Home Middle

ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ…

‘ବାବା କେଦାରନାଥଙ୍କ ଦର୍ଶନ ଅନୁଭୂତି ବର୍ଣ୍ଣନା ପାଇଁ ମୋ ପାଖରେ ଭାଷା ନାହିଁ’

ଡେରାଡୁନ,୫।୧୧: ଦେଶର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି କେନ୍ଦ୍ର ସରକାର। ଶୁକ୍ରବାର ଉତ୍ତରାଖଣ୍ଡ ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମେ କେଦାରନାଥଙ୍କୁ ଦର୍ଶନ କରିଛନ୍ତି ମୋଦି । ସେଠାରେ ୧୩୦ କୋଟି ଟଙ୍କା ମୂଲ୍ୟରେ ନିର୍ମାଣ ହୋଇଥିବା…

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ ପାଠ…

କେଦାରନାଥରେ ରୁଦ୍ରାଭିଷେକ କଲେ ମୋଦି

ରୁଦ୍ରପ୍ରୟାଗ,୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲାର କେଦାରନାଥ ମନ୍ଦିରରେ ପହଞ୍ଚିଛନ୍ତି । ସେଠାରେ ସେ ଆଳତି କରିବା ସହ ରୁଦ୍ରାଭିଷେକ ବି କରିଛନ୍ତି । ଏହାସହ ଆଦି ଶଙ୍କରାଚାର୍ଯ୍ୟଙ୍କର ଏକ ପ୍ରତିମୂର୍ତ୍ତିକୁ ମନ୍ଦିର ପରିସରରେ…

ବାରଣ ସତ୍ୱେ ବି ଫୁଟିଲା ବାଣ, ବଢିଲା ପରିବେଶ ପ୍ରଦୂଷଣ

ନୂଆଦିଲ୍ଲୀ,୫ ।୧୧: ଦୀପାବଳିରେ ବାଣ ଫୁଟିବ ନାହିଁ । ଯଦି ଫୁଟିବ ତେବେ ତାହା ସବୁଜ ବାଣ ହୋଇଥିବା ଦରକାର । ଏଭଳି ନିୟମ ଲାଗୁ କରାଯିବା ପରେ ବି ରାଜଧାନୀ ଦିଲ୍ଲୀରେ ଦୀପାବଳିର ବିଳମ୍ବିତ ରାତିରେ ଏଭଳି ବାଣ ଫୁଟିଲା…

ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଚେତାବନୀ: ଫେବୃୟାରୀ ସୁଦ୍ଧା ୟୁରୋପରେ କରୋନା ନେଇପାରେ ଆଉ ୫ ଲକ୍ଷ ଲୋକଙ୍କ ଜୀବନ

ଜେନେଭା,୫ ।୧୧: ୟୁରୋପ ଓ ମଧ୍ୟ ଏସିଆର ୫୩ ଦେଶରେ କରୋନା ଭାଇରସର ଆଉ ଏକ ଲହର ଆସିବାର ସମ୍ଭାବନା ରହିଛି । ଏମାନେ ପ୍ରଥମରୁ ନୂଆ ମହାମାରୀର ସାମ୍ନା କରୁଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କ୍ଷେତ୍ର କାର୍ଯ୍ୟାଳୟର ମୁଖ୍ୟ…

ସ୍ପଷ୍ଟ କଲା ଆମେରିକା: ଅରୁଣାଞ୍ଚଳରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ,୪।୧୧: ଅରୁଣାଞ୍ଚଳ ସଂଲଗ୍ନ ଲାଇନ୍‌ ଅଫ୍‌ ଆକଚ୍ୟୁଆଲ କଣ୍ଟ୍ରୋଲ (ଏଲ୍‌ଏସି) ଭିତରେ ଗାଁ ନିର୍ମାଣ କରିଛି ଚାଇନା। ଏହା ଆମେରିକାର ବାର୍ଷିକ ପ୍ରତିରକ୍ଷା ବିଭାଗର ରିପୋର୍ଟରେ ଦର୍ଶାଯାଇଛି। ଗତ ଜାନୁୟାରୀରେ ସାମ୍ନାକୁ ଆସିଥିବା ଏକ ସାଟେଲାଇଟ୍‌ ଫଟୋରେ ଚାଇନିଜ ଭିଲେଜ ଉପସ୍ଥିତି…

ଚଳିତ ଶତାବ୍ଦୀରେ ଆସିବ ପ୍ରଳୟ, ଧ୍ୱଂସ ହେବ ପୃଥିବୀ, ୨୩୪ ବୈଜ୍ଞାନିକଙ୍କ ଚେତାବନୀ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୧୧: ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି। ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ପ୍ରଳୟ ଆସିବ। ଏଥିରେ ପୃଥିବୀ ଧ୍ୱଂସ ପାଇଯିବ। ଏହାକୁ ନେଇ ବୈଜ୍ଞାନିକମାନେ ଚିନ୍ତିତ ଅଛନ୍ତି। ଏସମ୍ପର୍କିତ ତଥ୍ୟ ନେଚର ପତ୍ରିକାରେ ପ୍ରକାଶ ପାଇଛି। ଏହି ରିପୋର୍ଟକୁ ଆଇପିସିସିର ବୈଜ୍ଞାନିକମାନେ ପ୍ରସ୍ତୁତ…

‘ଛୁଟି ଚାହୁଁଥିଲେ ଏକା ଦେଖାକର’ ମନ୍ତବ୍ୟକୁ ନିର୍ଯାତନା ସୂଚକ ଭାବେ ଗ୍ରହଣ କରିହେବ ନାହିଁ, ହାଇକୋର୍ଟ…

ରାୟପୁର,୪।୧୧: ଜଣେ ସହକାରୀ ପ୍ରଫେସରଙ୍କ ବିରୋଧରେ ଅଣାଯାଇଥିବା ଯୌନ ନିର୍ଯାତନା ଏଫଆଇଆର୍‌କୁ ଖଣ୍ଡନ କରି ଛତିଶଗଡ ହାଇକୋର୍ଟ କହିଛନ୍ତି, ‘ଯଦି ଛୁଟି ଚାହୁଁଛ, ଏକୁଟିଆ ଦେଖା କର’ ମନ୍ତବ୍ୟକୁ ଯୌନ ନିର୍ଯାତନା ସୂଚକ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ଭାରତୀୟ…

କାଳୀ ପୂଜା ଗାଇଡ୍‌ ଲାଇନ୍‌, ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି…

କୋଲକାତା,୪।୧୧: କାଳୀ ପୂଜା ନେଇ ପଶ୍ଚିମବଙ୍ଗ ହାଇକୋର୍ଟଙ୍କ ପକ୍ଷରୁ ନୂଆ ଗାଇଡ୍‌ ଲାଇନ୍‌ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। କୋର୍ଟ କହିଛନ୍ତି ଯେ, କେବଳ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି ମିଳିବ। ପୂଜା ମଣ୍ଡପ ଅଞ୍ଚଳକୁ ନୋ…

୧୩୦ କୋଟି ଭାରତବାସୀଙ୍କ ଶୁଭକାମନା ଆଣିଛି, ଯବାନଙ୍କୁ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରକ୍ଷା ବାହିନୀ ସହିତ ତାଙ୍କର ଦିୱାଲୀ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ନୋଶେରା ସେକ୍ଟରରେ ପହଞ୍ଚି ସୈନିକମାନଙ୍କ ସହିତ…

କେନ୍ଦ୍ର ସରକାରଙ୍କ ପରେ ନବୀନଙ୍କ ଦୀପାବଳି ଉପହାର; ତେଲ ଉପରୁ କମାଇଲେ ୩ ଟଙ୍କା ଭାଟ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଦୀପାବଳିରେ ରାଜ୍ୟ ସରକାରଙ୍କ ଭେଟି। କେନ୍ଦ୍ର ସରକାରଙ୍କ ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା, ଡିଜେଲ ଉପରୁ ୧୦ ଟଙ୍କା ଉତ୍ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?