ସୁସ୍ଥ ହେବା ହାର ୯୭.୧୮ ପ୍ରତିଶତ ଛୁଇଁଲା…
ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିରେ ଲଗାମ୍ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିବା…
ଚାଲିଗଲେ ଟ୍ରାଜେଡି କିଙ୍ଗ୍
ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ବୁଧବାର ସକାଳୁ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ହେବ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୯୮ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। କିଛି ଦିନ ପୂର୍ବରୁ…
ଧୋନୀ @ ୪୦
ନୂଆଦିଲ୍ଲୀ,୭।୭- ଭାରତୀୟ କ୍ରିକେଟକୁ ସବୁ ଫର୍ମାଟରେ ନଂ୧ରେ ପହଞ୍ଚାଇଥିବା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ ବର୍ଷରେ ପାଦ ଦେଇଛନ୍ତି। ୨୦୦୭ ଆଇସିସି ଦିନିକିଆ ବିଶ୍ୱକପ୍ ବିଫଳତାକୁ ଭୁଲି ତାଙ୍କ ନେତୃତ୍ୱରେ ପ୍ରଥମ ଟି୨୦ ବିଶ୍ୱକପ୍ରେ ଇତିହାସ ରଚିଥିଲା…
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ଯୁବ, ଶିକ୍ଷିତ
ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ପାଇଁ ମନ୍ତ୍ରିମଣ୍ଡଳରେ ବଡ଼ ଧରଣ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଆସନ୍ତା ବୁଧବାର ସନ୍ଧ୍ୟା ୬ଟାରେ ଏହାର ଘୋଷଣା କରାଯିବ। ଆଉ ଏହା ଭାରତ ଇତିହାସର ସବୁଠୁ ଯୁବ ମନ୍ତ୍ରିମଣ୍ଡଳ…
ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା
ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି ଛେରାପହଁରା…
ବିପଦ ଆସୁଛି ମାଡ଼ି, ବୁଡ଼ିଯିବ ଉପକୂଳ ସହର…
ବେଜିଂ,୬।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱତାପନ ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ମେରୁ ଅଞ୍ଚଳରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାର ପ୍ରଭାବରେ ସମୁଦ୍ର ଜଳସ୍ତର ୧୯୫୧ ତୁଳନାରେ ଯଥେଷ୍ଟ ବୃଦ୍ଧି ପାଇଛି। ଏହିଧାରା ଜାରି ରହିଲେ ୨୦୫୦ ବେଳକୁ ବହୁ…
କେବଳ ପୁରୀରେ ହେବ ରଥଯାତ୍ରା, ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୬।୭: ଚଳିତ ବର୍ଷ କେବଳ ପୁରୀରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଓଡ଼ିଶାର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହି ବୋଲି ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ କାଏମ୍…
ଟୁଇଟରକୁ ହାଇକୋର୍ଟଙ୍କ ଭର୍ସନା…
ନୂଆଦିଲ୍ଲୀ,୬।୭: ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ ନ କରିଥିବାରୁ ଦିଲ୍ଲୀ ହାଇକୋର୍ଟ ଟୁଇଟରକୁ ଭର୍ସନା କରିଛନ୍ତି। ଜୁନ୍ ୨୧ରେ ଆବାସିକ ଅଭିଯୋଗ ଅଧିକାରୀଙ୍କ କାର୍ଯ୍ୟକାଳ ଶେଷ ହେବାପରେ ସେହି…
ସମଲିଙ୍ଗୀ ବିବାହ ନେଇ କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍ ଜାରି …
ନୂଆଦିଲ୍ଲୀ,୬।୭: ସମଲିଙ୍ଗୀ ବିବାହକୁ ନେଇ କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। କେନ୍ଦ୍ର ସରକାର ସମଲିଙ୍ଗୀ ବିବାହ ନେଇ କହିଥିଲେ ଯେ, ଦେଶର ଆଇନ ବ୍ୟବସ୍ଥା ଏବଂ ସାମାଜିକ ବୈବାହିକ ପରମ୍ପରାକୁ ଦୃଷ୍ଟିରେ ରଖି ଏହାକୁ ମାନ୍ୟତା…
ମୋଦିଙ୍କ କ୍ୟାବିନେଟ୍ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍…
ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ କଳ୍ପନା ଜଳ୍ପନା ଜାରି ରହିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍ଯ୍ୟାଳୟ…
ସାବଧାନ ! ଭାକ୍ସିନ୍ କେନ୍ଦ୍ରରୁ ନ ହେଉ ସଂକ୍ରମଣ…
ନୂଆଦିଲ୍ଲୀ,୬।୭: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ୍ ଲାଗି ରହୁଛି। ଲୋକେ…
ଅଗଷ୍ଟରେ ତୃତୀୟ ଲହର,ସେପ୍ଟେମ୍ବର ଶୀର୍ଷ, ଏସ୍ବିଆଇ ରିପୋର୍ଟ…
ନୂଆଦିଲ୍ଲୀ,୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଷ୍ଟେଟ୍ ବ୍ୟଙ୍କ ଅପ୍ ଇଣ୍ଡିଆ(ଏସ୍ବିଆଇ) ପକ୍ଷରୁ ଚେତାବନୀ ଦିଆଯାଇଛି। ଅଗଷ୍ଟରେ ତୃତୀୟ ଲହର ଆସିବ। ସେହିପରି ସେପ୍ଟେମ୍ବର ଏହା ଶୀର୍ଷରେ ପହଞ୍ଚିବ।…
Archives


