Home Middle

୩୧ ଡିସେମ୍ବର ସୁଦ୍ଧା ଟିକାକରଣ ଲକ୍ଷ୍ୟ ପୂରଣ କାଠିକର ପାଠ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଜାରି ରହିଛି। ୨୦୨୧ ଶେଷ ସୁଦ୍ଧା ଦେଶର ସମସ୍ତ ୯୪ କୋଟି ବୟସ୍କଙ୍କୁ କରୋନା ଟିକା ଦେବା କାଠିକର ପାଠ ମନେ ହେଉଛି।…

ତୈଳ ରାଜନୀତି ଘେରରେ ଉପଭୋକ୍ତା, ୧୦ ଅଣ-ଭାଜପା ଶାସିତ ରାଜ୍ୟରେ କମୁନି ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ,୯।୧୧: ଗତ ସପ୍ତାହରେ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ ଡୁ୍ୟୁଟି ଯଥାକ୍ରମେ ୫ ଏବଂ ୧୦ ଟଙ୍କା ହ୍ରାସ କରିବା ପରେ ଭାଜପା ଶାସିତ ସମସ୍ତ ରାଜ୍ୟ ମଧ୍ୟ ଇନ୍ଧନ ଉପରେ ଭାଲ୍ୟୁ ଆଡ ଟ୍ୟାକ୍ସ (ଭାଟ)…

୪୦ ଜୀବନ ଯିବାପରେ ୫୬୮ ଜଣ ଗିରଫ, ମଦମୃତ୍ୟୁର ହିସାବ ୧୬ ନଭେମ୍ବରରେ ନେବେ ମୁଖ୍ୟମନ୍ତ୍ରୀ…

ପାଟନା,୯।୧୧: ବିହାରର ଗୋପାଳଗଞ୍ଜ, ବେତିୟା ଏବଂ ସମସ୍ତିପୁରରେ ବିଷାକ୍ତ ମଦ ପିଇବା ପରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ଏବେ ପୋଲିସ କ୍ରମାଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଲାଗିଛି। ନଭେମ୍ବର ୧୬ ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

୨୬୬ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୧୨୬ ରେ ପହଞ୍ଚିଛି। ୨୬୬ ଦିନ ପରେ ଏହା ସର୍ବନିମ୍ନ…

‘ସହାୟ’ ଏବେ ଅସହାୟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ପୌରାଞ୍ଚଳରେ ଅନେକ ଲୋକ ଭିକ୍ଷାବୃତ୍ତି କରୁଛନ୍ତି। ସହରକୁ ଭିକାରିମୁକ୍ତ କରାଯାଇ ପାରୁନାହିଁ। ଏପରି କି ସହରାଞ୍ଚଳରେ ଥିବା ଭିକାରି, ବୃଦ୍ଧ, ଅସହାୟ, ଶାରୀରିକ ଅକ୍ଷମମାନଙ୍କୁ ଖାଦ୍ୟ ଯୋଗାଣ ପାଇଁ ହୋଇଥିବା ନିଷ୍ପତ୍ତି ବି ଠିକ୍‌ ଢଙ୍ଗରେ କାର୍ଯ୍ୟକାରୀ…

କୋଭାକ୍ସିନ ନେଇଥିଲେ ବିନା ବାଧାରେ କରିପାରିବେ ବ୍ରିଟେନ ଯାତ୍ରା

ଲଣ୍ଡନ,୯ ।୧୧: ଭାରତ ବାୟୋଟେକର କୋଭିଡ-୧୯ ଭ୍ୟାକ୍ସିନ ‘କୋଭାକ୍ସିନ’ ନେଇଥିବା ଲୋକେ ଏଣିକି ବିନା ବାଧାରେ ବ୍ରିଟେନ ଯାତ୍ରା କରିପାରିବେ । ବ୍ରିଟିଶ ସରକାର ଘୋଷଣା କରିଛନ୍ତି କି ୨୨ ନଭେମ୍ବରରୁ କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ସୂଚିରେ ସାମିଲ କରିବେ ।…

କମଳା ନେହେରୁ ହସ୍ପିଟାଲରେ ଲାଗିଲା ନିଆଁ: ୪ ଶିଶୁ ମୃତ, ୩୬ ସୁରକ୍ଷିତ

ଭୋପାଳ,୯ ।୧୧: ମଧ୍ୟପ୍ରଦେଶ ଭୋପାଳର ହମିଦିୟା ହସ୍ପିଟାଲ କ୍ୟାମ୍ପସରେ ଥିବା କମଳା ନେହେରୁ ହସ୍ପିଟାଲରେ ସୋମବାର ରାତିରେ ନିଆଁ ଲାଗି ଯାଇଛି । ଏହା ବିଲଡିଂର ତୃତୀୟ ମହଲାରେ ଥିବା ପେଡିଆଟ୍ରିକ ବିଭାଗରେ ଲାଗିଯିବାରୁ ୱାର୍ଡରେ ଥିବା ୪ ଜଣ ଶିଶୁଙ୍କର…

ଶେଷ ମ୍ୟାଚ ଜିତିଲା ଭାରତ

ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍‌ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଭାରତ ୯ ଉଇକେଟରେ ନାମ୍ବିଆକୁ ପରାସ୍ତ…

୨୯ରୁ ପାର୍ଲାମେଣ୍ଟ ଶୀତ ଅଧିବେଶନ

ନୂଆଦିଲ୍ଲୀ, ୮।୧୧: ନଭେମ୍ବର ୨୯ରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ) ସୋମବାର ଏନେଇ ସୁପାରିସ କରିଛି। ପୂର୍ବ ଅଧିବେଶନ ଭଳି ଏଥର ମଧ୍ୟ କୋଭିଡ୍‌-୧୯ ନିୟମାବଳୀ…

ଶେଷ ମ୍ୟାଚରେ ଟସ୍‌ ଜିତିଲେ

ଦୁବାଇ,୮।୧୧: କ୍ୟାପଟେନ କୋହଲି ଟି୨୦ ଫର୍ମାଟର ଶେଷ ମ୍ୟାଚରେ ଟସ୍‌ ଜିତିଛନ୍ତି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ନାମ୍ବିଆ…

ଟି-୨୦ ଓ୍ବାଲର୍‌ଡ କପ୍‌ରୁ ଭାରତ ବାହାର, ବିଜ୍ଞାପନ ଆୟରେ ୧ ହଜାର କୋଟି କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୮।୧୧: ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା। ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଭାରତୀୟ ପ୍ରଶଂସକମାନେ ଏହା ଦ୍ୱାରା କେବଳ ନିରାଶ ନୁହଁନ୍ତି, ମ୍ୟାଚର ବିଜ୍ଞାପନ ସ୍ଲଟ କିଣୁଥିବା ଏବଂ ବିକ୍ରୟ କରୁଥିବା ଏଜେନ୍ସିମାନେ…

ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭବାନୀପାଟଣା,୮।୧୧(ଡି.ଏନ୍‌.ଏ.): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। କଳାହାଣ୍ଡି ଜିଲା ଭବାନୀପାଟଣାରେ ଆୟୋଜିତ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ନର୍ଲାଠାରେ ତାଙ୍କ ଗାଡ଼ି ଉପରକୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?