚେତାବନୀ ଦେଲେ ନୀତି ଆୟୋଗ…
ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଲୋକଙ୍କ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ହର୍ଡ ଇମ୍ୟୁନିଟି ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ ବୋଲି ନୀତି ଆୟୋଗ ପକ୍ଷରୁ କୁହାଯାଇଛି। ନୀତି ଆୟୋଗ ସଦସ୍ୟ…
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ…
ଦିନେ କମିଲେ ଦିନେ ବଢ଼ୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ
ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାରରୁ ଅଧିକ ରହୁଛି। ରାଜ୍ୟରେ କରୋନା କଟକଣା କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ ମିଳିଛି। ଯାହାଫଳରେ…
୧୨ରୁ ୧୮ ବର୍ଗଙ୍କ ଟିକାକରଣ ଶୀଘ୍ର କରାଯାଉ
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ତେଣୁ ପ୍ରାଥମିକତା ଦେଇ ୧୨ରୁ ୧୮ ବର୍ଷ ବର୍ଗଙ୍କ ପାଇଁ…
ତୃତୀୟ ଲହର ପିଲାଙ୍କ ପାଇଁ ବିପଦ
ନୂଆଦିଲ୍ଲୀ,୧୬।୭: ପିଲାମାନେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। ସେମାନଙ୍କୁ ସୁରକ୍ଷିତ ରଖିବା ଲାଗି ଆମକୁ ଉପଯୁକ୍ତ ଯୋଜନା ଦରକାର। ବର୍ତ୍ତମାନ ଦେଶର କୋଭିଡ୍-୧୯ ସ୍ଥିତି ସମ୍ପର୍କରେ ଆୟୋଜିତ ଏକ ସମ୍ମିଳନୀରେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ…
ଟି୨୦ ବିଶ୍ୱକପ୍ : ଇଂଲଣ୍ଡ ନୁହେଁ, ଭାରତ ଫେଭରାଇଟ୍
ୟୁଏଇ,୧୬।୭: ଚଳିତ ବର୍ଷ ଅକ୍ଟୋବର ଓ ନଭେମ୍ବରରେ ହେବାକୁ ଥିବା ଟି୨୦ ବିଶ୍ୱକପ୍ ଜିତିବା ପାଇଁ ଇଂଲଣ୍ଡ ନୁହେଁ ଟିମ୍ ଇଣ୍ଡିଆ ପ୍ରବଳ ଦାବିଦାର। ଏଭଳି ମନ୍ତବ୍ୟ ଦେଇଛନ୍ତି ଇଂଲଣ୍ଡର ଅଧିନାୟକ ଇଆନ ମୋର୍ଗାନ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ କ୍ରିକେଟର…
ଥାନା ସମ୍ମୁଖରେ ଚାଲିଥିଲା ନକଲି ମଦ କାରଖାନା
ରୂପ୍ସା/ବସ୍ତା,୧୬।୭: ବାଲେଶ୍ୱର ଜିଲା ଓ ବସ୍ତା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଶୁକ୍ରବାର ସିଂଲା ଥାନା ସମ୍ମୁଖ ବଜାରରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ମଦ ବ୍ୟବସାୟୀ ତାରାଶଙ୍କର ଜେନାଙ୍କୁ ଗିରଫ କରାଯାଇଛି। ଏହି…
Archives


