Home Middle

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ…

ନୂଆ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ, ୮।୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିଲା ପ୍ରଥମ ବୈଠକ। ଏଥିରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା କରାଯିବା ସମେତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ…

ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,୮।୭: ୩ ଦିନ ପରେ ରଥଯାତ୍ରା। ଚଳିତ ବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭର୍ଚୁଆଲ ମାଧ୍ୟମରେ ଏକ ସମୀକ୍ଷା…

୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା,…

୨୪ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୭: ରାଜ୍ୟର ୧୦ରୁ ଅଧିକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର,…

ଦିନେ ଥିଲେ ଶ୍ରମିକ, ଆଜି ମନ୍ତ୍ରୀ

ନୂଆଦିଲ୍ଲୀ,୮ା୭: କୁହାଯାଏ, ଭାଗ୍ୟ ଆଉ ଭଗବାନ ଯାହାକୁ ସାହା ହୁଅନ୍ତି ତା’ର କିଛି ବି ଅସୁବିଧା ହୁଏ ନାହିଁ। ଦିନେ ନା ଦିନେ ସେ ସଫଳତାର ଶୀର୍ଷରେ ପହଞ୍ଚିଥାନ୍ତି। ଦିନ ଥିଲା ପେଟ ପାଇଁ ସେ ଚା’ ବଗିଚାରେ ଶ୍ରମିକ ଭାବେ…

ମୋଦିଙ୍କ କ୍ୟାବିନେଟ୍‌ରେ ‘ଅଟଳ ଟିମ୍‌’ ସଦସ୍ୟ ସଂଖ୍ୟା ୪ରେ ସୀମିତ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଟିମ୍‌ର ସଦସ୍ୟ ସଂଖ୍ୟା ଏବେ ୪ରେ ସୀମିତ ହୋଇ ରହିଯାଇଛି। ଗତ ୭ ବର୍ଷ ମଧ୍ୟରେ ଧୀରେଧୀରେ ‘ଅଟଳ ଟିମ୍‌’ ସଦସ୍ୟ କ୍ୟାବିନେଟ୍‌ରୁ ବାହାରି ଯାଇଛନ୍ତି।…

କରୋନା ଆଁରେ ୪୦ ଲକ୍ଷରୁ ଅଧିକ ଜୀବନ…

ଜେନେଭା,୮।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ୪୦ ଲକ୍ଷ ୧୭ ହଜାର ୮୮୫ ଜଣ ଆକ୍ରାନ୍ତଙ୍କ ଜୀବନ ଗଲାଣି। ଇତିମଧ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ କୋଟି ୮ଲକ୍ଷ ୫୭ ହଜାର ୧୪୦ ଛୁଇଁଛି। ସେହିପରି ୧୭୦…

ଜାପାନକୁ ଚାଇନାର ନାଲି ଆଖି…

ବେଜିଂ,୮।୭: ତାଇଓ୍ବାନ ପ୍ରସଙ୍ଗରେ ଚାଇନା ଜାପାନକୁ ନାଲି ଆଖି ଦେଖାଇଛି। ତାଇଓ୍ବାନକୁ ଜାପାନ ସୈନ୍ୟବାହିନୀ ସହଯୋଗକଲେ ଏହାର କଡ଼ା ଜବାବ୍‌ ମିଳିବ ବୋଲି ଚାଇନା କହିଛି। ଚାଇନାର ପିଏଲ୍‌ଏ ଜାପାନକୁ ଧ୍ୱଂସ କରିଦେବ ବୋଲି ସେ କହିଛନ୍ତି। ଚାଇନାର ସରକାରୀ ଖବର…

ଝଡ଼ାଫୁଙ୍କାରୁ ଝଡୁଛି ଜୀବନ

ଅନୁଗୋଳ ଅଫିସ, ୮ା୭:  ଗୁଣିଆ ନୁହେଁ, ଡାକ୍ତରଙ୍କୁ ଜଣା ସର୍ପ ବିଷ ଖସାଇବାର ବିଦ୍ୟା। ହେଲେ ସଚେତନତା ଅଭାବରୁ ଆଜି ବି ଅନେକ ଲୋକ ଝଡ଼ାଫୁଙ୍କା ଉପରେ ଅଗାଧ ବିଶ୍ୱାସ ରଖିଛନ୍ତି। ସାପକାମୁଡ଼ା ରୋଗୀଙ୍କୁ ମେଡିକାଲ ନ ଆଣି ଗୁଣିଆଙ୍କ ନିକଟକୁ…

ଲଞ୍ଚପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର…

ଶ୍ରୀନଗର,୮।୭: ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଭାରତରେ ପ୍ରବେଶ କରି ଆତଙ୍କବାଦ କାର୍ଯ୍ୟ କରିବା ଲାଗି ସେମାନ ଷଡ଼ଯନ୍ତୟ ରଚିଥିବା ଡିଜିପି ଦିଲ୍‌ବାଗ୍‌ ସିଂ ସୂଚନା…

ୟୁପି ବିଜୟ ଲକ୍ଷ୍ୟ, ଭାଜପାର ଅଭେଦ୍ୟ ଚକ୍ରବ୍ୟୁହ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ମାଧ୍ୟମରେ ଭାଜପା ଉତ୍ତରପ୍ରଦେଶ (ୟୁପି)ରେ ଏକ ଅଭେଦ୍ୟ ଚକ୍ରବ୍ୟୁହ ଗଠନ କରିଛି। ୨୦୨୨ରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ବିରୋଧୀ ଦଳଗୁଡ଼ିକୁ ପଛରେ ପକାଇ କିପରି ସମ୍ପୂର୍ଣ୍ଣ ରାଜ୍ୟ ବିଜୟ କରିହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri