Home Middle

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍‌ କମାଣ୍ଡର ମୁଦାସିର୍‌ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ ଆତଙ୍କବାଦୀ…

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ ଆକ୍ରାନ୍ତଙ୍କ…

ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..

ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ ଘୋଷଣା କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗରେ ଏହା ସମ୍ପନ୍ନ ହେବ। ଏହି ଆପ୍‌ ମାଧ୍ୟମରେ…

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା ଟିମ୍‌ ଇଣ୍ଡିଆ। ଏହାପରେ ଭାରତୀୟ ବୋଲରଙ୍କୁ ନ୍ୟୁଜିଲାଣ୍ଡର ଓପନିଂ ଯୋଡ଼ି ଭାଙ୍ଗିବା ପାଇଁ ଢ଼େର…

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଏହି ନୀତି ନିର୍ଘଣ୍ଟ କରାଯାଇଛି। ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି…

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ ପାର୍କ ଖୋଲା ଯିବ। ବାର୍‌ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା ଯିବାକୁ…

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ପଞ୍ଜାବୀ ବାଗ୍‌ ଅଞ୍ଚଳରେ ହଠାତ୍‌ ଭୂକମ୍ପ ହେବାରୁ…

ଶୋକାକୁଳ ପରିବେଶରେ ସମ୍ପନ୍ନ ହେଲା ତପୁ ମିଶ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ ପ୍ରଥମେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଥିଲା। ପରିବାର ଲୋକ ଓ ସମ୍ପର୍କୀୟ ଶେଷ ଦର୍ଶନ…

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା ଲୋକଙ୍କୁ…

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ ମାସିକ ୨୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ। ପରିବାରର ମୁଖ୍ୟ ଉପାର୍ଜନାକାରୀଙ୍କୁ ବି…

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ ପରିବାଠାରୁ ଆରମ୍ଭକରି ସାଧାରଣ ଜୀବନରେ ଆବଶ୍ୟକ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦର ମଧ୍ୟ ସେହି…

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ୧୮୩ ପୃଷ୍ଠାର ସତ୍ୟପାଠ ଦାଖଲ କରାଯାଇଛି। ଯଦି ଏପରି କରାଯିବ ତେବେ ଷ୍ଟେଟ୍‌ ଡିଜାଷ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri