ଘରୋଇ ହିଂସା ଆଇନ, ପୀଡିତାଙ୍କ ସହାୟତା ପାଇଁ କେନ୍ଦ୍ରର ଜବାବ୍ ଲୋଡ଼ିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୮।୧୧: ଘରୋଇ ହିଂସା ଆଇନରେ ପୀଡିତା ମହିଳାଙ୍କୁ ସାହାଯ୍ୟ କରିବା ପାଇଁ ପ୍ରାବଧାନ କାର୍ଯ୍ୟକାରୀ କରିବାକୁ ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ୍ ଲୋଡିଛନ୍ତି। ସୁପ୍ରିମକୋର୍ଟ ସୋମବାର ଏସମ୍ପର୍କିତ ରିଟ୍ ପିଟିଶନ ଉପରେ କେନ୍ଦ୍ର…
ନିର୍ବାଚନ ପରବର୍ତ୍ତୀ ହିଂସା, ସିବିଆଇ-ଏସ୍ଆଇଟିକୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ…
କୋଲକାତା,୮।୧୧: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ହାଇକୋର୍ଟ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୋଲକାତା ହାଇକୋର୍ଟ ଉଭୟ ସିବିଆଇ ଏବଂ ଏସଆଇଟିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୩ରେ…
୧୧୯ଙ୍କୁ ପଦ୍ମ ସମ୍ମାନ…
ନୂଆଦିଲ୍ଲୀ,୮।୧୧: ଚଳିତ ବର୍ଷ ୧୧୯ ପ୍ରସିଦ୍ଧ ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଛି। ସେମାନଙ୍କ ମଧ୍ୟରେ ୭ ଜଣଙ୍କୁ ପଦ୍ମ ବିଭୂଷଣ, ୧୦ଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି। ପଦ୍ମ ସମ୍ମାନରେ ସମ୍ମାନୀତ…
ଆଣ୍ଡାମାନରେ ଭୂକମ୍ପ
ପୋର୍ଟବ୍ଲେୟାର,୮।୧୧: ଆଣ୍ଡାମାନ-ନିକୋବର ଦ୍ବୀପପୁଞ୍ଜରେ ସୋମବାର ଭୂକମ୍ପ ଅନୁଭୂତ ହୋଇଛି। ଏ ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ଦ୍ବୀପପୁଞ୍ଜର ଦକ୍ଷିଣ ପୂର୍ବ ପୋର୍ଟବ୍ଲେୟାରରେ ଏହି ଭୂକମ୍ପ ହୋଇଛି । ଏହାର ତୀବ୍ରତା ୪.୩ ମ୍ୟାଗ୍ନିଚ୍ୟୁଟ ହୋଇଥିବା ରେକର୍ଡ…
ନିଜ ସର୍ଭିସ ବନ୍ଧୁକରୁ ସାଥୀ ଯବାନଙ୍କ ଉପରେ ଗୁଳି ଚଳାଇଲେ ଯବାନ: ୪ ମୃତ, ୩ ଗୁରୁତର
ମାଲକାନଗିରି,୮ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ସୁକୁମା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ସିଆରପିଏଫ୍ ଯବାନ ନିଜ ସର୍ଭିସ୍ ବନ୍ଧୁକରେ ସାଥୀ ଯବାନମାନଙ୍କ ଉପରେ ଗୁଳି ବର୍ଷାଇଥିଲେ। ଫଳରେ ୪ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା…
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୬୧କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ପୁରୀ ଓ ଗଞ୍ଜାମରୁ ଜଣେ…
ଲଖିମପୁର ଖେରି ମାମଲାର ଷ୍ଟାଟସ୍ ରିପୋର୍ଟ ନେଇ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୮।୧୧: ଉତ୍ତରପ୍ରଦେଶ ଲଖିମପୁୁର ଖେରି ମାମଲାରେ ଉତ୍ତରପ୍ରଦେଶ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ଷ୍ଟାଟସ୍ ରିପୋର୍ଟ ନେଇ ସୁପ୍ରିମ୍କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କୋର୍ଟ କହିଛନ୍ତି ଯେ,ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ରିପୋର୍ଟରେ କିଛି ନାହିଁ। ସୁପ୍ରିମକୋର୍ଟ କହିଛନ୍ତି…
ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ
ଭୁବନେଶ୍ବର,୮।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି। ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ଦିଗରେ ଗୁରୁତ୍ୱ ଦେଇଛନ୍ତି । ୧ ନଭେମ୍ବର ୨୦୨୧ ସୁଦ୍ଧା…
କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା-ଅଧିକାରୀ-ପୂର୍ବତନ ଆଇପିଏଲ ଖେଳାଳି…
ନୂଆଦିଲ୍ଲୀ,୮।୧୧: କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା, ଅଧିକାରୀ, ପୂର୍ବତନ ଆଇପିଏଲ ଖେଳାଳି ରହିଛନ୍ତି। ଜୁଲାଇ ୯ ରେ ୟୁପି ଖେଳାଳି ଅନସୁଲ ରାଜଙ୍କ ପକ୍ଷରୁ ଦାଖଲ କରିଥିବା ତାଙ୍କ ଅଭିଯୋଗରେ ଗୁରୁଗାଓଁ ସ୍ଥିତ ସିକ୍ୟୁରିଟି କର୍ପୋରେଟ ମ୍ୟାନେଜମେଣ୍ଟର ସଭାପତି…
ରାଜ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୭…
ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ
ଭବାନୀପାଟଣା,୮ା୧୧(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣା କୃଷି ମହାବିଦ୍ୟାଳୟ (ଓୟୁଏଟି) ଖେଳ ପଡିଆରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ)କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ବିଭିନ୍ନ…
ରାଫାଲ ଡିଲ୍ରେ ମଧ୍ୟସ୍ଥିଙ୍କୁ ୬୫ କୋଟି ଲାଞ୍ଚ, ସିବିଆଇ-ଇଡ଼ି ପାଖରେ ଥିଲା ସୂଚନା…
ନୂଆଦିଲ୍ଲୀ,୮।୧୧: ରାଫାଲ ଡିଲ୍ ନେଇ ଏବେ ନୂଆ ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ଫ୍ରାନ୍ସର ଏକ ଅନ୍ଲାଇନ ପତ୍ରିକା ’ମିଡିଆପାର୍ଟ’ ରାଫାଲ ଡିଲ୍ ସମ୍ପର୍କରେ ଏକ ନୂତନ ଦାବି କରିଛି। ଏହି ପତ୍ରିକା ଏକ ନକଲି ଇନଭଏସ ପ୍ରକାଶ କରିଛି ଯେ ରାଫାଲ…

