କୋଭାକ୍ସିନ୍-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …
ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍ ଜୀବନବ୍ୟାପି ସୁରକ୍ଷା ପ୍ରଦାନ କରିବାକୁ…
୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍ ନେଶନ୍-ଓ୍ବାନ୍ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍ ନେଶନ୍-ଓ୍ବାନ୍ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।…
କୋଭିଶିଲ୍ଡର ୨ ଡୋଜ୍ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…
ଲଣ୍ଡନ,୨୯।୬: ଭାରତରେ ସିରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ…
ପୁଣି ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍, ଆଲର୍ଟରେ ସେନା…
ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ସୁଞ୍ଜଓ୍ବାନଠାରେ ଥିବା ମିଲିଟାରୀ ଷ୍ଟେଶନ ଉପରେ ମଙ୍ଗଳବାର ପୁଣି ଡ୍ରୋନ୍ ଉଡୁଥିବାର ଦେଖାଯାଇଛି। ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଏୟାର ଫୋର୍ସ ଷ୍ଟେଶନରେ ଡ୍ରୋନ୍ ଦ୍ୱାରା ଆକ୍ରମଣ କରାଯିବା ପରେ ସୋମବାର…
ଲଶ୍କରର ଟପ୍ କମାଣ୍ଡର ନିହତ…
ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳତ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଟପ୍ କମାଣ୍ଡରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମପୋରା ଅଞ୍ଚଳର ମଲହୁରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର…
୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ…
ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ହ୍ରାସ…
ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜୀ ପତ୍ରୀ ଓ ମଦନ ପତ୍ରୀ ପ୍ରମୁଖ ସୁପ୍ରିମ୍କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏ…
ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ,୨୮ା୬: କୋଭିଡ୍ ଟିକାକରଣରେ ଭାରତ ଆମେରିକାକୁ ଟପିଛି। ଭାରତରେ ମୋଟ ୩୨ କୋଟି ୩୬ ଲକ୍ଷ ୬୩ ହଜାର ୨୯୭ ଡୋଜ୍ ଦିଆ ଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଆମେରିକାରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨ କୋଟି…
ଶ୍ରଦ୍ଧାଳୁଙ୍କୁ ଚାରିଧାମ ଯାତ୍ରା ମନା
ଡେରାଡୁନ,୨୮।୬: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ଜୁଲାଇ ୧ରୁ ଆରମ୍ଭ ହେବାକୁ ଥିବା ଚାରିଧାମ ଯାତ୍ରା ଉପରେ ରୋକ ଲଗାଇଛନ୍ତି ଉତ୍ତରାଖଣ୍ଡ ହାଇକୋର୍ଟ। ଜୁଲାଇ ୭ପର୍ଯ୍ୟନ୍ତ ଏହି ଯାତ୍ରା ଉପରେ ରୋକ ଲଗାଯାଇଛି। ଏଥିସହ କୋର୍ଟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।…
କରୋନା କ୍ଷତିଗ୍ରସ୍ତ ପାଇଁ ପ୍ୟାକେଜ୍ ଘୋଷଣା କଲେ ସରକାର
ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ପ୍ରଭାବିତ ଅର୍ଥବ୍ୟବସ୍ଥାରେ ନୂଆ ଆଶା ଦେବା ପାଇଁ ମୋଦି ସରକାର ସୋମବାର ଆଉ ଏକ ରିଲିଫ୍ ପ୍ୟାକେଜ୍ ଘୋଷଣା କରିଛନ୍ତି। ମହାମାରୀ ଦ୍ୱାରା ପ୍ରଭାବିତ ସେକ୍ଟରଗୁଡିକ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନ୍ ୧.୧ ଲକ୍ଷ କୋଟି ଏକ…
ତୃତୀୟ ଲହରକୁ ନେଇ ଏମ୍ସ୍ର ଚେତାବନୀ, ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଜରୁରୀ…
ନୂଆଦିଲ୍ଲୀ,୨୮।୬: ଭାରତରେ ତୃତୀୟ ଲହର ଆଶଙ୍କା ନେଇ ଏମ୍ସ୍ ପକ୍ଷରୁ ଚେତାବନୀ ଦିଆଯାଇଛି। ଏମ୍ସ୍ ନିର୍ଦ୍ଦେଶକ ରଣଦୀପ୍ ଗୁଲେରିଆ ଦେଶରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଏବଂ ତୃତୀୟ ଲହରକୁ ଦୃଷ୍ଟିରେ ରଖି ସାଧାରଣ ସ୍ବାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ…
ବିସିସିଆଇର ବଡ଼ ଘୋଷଣା: ଭାରତରେ ହେବ ନାହିଁ ଟି-୨୦ ବିଶ୍ୱକପ୍
ନୂଆଦିଲ୍ଲୀ,୨୮।୬: ବିସିସିଆଇ ସୋମବାର ଏକ ବଡ ଘୋଷଣା କରିଛି। ଭାରତରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍କୁ ୟୁଏଇ ସ୍ଥାନାନ୍ତର କରାଯାଇଛି। ଦେଶରେ କରୋନା ପରିସ୍ଥିତି ଜାରି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିସିସିଆଇ ଆଇସିସିକୁ ସୂଚନା ଦିଆଯାଇଥିବା ବିସିସିଆଇ…
Archives


