Home Middle

ଜମ୍ମୁ-କଶ୍ମୀର-ଲଦାଖକୁ ଅଲଗା ଦେଶ ଦର୍ଶାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୨୮।୬: ଭାରତ ଏବଂ ଟୁଇଟର ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏବେ ଟୁଇଟର୍‌ରେ ଜମ୍ମୁ-କଶ୍ମୀର ଏବଂ ଲଦାଖକୁ ଅଲଗା ଦେଶ ଭାବେ ଦର୍ଶାଯାଇଛି। ଟୁଇଟର୍‌ ଓ୍ବେବସାଇଟ୍‌ରେ କରାଯାଇଥିବା ଏଭଳି କାର୍ଯ୍ୟକୁ ନେଇ କେନ୍ଦ୍ର ସରକାରଙ୍କ ସହିତ ସମ୍ପର୍କ ପୁଣି ତିକ୍ତ…

କରୋନା ସଙ୍କଟରେ ଘରୋଇ ସ୍କୁଲ୍‌ ଆଦାୟ କରିପାରିବେ ବାର୍ଷିକ ଫି ସହିତ ବିକାଶ ଶୁଳ୍କ, କହିଲେ ଏସ୍‌ସି…

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସ୍କୁଲ୍‌ କଲେଜ ବନ୍ଦ ରହିଛି। ପାଠପଢ଼ା ଅନ୍‌ଲାଇନ୍‌ରେ କରାଯାଉଛି। ଏପରିସ୍ଥଳେ ଘରୋଇ ସ୍କୁଲ୍‌ଗୁଡ଼ିକର ବାର୍ଷିକ ଫି ସହିତ ବିକାଶ ଶୁଳ୍କ ଆଦାୟ ଉପରେ ରୋକ ଲଗାଇବା ପାଇଁ…

ଅଗ୍ନି ପ୍ରାଇମ୍‌ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୨୦୦୦ କିଲୋମିଟର…

ବାଲେଶ୍ୱର,୨୮।୬(ବ୍ୟୁରୋ): ଭାରତର ପ୍ରତିରକ୍ଷା କ୍ଷମତାରେ ପୁଣି ବୃଦ୍ଧି ଘଟିଛି। ସୋମବାର ପୂର୍ବାହ୍ନ ୧୦ଟା ୫୫ରେ ଓଡ଼ିଶାର ବାଲେଶ୍ୱରସ୍ଥିତ ଅବଦୁଲ୍‌ କାଲାମ ଦ୍ୱୀପରୁ ଅଗ୍ନି ସିରିଜ୍‌ର ନୂଆ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମ୍‌ର ସଫଳ ପରୀକ୍ଷଣ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୧୦୦୦ରୁ ୨୦୦୦…

ଟାର୍ଗେଟ୍‌ରେ ପୋଲିସ-ସେନା ଯବାନ, ୫ ବର୍ଷରେ ୧୩ ଜଣଙ୍କୁ ହତ୍ୟା…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୋଲିସ ଏବଂ ସେନା ଯବାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆତଙ୍କବାଦୀମାନେ କେତେକ ଯବାନଙ୍କୁ ଅପହରଣ ପରେ ହତ୍ୟା କରିଥିବାବେଳେ ଅନ୍ୟ କେତେକଙ୍କ ଘରେ ପଶି ଗୁଳି କରିଛନ୍ତି। ସେହିପରି କେତେକଙ୍କୁ ରାସ୍ତାରେ ଗୁଳି କରି ହତ୍ୟା କରିଛନ୍ତି ଆତଙ୍କବାଦୀ।…

ପୁଣି ଘନେଇଲା ବିପଦ, ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କଲେ ସ୍ବାସ୍ଥ୍ୟ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ଦେଶ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଶେଷଜ୍ଞ ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କରିଛନ୍ତି। ଡେଲ୍ଟା( ବି-୧-୬୧୭-୧), ଡେଲ୍ଟା ପ୍ଲସ୍‌(…

ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ୨୫ ରାଉଣ୍ଡ୍‌ ଗୁଳି ଫାୟାରିଂ…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆତଙ୍କବାଦୀ ଆକ୍ରମଣ କରିବାର ଗୋଟିଏ ଦିନ ପରେ ସୋମବାର ଭୋର୍‌ ୩ଟା ସମୟରେ ପୁଣି ଆକାଶରେ ଡ୍ରୋନ୍‌ ଉଡ଼ି ବୁଲିଛି। ଜମ୍ମୁର ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌ ଉଡୁଥିବା ଦେଖି ସେନା ଯବାନଙ୍କ…

ଡିଆର୍‌ଡିଓ ଆଣ୍ଟି-କୋଭିଡ୍‌ ଔଷଧ ଏବେ ବଜାରରେ, ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି…

ନୂଆଦିଲ୍ଲୀ,୨୮।୬: ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆଣ୍ଟି-କୋଭିଡ୍‌ ଔଷଧ ବଜାରରେ ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି କରାଯିବ। ଏନେଇ ଡିଆର୍‌ଡିଓ ପକ୍ଷରୁ ଘୋଷଣା କରାଯାଇଛି। ହାଇଦ୍ରାବାଦ୍‌ ସ୍ଥିତ ଡ. ରେଡ୍ଡୀ ଲାବୋରେଟୋରୀରେ ତିଆରି କରାଯାଇଥିବା ଏହି ଔଷଧର ବଜାର ଦାମ୍‌ ୯୯୦…

ଘରେ ପଶି ଏସ୍‌ପିଓଙ୍କୁ ଗୁଳି କଲେ ଆତଙ୍କବାଦୀ…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆତଙ୍କବାଦୀ ଆକ୍ରମଣ କରିବା ପରେ ଜଣେ ଏସ୍‌ପିଓଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଆତଙ୍କବାଦୀମାନେ ପୁଲଓ୍ବାମାର ଅଓ୍ବନ୍ତିପୋରାସ୍ଥିତ ହରିପରିଗାମ୍‌ରେ ରବିବାର-ସୋମବାର ବିଳମ୍ବିତ ରାତ୍ରରେ ଏସ୍‌ପିଓ ଫୈୟାଜ୍‌ ଅହମ୍ମଦଙ୍କ ଘରେ ପଶି ଆଖିବୁଜା ଗୁଳି…

୫୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍‌ ୨୭ରେ ୫୦ ହଜାର ତଳକୁ ଖସିଛିି। ଜୁନ୍‌ ୨୬ରେ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର…

ଝୁଲୁଛି ପିଲାଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୮ା୬: ମହାମାରୀ କରୋନା ଆସିବା ପରଠାରୁ ଦୀର୍ଘ ୧୫ ମାସ ଧରି ଦେଶର ସ୍କୁଲଗୁଡ଼ିକରେ ତାଲା ଝୁଲୁଛି। ସଂକ୍ରମଣ ଭୟ ଥିବାରୁ ପିଲାଙ୍କ ପାଠପଢ଼ାରେ ଏକପ୍ରକାର ଡୋରି ବନ୍ଧାହୋଇଛି। ଅନ୍‌ଲାଇନ୍‌ରେ ପଢ଼ିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନ ଥିବାରୁ ଛାତ୍ରୀଛାତ୍ର…

ବଡ଼ ଧରଣର ବିସ୍ଫୋରଣ ଘଟାଇବା ଯୋଜନାରେ ଥିଲେ ଆତଙ୍କବାଦୀ

ଶ୍ରୀନଗର,୨୭।୬: ଜମ୍ମୁ ବିମାନ ବନ୍ଦରରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଷ୍ଟେଶନ ଉପରେ ଦୁଇଟି ଡ୍ରୋନ ଆକ୍ରମଣ ପରେ ରବିବାର ସକାଳେ ଉଦ୍ଧାର ହୋଇଛି ଆଇଇଡି ବୋମା। ଏହି ବୋମା ଦ୍ୱାରା ସର୍ବସାଧାରଣ ସ୍ଥାନରେ ବଡ଼ ଧରଣର ବିସ୍ଫୋରଣ ଘଟାଇବାକୁ ଯୋଜନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri