Home Middle

ଦରମାରେ ଚଳିପାରୁନାହାନ୍ତି ମାସଯାକ? ଏହି ସାଇଡ୍‌ ବିଜନେସରେ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍ଲୀ,୧୨।୧୧: ଯଦି ଆପଣଙ୍କର ଦରମା ମାସ ସରୁ ସରୁ ସରି ଯାଉଛି। ଏବଂ ଆପଣ ଆପଣଙ୍କର ଘର ଖର୍ଚ୍ଚ ପୂରଣ କରିବାକୁ ଟଙ୍କା ରହୁନି, ତେବେ ଚିନ୍ତା କରନ୍ତୁ ନାହିଁ। ଏବେ, କେବଳ ଆପଣଙ୍କ ଚାକିରି ଉପରେ ନିର୍ଭର କରିବାର...

ଇଣ୍ଟରନେଟ୍‌ର ନୂଆ ‘କ୍ରସ୍’ ପାଲଟିଲେ ଏହି ଅଭିନେତ୍ରୀ, ପସନ୍ଦ ଓଡ଼ିଆ ଖାଇବା

ମୁମ୍ବାଇ: ମରାଠୀ ଓ ହିନ୍ଦୀ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତ୍ରୀ ଗିରିଜା ଓକ୍ ବର୍ତ୍ତମାନ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇ ଇଣ୍ଟରନେଟ୍‌ର ନୂଆ ‘କ୍ରସ୍’ (New Crush) ପାଲଟିଛନ୍ତି। ଏକ ସାକ୍ଷାତକାରରେ ସେ ନୀଳ ରଙ୍ଗର ଶାଢ଼ୀ ପିନ୍ଧିଥିବାର ଏକ...

ଆୟ ବଢୁଛି, କିନ୍ତୁ ସମ୍ପତ୍ତି ବଢୁନାହିଁ: ଭାରତୀୟଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣୁଛି FOMO-YOLO ଚିନ୍ତାଧାରା

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ଅର୍ଥନୀତି ବିଶ୍ୱର ଅଭିବୃଦ୍ଧି କ୍ଷେତ୍ରରେ ଏକ ଉଜ୍ଜ୍ୱଳ ସ୍ଥାନ ହୋଇ ରହିଥିବାବେଳେ, ଏହାର ଯୁବପିଢ଼ିଙ୍କ ଆୟ ବଢୁଥିଲେ ମଧ୍ୟ ସେମାନଙ୍କ ପାଖରୁ ସମ୍ପତ୍ତି ଦୂରେଇ ଯାଉଥିବା ପରିଲକ୍ଷିତ ହେଉଛି। ଆଜିର ‘ଜେନ୍-ଜି’ ଏବଂ ‘ମିଲେନିଆଲ୍ସ’ ଯୁବପିଢ଼ିଙ୍କ ଜୀବନଶୈଳୀ...

ବିଦେଶରୁ ଫେରି ଲାଲ୍ କିଲ୍ଲା ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୨: ଭୁଟାନରୁ ଦୁଇ ଦିନିଆ ବିଦେଶ ଗସ୍ତ ସାରି ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ଦିଲ୍ଲୀର ଲୋକ ନାୟକ ଜୟପ୍ରକାଶ (LNJP) ଡାକ୍ତରଖାନାରେ ଲାଲ୍ କିଲ୍ଲା ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଭେଟିଛନ୍ତି। ଜାତୀୟ ରାଜଧାନୀର ଏହି...

ଓଡ଼ିଶା SI ପରୀକ୍ଷା ଦୁର୍ନୀତି: ମୁଖ୍ୟ ଅଭିଯୁକ୍ତ ଶଙ୍କରର ସହଯୋଗୀ ସାଗର ଗୌଡ଼ା ଗିରଫ

ଭୁବନେଶ୍ୱର,୧୨ା୧୧: ଓଡ଼ିଶା ସବ୍-ଇନ୍ସପେକ୍ଟର (SI) ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ଏକ ବଡ଼ ସଫଳତା ପାଇଛି। କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିଙ୍କ ଘନିଷ୍ଠ ସହଯୋଗୀ ସାଗର କୁମାର ଗୌଡ଼ାଙ୍କୁ ଗିରଫ କରିଛି। ୨୨ ବର୍ଷୀୟ ଗୌଡ଼ା ଗଞ୍ଜାମ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଲିଯାତ୍ରା ଅବଧି ବଢ଼ାଇ କହିଲେ ଲୋକଙ୍କ…

ଭୁବନେଶ୍ୱର/କଟକ,୧୨ା୧୧: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍‌ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ...

ମୁସଲମାନଙ୍କୁ ଆହ୍ବାନ

ଭାରତର ରାଜଧାନୀ ଦିଲ୍ଲୀର ଐତିହାସିକ ଲାଲ୍‌କିଲ୍ଲା ନିକଟରେ ୧୦ ନଭେମ୍ବରରେ ହୋଇଥିବା କାର୍‌ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ସରକାରୀ ସୂତ୍ର ଅନୁଯାୟୀ ୧୩ରେ ପହଞ୍ଚିଛି। ଘଟଣା ଘଟିଥିବା ସନ୍ଧ୍ୟାରେ ପ୍ରଥମେ ବିଭିନ୍ନ ଖବର ସରବରାହ ସଂସ୍ଥା ମୃତ୍ୟୁ ସଂଖ୍ୟା ୮ରୁ...

ଅଚାନକ ବିଗିଡ଼ିଲା ଗୋବିନ୍ଦାଙ୍କ ସ୍ବାସ୍ଥ୍ୟାବସ୍ଥା: ଅଚେତ ଅବସ୍ଥାରେ ମିଳିଲା…

ବଲିଉଡ ଅଭିନେତା ଏବଂ ପୂର୍ବତନ ଏମ୍‌ପି ଗୋବିନ୍ଦାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯାଇଛି। ବିଳମ୍ବିତ ରାତିରେ ଗୋବିନ୍ଦାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯାଇଥିଲା। ରିପୋର୍ଟ ଅନୁଯାୟୀ, ଦିଗଭ୍ରଷ୍ଟ ହେବାରୁ ତାଙ୍କ ଅବସ୍ଥା ଖରାପ ହୋଇଯାଇଥିଲା। ଗୋବିନ୍ଦାଙ୍କୁ ଜୁହୁ ଉପନଗରୀୟ କ୍ରିଟିକେୟାର...

ଆଉ ଥରେ ହେଉ ନୂଆପଡ଼ା ଉପନିର୍ବାଚନ, କଂଗ୍ରେସ ବଟନ ଟିପିଲେ ଭାଜପାକୁ ଯାଉଛି: ସାଂଘାତିକ ଅଭିଯୋଗ କଲା କଂଗ୍ରେସ

ଭୁବନେଶର,୧୨।୧୧: ନୂଆପଡ଼ାର ଉପନିର୍ବାଚନରେ ଭୋଟ ଚୋରି ନେଇ ସାଙ୍ଘାତିକ ଅଭିଯୋଗ ଆଣିଛି କଂଗ୍ରେସ। ଏହି ଅବସରରେ ମଙ୍ଗଳବାର ଏକ ପ୍ରେସ ବାର୍ତ୍ତା ମାଧ୍ୟମରେ ପିସିସି ଉପସଭାପତି ତଥା ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର ଖବରଦାତାଙ୍କୁ ସୂଚନା ପ୍ରଦାନ କରି କହିଛନ୍ତି,...

Delhi Blast: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ସହାୟତା

ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣ ଦେଶକୁ ଥରାଇ ଦେଇଛି। ଏଥିରେ ଦଶ ଜଣଙ୍କର ମୃତ୍ୟୁ ହୋଇଛି ଏବଂ 20 ରୁ ଅଧିକ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ LNJP ହସ୍ପିଟାଲରେ ଭର୍ତ୍ତି...

ସରିଲା ନୂଆପଡ଼ା ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ୱର/ନୂଆପଡ଼ା,୧୧ା୧୧(ରବିନାରାୟଣ ଜେନା/ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ମଙ୍ଗଳବାର ଶେଷ ହୋଇଛି। ସମ୍ବେଦନଶୀଳ ଏବଂ ସଖୀ ବୁଥ୍‌ ସମେତ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳରେ ମତଦାନ ପ୍ରାୟ ଶାନ୍ତିପୂର୍ଣ୍ଣ ଭାବେ ହୋଇଛି। ରାତି ୯ଟା ପର୍ଯ୍ୟନ୍ତ ୭୯.୦୨ପ୍ରତିଶତ ମତଦାନ ସାବ୍ୟସ୍ତ...

ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri