ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା
ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କଳାହାଣ୍ଡି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
ଏଥର ସ୍ବାଧୀନତା ଦିବସରେ ଲାଲ୍କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର
ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ ଯୁବଶକ୍ତିର ଅବଦାନ ଏହି କାର୍ଯ୍ୟକ୍ରମର…
ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ
ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି ଯେ ଯଦି ଏକ ଚୁକ୍ତି ହୁଏ, ତେବେ ଆମେରିକା ଏହାର ପ୍ରମୁଖ ସର୍ତ୍ତଗୁଡ଼ିକୁ…
ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’
ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର ଜେନେରାଲ ଅଲି ଜାହାନଶାହୀ ରବିବାର କହିଛନ୍ତି ଯେ ଇରାନ ମାଟିରେ ପାଦ ଦେଉଥିବା…
କେବଳ ନଜର ନୁହେଁ
ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ କରି ନିଜର ପ୍ରଭାବ ଜାହିର କରି ରଖିଛି। ପାକିସ୍ତାନ ମଧ୍ୟସ୍ଥତାରେ ଶାନ୍ତି ଆଲୋଚନାରେ…
Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର
ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏହି କଡ଼ା ମୁକାବିଲାରେ ଆଇଆଇଟି ଗୁଆହାଟୀ ପ୍ରଥମ ରନର୍ସ-ଅପ୍…
Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …
ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର ଡି.ଏ.ଭି. ପବ୍ଲିକ ସ୍କୁଲ, ୟୁନିଟ-୮ ଚାମ୍ପିୟନ୍ ହେବାର ଗୌରବ ଅର୍ଜନ କରିଛି। ତୀବ୍ର…
Mettle Meet 2026: Live Updates: ଆଜି ଗ୍ରାଣ୍ଡ୍ ଫିନାଲେ
ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ,…
ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ
ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶତାଧିକ ମହିଳା ଏକାଠି ହୋଇ ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…
୩୮ ଏମ୍ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ
ଭୁବନେଶ୍ୱର,୯।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୋଟ ୩୮ ଏମ୍ଓୟୁ ସ୍ବାକ୍ଷରିତ ହୋଇଛି। ଫଳରେ ଓଡ଼ିଶାକୁ ୬୬,୩୯୨…
Mettle Meet 2026: ଆଜି ଗ୍ରାଣ୍ଡ୍ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍
ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍ ମିଟ୍-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ୍ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର…
Mettle Meet 2026: ସିନିୟର୍ ଫାଇନାଲ୍ରେ ୮ ଟିମ୍, ଆସନ୍ତାକାଲି ବଡ଼ ଟକ୍କର
ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

