ଭାଜପା-ସିପିଆଇଏମ୍ ମୁହାଁମୁହିଁ…
ଗୋମତି,୯।୯: ତ୍ରିପୁରାର ଗୋମତି ଜିଲା ଉଦୟପୁର ସହରରେ ଭାଜପା ଏବଂ ସିପିଆଇଏମ୍ ସହିତ ଜଡ଼ିତ ଥିବା ଛାତ୍ର ସଂଗଠନ ଡେମୋକ୍ରାଟିକ ୟୁଥ ଫେଡେରେସନ ଅଫ ଇଣ୍ଡିଆ (ଡିଓ୍ବାଇଏଫ୍ଆଇ) ମଧ୍ୟରେ ହିଂସକ ସଂଘର୍ଷ ଘଟିଛି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଛାତ୍ର ସଂଗଠନ ପକ୍ଷରୁ…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ,୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଏବଂ…
ବାୟୁସେନା ପାଇଁ ୫୬ ବିମାନ କ୍ରୟକୁ ମଞ୍ଜୁରୀ
ନୂଆଦିଲ୍ଲୀ, ୯।୯: ଭାରତୀୟ ବାୟୁସେନାର ପୁରୁଣା ଆଭ୍ରୋ ବିମାନ ସ୍ଥାନରେ ସାମିଲ ହେବ ଟ୍ବିନ୍-ଟର୍ମୋପ୍ରପ୍ ସି-୨୯୫ଏମ୍ଡବ୍ଲ୍ୟୁ ବିମାନ। ଏଭଳି ୫୬ଟି ବିମାନ କିଣିବା ପ୍ରସ୍ତାବକୁ ବୁଧବାର ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ କମିଟି (ସିସିଏସ୍) ମଞ୍ଜୁରୀ ପ୍ରଦାନ କରିଛି। ପ୍ରସ୍ତାବ ଅନୁଯାୟୀ ସ୍ପେନ୍ର…
ତାଲିବାନ୍କୁ ମହିଳାଙ୍କ ଚ୍ୟାଲେଞ୍ଜ
କାବୁଲ, ୯ା୯: ସରକାର ଗଢ଼ିଲେ ମହିଳାଙ୍କ ସମେତ ସବୁ ବର୍ଗର ଲୋକଙ୍କୁ ସାମିଲ କରିବୁ। ଇସ୍ଲାମୀୟ ଆଇନ ଅନୁସାରେ ମହିଳାମାନେ ଅଧିକାର ଓ ସ୍ବାଧୀନତା ଉପଭୋଗ କରିବେ ବୋଲି କଥା ଦେଇଥିଲା ତାଲିବାନ୍। ହେଲେ ଆତଙ୍କବାଦୀ ସଙ୍ଗଠନ ସେପ୍ଟେମ୍ବର ୭ରେ କାମଚଳା…
ସହଜରେ ବୁଝିହେବା ଭଳି ରାୟ ଦିଅ
ନୂଆଦିଲ୍ଲୀ,୯।୯: ଗୋଟିଏ ରାୟରୁ ବିଚାରପତିଙ୍କ ବ୍ୟକ୍ତିତ୍ୱ ପ୍ରତିଫଳିତ ହୋଇଥାଏ। ରାୟ ଲେଖିବା ଏକ କଳା, ଯହିଁରେ ଆଇନ ଓ ଯୁକ୍ତିର ନିପୁଣ ବ୍ୟବହାର ଜରୁରୀ। ତେଣୁ ହାଇକୋର୍ଟ ବିଚାରପତିମାନେ ଦେଉଥିବା ରାୟକୁ ସେମାନେ ଏପରି ଢଙ୍ଗରେ ଲେଖିବା ଉଚିତ, ଯାହାକୁ ସହଜରେ…
ବାଚସ୍ପତିଙ୍କୁ ଗୃହକୁ ଛାଡ଼ିଲେନି
ଭୁବନେଶ୍ୱର,୯।୯(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କଲେ ନାହିଁ। ଏହାକୁ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହୁଲସ୍ଥୂଲ କରିଛନ୍ତି। ମୁଲତବୀ ଗ୍ରହଣ କର, ନଚେତ୍ ଗୃହ ଚଳାଇ ଦେବୁନାହିଁ। ଏଭଳି ଜିଦ୍ରେ ଅଡ଼ିବସି…
ବୋଟ୍ ଦୁର୍ଘଟଣା, ୩୦ ନିଖୋଜ
ଗୁଆହାଟି,୯।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ପରସ୍ପରକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ୩୦ ଜଣ ଏବେ ମଧ୍ୟ ନିଖୋଜ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ। ଦୁର୍ଘଟଣା ବେଳେ ଉଭୟ ବୋଟରେ ପ୍ରାୟ ୨୦୦…
ବିଜେଡିରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ
ଭୁବନେଶ୍ୱର,୮।୯: ଭାଜପା ନେତାଙ୍କୁ ମାଡ଼ ମାରିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଏନେଇ ବିଜେଡି ବୁଧବାର ଏକ ପ୍ରେସ ବିବୃତି ଜାରି କରିଛି। ବିଧାୟକ…
ନଦୀରେ ଦୁର୍ଘଟଣା, ମିଳୁନି ଅନେକ ଯାତ୍ରୀଙ୍କ ପତ୍ତା
ଗୁଆହାଟି,୮।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ମଧ୍ୟରେ ଧକ୍କା ହୋଇଛି। ଉଭୟ ବୋଟରେ ଅତିକମ୍ରେ ୧୦୦ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଅନେକ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ରାଜଧାନୀ ଗୁଆହାଟିଠାରୁ ୩୫୦ କିମି ଦୂର ଜୋର୍ହାଟର ନିମତି…
ଓଡ଼ିଶାର ସୁନା ପୁଅ ପ୍ରମୋଦଙ୍କୁ ୬ କୋଟି ସହ ଗ୍ରୁପ୍ ‘ଏ’ ଚାକିରି
ଭୁବନେଶ୍ୱର,୮।୯(ବ୍ୟୁରୋ): ଟୋକିଓ ପାରାଲିମ୍ପିକ୍ସର ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କ ପାଇଁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କୁ ୬ କୋଟି ଟଙ୍କା ପ୍ରଦାନ କରାଯିବା ସହ ଗ୍ରୁପ୍ ‘ଏ’ ଚାକିରି ପ୍ରଦାନ କରାଯିବ।…
ଚାଷୀଙ୍କୁ ଉପହାର, ବଢ଼ିଲା ରବି ଫସଲ ଏମ୍ଏସ୍ପି…
ନୂଆଦିଲ୍ଲୀ,୮।୯: କନ୍ଦ୍ର ସରକାର ଚାଷୀଙ୍କ ପାଇଁ ଉପହାର ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ରବି ଫସଲରେ ସର୍ବନିମ୍ନ୍ ସହାୟକ ମୂଲ୍ୟ(ଏମ୍ଏସ୍ପି) କୁ ବୃଦ୍ଧି କରାଯାଇଛି। ଗହମର ଏମ୍ଏସ୍ପିରେ ୪୦ ଟଙ୍କା ବୃଦ୍ଧି ହୋଇଛି। ଫଳରେ ଏହା ଏବେ କ୍ୱିଣ୍ଟାଲ ପିଛା ୨୦୧୫କୁ…
ତାଲିବାନୀ ସରକାର ଗଠନ ପରେ ଭାରତର ପ୍ରଥମ ବିବୃତ୍ତି ଜାରି…
ଜେନେଭା/ନୂଆଦିଲ୍ଲୀ,୮।୯: ତାଲିବାନୀ ସରକାରଙ୍କ ଘୋଷଣା ପରେ ଭାରତ ପକ୍ଷରୁ ପ୍ରଥମ ବିବୃତ୍ତି ଅନ୍ତର୍ଜାତୀୟ ସ୍ତରରେ ଜାରି କରାଯାଇଛି। ମିଳିତ ଜାତିସଂଘ ମହାସଭାରେ ଶାନ୍ତି ଏବଂ ସଂସ୍କୃତି ସମ୍ପର୍କିତ ଏକ ବୈଠକରେ ଯୋଗଦେଇ ଭାରତୀୟ ସ୍ଥାୟୀ ମିଶନର ସଚିବ ବିଦିଶା ମୈତ୍ରା କହିଛନ୍ତି…
Archives


