ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା…
ପେଟ୍ରୋଲଠାରୁ ଚିନି ହେଲାଣି ମହଙ୍ଗା, ଜାଣନ୍ତୁ କେଉଁଠି
ଇସଲାମାବାଦ,୬ା୧୧: ଋଣକୁ ନେଇ ଏହାର ଆବଶ୍ୟକତା ପୂରଣ କରୁଥିବା ପାକିସ୍ତାନରେ ମୁଦ୍ରାସ୍ଫୀତି ଚରମ ସୀମାରେ ପହଞ୍ଚିଛି। ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସତେ ଯେପରି ଖାଦ୍ୟ ସାମଗ୍ରୀରେ ନିଆଁ ଲାଗିଛି। ଏଠାରେ ଚିନିର ମୂଲ୍ୟ ଆକାଶଛୁଆଁ ହୋଇଛି। ଏପରିକି ଏହା…
ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍
ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୯…
ଜଳଭଣ୍ଡାର ୧୪% ଶୁଖିଛି
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍ ମିଟର (ବିସିଏମ୍) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା ୩୩.୩%…
୩ ଟଙ୍କା ଭାଟ୍ କମାଇଲେ ରାଜ୍ୟ ସରକାର
ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ ସାଧାରଣ…
ନାବାଳିକା ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି
ନୂଆଦିଲ୍ଲୀ,୬।୧୧: ଜଣେ ୧୭ ବର୍ଷୀୟା ନାବାଳିକା ବଳାତ୍କାର ପୀଡ଼ିତାଙ୍କୁ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଆଇନଗତ ଗର୍ଭପାତ ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଥିଲେ ପୀଡ଼ିତା। ଆବେଦନରେ ପୀଡ଼ିତା ଦର୍ଶାଇଥିଲେ ଯେ, ସେ ଜଣେ ନାବାଳିକା। ଛୋଟ ବୟସରେ ପ୍ରସବ…
୬.୩ ଓଭରରେ ମ୍ୟାଚ୍ ଶେଷ କଲା ଭାରତ
ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍ରେ ସ୍କଟଲାଣ୍ଡ ପକ୍ଷରୁ ୮୬ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏହି ଲକ୍ଷ୍ୟକୁ ହାସଲ କରିବାର ଥିଲା ୭.୧ ଓଭରରେ।…
୭.୧ ଓଭର ଭିତରେ ଭାରତକୁ ଜିତିବା ଦରକାର
ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍ରେ ସ୍କଟଲାଣ୍ଡକୁ ୮୫ ରନ୍ରେ ରୋକି ଦେଇଛି ଭାରତୀୟ ଦଳ। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡ ପାଇଁ କାଳ ସାଜିଥିଲେ। ଯଶପ୍ରୀତ ବୁମରା ମଧ୍ୟ…
ପୁଣି ଆସୁଛି ଏକ ଲଘୁଚାପ
ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଟୁଇଟ୍ କରି ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷେ ଆଗାମୀ କିଛି ଦିନ…
ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର, ଶ୍ରେଷ୍ଠ ଅଭିନେତା ସରୋଜ
ଭୁବନେଶ୍ୱର, ୫।୧୧(ବ୍ୟୁରୋ): ୩୧ତମ ରାଜ୍ୟ ଚଳଚ୍ଚିତ୍ର ଓ ଅଷ୍ଟମ ଟେଲି ପୁରସ୍କାର ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଜଣାଶୁଣା ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ସମ୍ମାନଜନକ ଜୟଦେବ ପୁରସ୍କାର ପ୍ରଦାନ କରାଯିବ। ସେହିପରି ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ନୀଳମାଧବ…
ପେଟ୍ରୋଲ, ଡିଜେଲ ପରେ ଶସ୍ତା ହେବ ଖାଇବା ତେଲ
ନୂଆଦିଲ୍ଲୀ,୫।୧୧: ମହଙ୍ଗା ମାଡ଼ରୁ ଆଶ୍ୱସ୍ତି ଦେବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଉପର ମୁହାଁ ହୋଇ ରହିଥିବା ଖାଇବା ତେଲକୁ ନିୟନ୍ତ୍ରଣ କରିବାକୁ ସରକାର ଶୁକ୍ରବାର ଟିକସ୍(ଶୁଳ୍କ) ହ୍ରାସ କରିଛନ୍ତି। ଟିକସ ହ୍ରାସ ହେବାରୁ ବିଭିନ୍ନ ତେଲର ଲିଟର ପିଛା ଦାମ…
ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଦିନ ହେବ ଜନତା କର୍ଫ୍ୟୁ
ଭବାନୀପାଟଣା,୫।୧୧(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣା ରାଜ୍ୟରେ ଏବେ ହଇଚୟ ସୃଷ୍ଟି କରିଛି। ମମିତାଙ୍କୁ ନ୍ୟାୟ ଦେବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ ଲଢେଇକୁ ଜୋରଦାର କରିଛନ୍ତି। ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ…

