ହଠାତ୍ ନବୀନ ପଟ୍ଟନାୟକଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା…
ଭୁବନେଶ୍ୱର,୧୬।୧୦: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ଜନ୍ମଦିନର ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ନବୀନଙ୍କ ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ୍ସରେ…
ଭାଜପାର ବଦଳିଲା ପ୍ଲାନ, ନାମାଙ୍କନ ଭରିବେନି ଜୟ, ପୁଣି…
ନୂଆପଡ଼ା,୧୬।୮(ମକାରୁ ବେମାଲ): ନାମାଙ୍କନ ଭରିବେନି ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ଏନେଇ ଭାଜପାରୁ ଆସିଛି ବଡ଼ ଖବର। ଆଜି ନାମାଙ୍କନ ଭରିବେନି ଜୟ। ଏନେଇ ସୂଚନା ମିଳିଛି। ନୂଆପଡା ଉପ ନିର୍ବାଚନକୁ ନେଇ ତାରିଖ ଘୋଷଣା ପରଠାରୁ ରାଜ୍ୟ ରାଜନୀତି ସରଗରମ…
ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା
ନୂଆପଡ଼ା,୧୬।୮(ମକାରୁ ବେମାଲ): ନୂଆପଡା ରାଜନୀତିରେ ହଲଚଲ। ସକାଳୁ ସକାଳୁ ରାଜନୀତିରେ ନୂଆ ମୋଡ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ଘରେ ଲମ୍ବୋଦର ନିଆଲ। ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକ ହୋଇଛି। କଳାହାଣ୍ଡି ଲୋକ…
ବହୁଚର୍ଚ୍ଚିତ ଏସ୍ଆଇ ପରୀକ୍ଷା ଜାଲିଆତି, ୩୦୦ ପଦବୀ ପାଇଁ ଡିଲ୍ ଚର୍ଚ୍ଚା
ଭୁବନେଶ୍ୱର,୧୬ା୧୦(ସତ୍ୟଜିତ ରାଉତ):ବହୁଚର୍ଚ୍ଚିତ ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ଦିନକୁଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ଜାଲିଆତିରେ ୩୦୦ ଏସ୍ଆଇ ପଦବୀ ଡିଲ୍ ହୋଇଥିଲା ବୋଲି ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିଛି। ଦୁଇ ଜଣ…
ସବ୍ସିଡି ପାଇଥିବା ରାଜ୍ୟର ୨,୯୦୯ ଶିଳ୍ପର ପତ୍ତା ମିଳୁନି
ଭୁବନେଶ୍ୱର,୧୬ା୧୦(ରବିନାରାୟଣ ଜେନା): ଦେଶରେ ଯୁବବର୍ଗଙ୍କୁ ଉଦ୍ୟୋଗପତି କରିବା ଲକ୍ଷ୍ୟନେଇ ୨୦୦୮ରେ ପ୍ରଧାନମନ୍ତ୍ରୀ ଏମ୍ପ୍ଲୟମେଣ୍ଟ ଜେନେରେଶନ ପ୍ରୋଗ୍ରାମ(ପିଏମ୍ଇଜିପି) କାର୍ଯ୍ୟକାରୀ ହୋଇଥିଲା। ଏହାର ଲକ୍ଷ୍ୟ ଥିଲା, ଗ୍ରାମାଞ୍ଚଳରୁ ଆରମ୍ଭକରି ସହରାଞ୍ଚଳ ଯୁବବର୍ଗଙ୍କୁ କର୍ମସଂସ୍ଥାନ ଯୋଗାଇଦେବା ସହ ଦେଶର ପ୍ରଗତିକୁ ତ୍ୱରାନ୍ବିତ କରିବା। ହେଲେ ଏହି…
ନୂଆପଡ଼ା ଉପନିର୍ବାଚନ: ପ୍ରାର୍ଥୀ ଘୋଷଣା କରି ଚମକାଇଲା ବିଜେଡି
ଭୁବନେଶ୍ୱର/ନୂଆପଡ଼ା,୧୫ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ…
ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର, ମୁଣ୍ଡପିଛା ମିଳିବ ଅଧିକ ଚାଉଳ, ଜାଣନ୍ତୁ କେତେ…
ଭୁବନେଶ୍ୱର,୧୫ା୧୦: ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ମୁଣ୍ଡ ପିଛା ଚାଉଳ ପରିମାଣ ବଢ଼ିପାରେ। ତେବେ ୫ କିଲୋ ଜାଗାରେ ଆଉ ଅଧିକ ୫କିଲୋ ଚାଉଳ ଦେବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।…
ନୀତୀଶ କୁମାରଙ୍କ ପ୍ରଥମ ତାଲିକାରେ ଜଣେ ବି ନାହାନ୍ତି ମୁସଲମାନ ପ୍ରାର୍ଥୀ, ଜାଣନ୍ତୁ କେଉଁମାନେ ଅଛନ୍ତି ସାମିଲ…
ପାଟ୍ନା,୧୫ା୧୦: ଶାସକ ଦଳ ଜେଡିୟୁ ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଜେଡିୟୁ ମୋଟ୍ ୫୭ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଦଳର ପ୍ରଥମ ତାଲିକାରେ ଜାତି ସମୀକରଣକୁ…
ରୋହିତଙ୍କ ପଛେ ପଛେ ଗିଲ୍…ଏମିତି ଅନ୍ଦାଜ୍ରେ ଅଷ୍ଟ୍ରେଲିଆ ଗଲା ଟିମ୍ ଇଣ୍ଡିଆ
ସିଡନୀ,୧୫।୧୦:ଭାରତ ଅଷ୍ଟ୍ରେଲିଆ ଗସ୍ତ ସମୟରେ ତିନୋଟି ଦିନିକିଆ ଏବଂ ପାଞ୍ଚଟି ଟି-୨୦ ଖେଳିବ। ସିରିଜ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଅକ୍ଟୋବର ୧୯ରେ ପର୍ଥରେ ଅନୁଷ୍ଠିତ ହେବ। ସମସ୍ତେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଆଗମନକୁ…
ଦାୟୀଙ୍କଠାରୁ ଆଦାୟ
ଅକ୍ଟୋବର ୧୩ରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରରେ ରାସ୍ତାରେ ଖାଲଖମା କିମ୍ବା ନର୍ଦ୍ଦମା ଗର୍ତ୍ତରେ ପଡ଼ି ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଦୁର୍ଘଟଣାରେ…
ଦେଶର ୧୦୦ ଦୁର୍ଘଟଣାପ୍ରବଣ ଜିଲା ମଧ୍ୟରେ ଓଡ଼ିଶାର ଏହି ୨ ଜିଲା
ଭୁବନେଶ୍ୱର, ୧୫।୧୦(ସୁନିତ୍ ମିଶ୍ର):କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୦୦ଟି ଦୁର୍ଘଟଣାପ୍ରବଣ ଜିଲାକୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଏବଂ ଗଞ୍ଜାମ ଜିଲା ରହିଛି। ଓଡ଼ିଶାର ଏହି ୨ ଜିଲାରେ ଘଟୁଥିବା ଦୁର୍ଘଟଣା ଏବଂ ଏଥିଜନିତ ହେଉଥିବା ମୃତ୍ୟୁସଂଖ୍ୟା…
ଟ୍ରମ୍ପଙ୍କୁ ବଡ଼ ଝଟକା ଦେଲେ ଜିନପିଙ୍ଗ, ଜାଣନ୍ତୁ କେତେ କ୍ଷତିଗ୍ରସ୍ତ ହେବ ଆମେରିକା
ବେଜିଂ,୧୫।୧୦: ଟାରିଫ୍ ଯୋଗୁଁ ଆମେରିକା ଏବଂ ଚାଇନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଚାଇନା ପୂର୍ବରୁ ସୋୟାବିନ ଏବଂ ସେମିକଣ୍ଡକ୍ଟର୍ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, କିନ୍ତୁ ଏବେ ଏହା ଆମେରିକାକୁ ଆହୁରି ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ରାଷ୍ଟ୍ରପତି ସି…
Archives


