ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର…
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ ନେଇଛି ନ୍ୟୁଜିଲାଣ୍ଡ। ୧୪୪ ବର୍ଷର ଇତିହାସରେ ପ୍ରଥମ ଦଳ ଭାବେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ…
କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା
ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା ଦେଇପାରିବ ବୋଲି ଭାରତୀୟ ଗବେଷକମାନେ ଏକ ଅଧ୍ୟୟନରୁ ଜାଣିବାକୁ ପାଇଛନ୍ତି। ଅଧ୍ୟୟନରୁ ମିଳିମିଳା ଟିକା…
ଇତିହାସ ରଚିବା ଠାରୁ ୧୩୯ ରନ୍ ଦୂରରେ ନ୍ୟୁଜିଲାଣ୍ଡ
ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ। ପ୍ରଥମ ଇନିଂସରେ ୩୨ ରନ୍ରେ ପଛୁଆ ଥିବା ଟିମ୍ ଇଣ୍ଡିଆ ଦ୍ୱିତୀୟ ପାଳିରେ ମାତ୍ର…
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ ଏବେ…
ଏପ୍ରିଲ୍ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍…
ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏପ୍ରିଲ୍ ୧୫ରେ ଅନ୍ୟ ଜଣେ…
ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ
କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ…
ନବମ, ଦଶମ ଶ୍ରେଣୀ ସିଲାବସ୍ କମିବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲ…
ମାଲ୍ୟା-ନୀରବ-ଚୋକ୍ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…
ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର ମୂଲ୍ୟ ୧୮,୧୭୦.୦୨ କୋଟି ବୋଲି ଇଡ଼ି ପକ୍ଷରୁ କୁହାଯାଇଛି। ଇଡ଼ିପକ୍ଷରୁ କେନ୍ଦ୍ର ସରକାର ଏବଂ…
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍ର ଦ୍ୱିତୀୟ ଡୋଜ୍ ୯୫ ପ୍ରତିଶତ ପ୍ରଭାବଶାଳୀ…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।…
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍ ଭାରିଆଣ୍ଟ୍କୁ…
୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ଏହା ୫୦ ହଜାରରୁ କମ୍ ରହିଥିଲା। ତେବେ ବୁଧବାର ପୁଣି ବଢ଼ିଛି। ସେହପରି…
Archives


