Home Middle

ହାରୁଛି କରୋନା…

ନୂଆଦିଲ୍ଲୀ,୧୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୨୯୯ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ…

ଆଜିଠୁ ଖୋଲିବ ଷଷ୍ଠ, ସପ୍ତମ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଏହି ଦୁଇ ଶ୍ରେଣୀର ପିଲାମାନେ ଏବେ ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ। ସକାଳ ସାଢ଼େ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କ୍ଲାସ୍‌ ହେବ। କିନ୍ତୁ…

ନ୍ୟାୟ ବ୍ୟବସ୍ଥା ସ୍ବାଧୀନତାର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ, ୧୫।୧୧(ପି.ଟି.): ତଳ କୋର୍ଟ ଓ ଜିଲା ଅଦାଲତଗୁଡ଼ିକର କାର୍ଯ୍ୟ ଜରିଆରେ ଲକ୍ଷ ଲକ୍ଷ ଲୋକ ଭାରତୀୟ ନ୍ୟାୟ ବ୍ୟବସ୍ଥାର ମନୋଭାବ ସମ୍ପର୍କରେ ଅବଗତ ହୋଇଥାନ୍ତି ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି. ରମନା କହିଛନ୍ତି। ତେଣୁ ସବୁ ସ୍ତରରେ…

ପ୍ରତିରକ୍ଷା ମନ୍ତ୍ରଣାଳୟ କଳା ତାଲିକାରେ ୬ କମ୍ପାନୀ

ନୂଆଦିଲ୍ଲୀ, ୧୫।୧୧: ପ୍ରତିରକ୍ଷା ମନ୍ତ୍ରଣାଳୟ ୬ଟି କମ୍ପାନୀକୁ କଳା ତାଲିକାଭୁକ୍ତ କରିଛି। ଉକ୍ତ କମ୍ପାନୀଗୁଡ଼ିକ ସହ ପ୍ରତିରକ୍ଷା ସମ୍ପର୍କିତ କୌଣସି ସରଞ୍ଜାମ କ୍ରୟ ପାଇଁ ଚୁକ୍ତିନାମା କରାଯିବ ନାହିଁ। ବାଦ୍‌ ପଡ଼ିଥିବା କମ୍ପାନୀଗୁଡ଼ିକ ହେଲେ ସିଙ୍ଗାପୁର ଟେକ୍‌ନୋଲୋଜିଜ୍‌ କାଇନେଟିକ୍ସ ଲିଃ(ଏସ୍‌ଟିକେ), ଇସ୍ରାଏଲ୍‌…

ଡିସେମ୍ବର ୧ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ଗୃହରେ ଆଗତ ହେବ। ରବିବାର ଏନେଇ ବିଧାନସଭା ସଚିବାଳୟ…

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…

୧୫ ବର୍ଷର ସ୍ବପ୍ନ ପୂରା କଲେ ଓ୍ବାର୍ନର-ମାର୍ଶ

ଦୁବାଇ,୧୪।୧୧: ପୁଣି ଥରେ ଆଇସିସି ବିଶ୍ୱକପ୍‌ ଫାଇନାଲରେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ହାତରେ ଲାଗିଛି ପରାଜୟ। ଏଥର ଫାଇନାଲରେ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ହରାଇ ଦେଇ ଅଷ୍ଟ୍ରେଲିଆ ହାସଲ କରିଛି ଟି୨୦ ବିଶ୍ୱକପ୍‌। ଏଥିସହ ପୂରଣ ହୋଇଛି ଅଷ୍ଟ୍ରେଲିଆର ୧୫…

ଅନ୍ତିମ ୧୦ ଓଭରରେ ନିର୍ଦ୍ଧୁମ ଛେଚିଲେ ଓ୍ବିଲିୟମସନ

ଦୁବାଇ,୧୪।୧୧: ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ପ୍ରଥମ ୧୦ ଓଭରରେ ୫୭/୧ ଥିଲା। ପରବର୍ତ୍ତୀ ୧୦ ଓଭରରେ ସବୁ କିଛି ବଦଳି ରଖି ଦେଇଥିଲେ ଅଧିନାୟକ କେନ ଓ୍ବିଲିୟମସନ। ମାତ୍ର ୪୮ ବଲରେ ସେ ଖେଳିଥିଲେ ୮୫ ରନ୍‌ର…

ଆଖି ପିଛୁଳାକେ ନଷ୍ଟ କରିବ ଶତ୍ରୁ ଦେଶର କ୍ଷେପଣାସ୍ତ୍ର

ମସ୍କୋ,୧୪ା୧୧: ଆସନ୍ତା ମାସ ମଧ୍ୟଭାଗରେ ଭାରତ ରୁଷିଆର ପ୍ରସିଦ୍ଧ ଏସ୍‌-୪୦୦ କ୍ଷେପଣାସ୍ତ୍ର ପାଇବ ବୋଲି ଆଶା କରାଯାଉଛି। ଏହି କ୍ଷେପଣାସ୍ତ୍ର ଭାରତର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ। ଏ ସମ୍ବନ୍ଧରେ ଭାରତ ଏବଂ ରୁଷିଆ ୧୫ ଅକ୍ଟୋବର ୨୦୧୬ରେ ଏକ…

ବିସିସିଆଇ ରୋଜଗାର ଉପରେ ଲାଗିବନି ଆୟକର…

ନୂଆଦିଲ୍ଲୀ,୧୪।୧୧: ବିଶ୍ୱ କ୍ରିକେଟରେ ବିସିସିଆଇ ହେଉଛି ସବୁଠାରୁ ଧନୀ କ୍ରିକେଟ ବୋର୍ଡ । ବିସିସିଆଇ ଆଇସିସିକୁ ମଧ୍ୟ ସର୍ବାଧିକ ଟଙ୍କା ଦେଇଥାଏ। ଯେବେଠାରୁ ଆଇପିଏଲ ଆରମ୍ଭ ହୋଇଛି, ବୋର୍ଡର ଏକ ଭିନ୍ନ ଆଭିମୁଖ୍ୟ ଦେଖିବାକୁ ମିଳୁଛି। ଏହା ସ୍ପଷ୍ଟ ଯେ ଯେତେବେଳେ…

ଲୋକଙ୍କୁ ପ୍ରଥମ ଡୋଜ୍‌ ମିଳି ନଥିବା ବେଳେ ବୁଷ୍ଟର ଡୋଜ୍‌ ସମ୍ପର୍କରେ କହିବା ଯୁକ୍ତିହୀନ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ…

ଜେନେଭା,୧୪।୧୧: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। କେତେକ ଦେଶରେ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଦୁଇ ଡୋଜ୍‌ ଟିକାପରେ ବୁଷ୍ଟର…

ଏଲ୍‌ଏସିରେ ଭାରତୀୟ ଯବାନଙ୍କ ସଂଖ୍ୟା ବଢ଼ିଲା…

ଲଦାଖ,୧୪।୧୧: ଲଦାଖରେ ଚାଇନା ଏବଂ ପାକିସ୍ଥାନକୁ କଡ଼ା ଜବାବ ଦେବା ପାଇଁ ଭାରତୀୟ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ। ପ୍ରବଳ ଶୀତରେ, ଶତ୍ରୁ ପକ୍ଷର ଯେ କୌଣସି କାର୍ଯ୍ୟର କଡ଼ା ମୁକାବିଲା ଲାଗି ଭାରତୀୟ ସେନା ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?