Home Middle

ଆତଙ୍କବାଦୀ ଆକ୍ରମଣ, କମାଣ୍ଡିଂ ଅଫିସର ଶହୀଦ୍‌…

ସୂରଜଚାନ୍ଦପୁର,୧୩।୧୧: ମଣିପୁରର ସୁରଜଚାନ୍ଦପୁର ଜିଲାରେ ଏକ ଆତଙ୍କବାଦୀ ଆକ୍ରମଣରେ ଆସାମ ରାଇଫଲ୍ସର କମାଣ୍ଡିଂ ଅଫିସର ଏବଂ ତାଙ୍କ ପରିବାର ସଦସ୍ୟ ଶହୀଦ୍‌ ହୋଇଛନ୍ତି। ସିଙ୍ଗନଗଟ ସବଡିଭିଜନର ଏସ ସେହକେନ ଗ୍ରାମ ନିକଟରେ ଏହି ଆକ୍ରମଣ ହୋଇଛି। କଲୋନେଲ ବିପ୍ଲବ ତ୍ରିପାଠୀ (ସିଓ-୪୬…

ତୁଷାରପାତ ପୂର୍ବରୁ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର, ପାକିସ୍ତାନ ସହ ହାତ ମିଳାଇଛି ଚାଇନା…

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀରରେ ଶୀତଦିନେ ହେଉଥିବା ତୁଷାରପାତ ସୁଯୋଗ ନେଇ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର ରଚିଛନ୍ତି। ଏନେଇ ପାକିସ୍ତାନ ସହିତ ଚାଇନା ହାତ ମିଳାଇଛି। ବରଫପାତ ପୂର୍ବରୁ ଚାଇନାର ପିଏଲ୍‌ଏ ଏବଂ ପାକିସ୍ତାନୀ ସୈନ୍ୟବାହିନୀ ମିଳିତ ଭାବେ ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ…

ଜମ୍ମୁ-କଶ୍ମୀରରେ ୩୮ ପାକିସ୍ତାନୀ ଆତଙ୍କବାଦୀ, ଗୋଇନ୍ଦା ରିପୋର୍ଟ…

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀରରେ ପାକିସ୍ତାନୀ ଆତଙ୍କବାଦୀମାନେ ଶାନ୍ତି ଭଙ୍ଗ କରିବାକୁ କ୍ରମାଗତ ଷଡଯନ୍ତ୍ର କରୁଛନ୍ତି। ଟାର୍ଗେଟ କିଲିଂ ଠାରୁ ଆରମ୍ଭ କରି ଯୁବକମାନଙ୍କୁ ପ୍ରତାରଣା କରି ଆତଙ୍କବାଦ ପଥରେ ଠେଲିଦେବା ଯୋଜନା ଜାରି ରଖିଛନ୍ତି। ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଥିବା…

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ରାଜଧାନୀରେ ୨ ଦିନିଆ ଲକଡାଉନ୍‌ ପାଇଁ ସୁପ୍ରିମ୍‌କୋର୍ଟଙ୍କ ପରାମର୍ଶ…

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ପ୍ରଧାନ ବିଚାରପତି ଏନ୍‌.ଭି. ରମନା ପରାମର୍ଶ ଦେଇଛନ୍ତି ଯେ, କେନ୍ଦ୍ର ସରକାର ରାଜଧାନୀ ଦିଲ୍ଲୀରେ ୨ ଦିନିଆ ଲକଡାଉନ୍‌ ଘୋଷଣା ପାଇଁ ବିଚାର କରିବା…

ସ୍ବାସ୍ଥ୍ୟ ସେବା ବିକାଶ ପାଇଁ ୧୯ ରାଜ୍ୟକୁ ୮,୪୫୩.୯୨ କୋଟି, ବିହାରକୁ ସର୍ବାଧିକ…

ନୂଆଦିଲ୍ଲୀ,୧୩।୧୧: ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ ରାଜ୍ୟକୁ ୮,୪୫୩.୯୨ କୋଟି ଅନୁଦାନ ପ୍ରଦାନ କରାଯାଇଛି। ୧୯ଟି ରାଜ୍ୟର ଗ୍ରାମାଞ୍ଚଳ ତଥା ସହରାଞ୍ଚଳରେ ବିକଶିତ ସ୍ବାସ୍ଥ୍ୟ ସେବା ଯୋଗାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି…

୫ ଶହ ଟପିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୮୫୦ ରେ…

ରାଜ୍ୟରେ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୩ ଜଣ…

ଫେରିଲା ହିନ୍ଦୁତ୍ୱ ବିବାଦ

ନୂଆଦିଲ୍ଲୀ/ଓ୍ବାର୍ଦ୍ଧା/ସମ୍ଭଲ,୧୩।୧୧: ଅଯୋଧ୍ୟା ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଲମାନ ଖୁର୍ସିଦଙ୍କ ପୁସ୍ତକକୁ ନେଇ ଅଡ଼ୁଆରେ ପଡ଼ିଥିବା କଂଗ୍ରେସ ଏବେ ସଫେଇ ଦେବାରେ ଲାଗିଛି। ୬୮ ବର୍ଷୀୟ ଖୁର୍ସିଦ ‘ସନ୍‌ରାଇଜ୍‌ ଓଭର ଅଯୋଧ୍ୟା: ନେଶନହୁଡ୍‌ ଇନ୍‌ ଆଓ୍ବାର ଟାଇମ୍ସ’ରେ ହିନ୍ଦୁତ୍ୱକୁ ଆଇଏସ୍‌ ଏବଂ ବୋକୋ…

ଚାଇନା ସବୁଠୁ ବଡ଼ ବିପଦ: ସିଡିଏସ୍‌

ନୂଆଦିଲ୍ଲୀ, ୧୩।୧୧: ଭାରତର ସୁରକ୍ଷା ପ୍ରତି ଚାଇନା ସବୁଠୁ ବଡ଼ ବିପଦ ଭାବେ ଉଭା ହୋଇଛି। ସେଥିପାଇଁ ଗତବର୍ଷ ଚାଇନା ସୀମାକୁ ଭାରତ ହଜାର ହଜାର ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ପଠାଇଥିଲା। ବିଶ୍ୱାସର ଅଭାବ ସାଙ୍ଗକୁ ସନ୍ଦେହ ବଢ଼ୁଥିବାରୁ ଭାରତ-ପାକ୍‌ ସୀମା…

କପ୍‌୨୬ ଲକ୍ଷ୍ୟ ହାସଲ ନେଇ ଆଶଙ୍କା

ଗ୍ଲାସ୍‌ଗୋ,୧୩।୧୧: ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗରେ ବ୍ରିଟେନର ଗ୍ଲାସ୍‌ଗୋ ସହରରେ ଗତ ୨ ସପ୍ତାହ ଧରି ଚାଲିଥିବା ଅନ୍ତର୍ଜାତୀୟ ସମ୍ମିଳନୀ କପ୍‌୨୬ ଶୁକ୍ରବାର ବିଳମ୍ବିତ ରାତିରେ ଶେଷ ହୋଇଛି। ଏଥିରେ ବିଶ୍ୱର ତମାମ ରାଜନେତା ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ହ୍ରାସ କରିବା ପାଇଁ…

କଳାହାଣ୍ଡି ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ଏନ୍‌ସିପିସିଆର୍‌

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡିର ସନ୍‌ସାଇନ ପବ୍ଲିକ୍‌ ସ୍କୁଲ୍‌ର ନାବାଳିକା ଛାତ୍ରୀମାନଙ୍କୁ ଯୌନ ଶୋଷଣ କରାଯିବା ଅଭିଯୋଗର ତୁରନ୍ତ ତଦନ୍ତ କରି ୩ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବା ଲାଗି ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) କଳାହାଣ୍ଡି ଏସ୍‌ପିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?