୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…
ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି। କେନ୍ଦ୍ରର ପ୍ରସ୍ତାବିତ ଜନସଂଖ୍ୟା ନିୟନ୍ତ୍ରଣ ଯୋଜନା ଅନ୍ତର୍ଗତ ଧୀରେଧୀରେ ରାଜ୍ୟ ସରକାର ଏନେଇ ୨…
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍ଲକ୍ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ରାଜ୍ୟ ସରକାର ବୁଝି ବିଚାରି ଅନ୍ଲକ୍ କରିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।…
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି…
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ ଝଟକା ଲାଗିଛି। ଭାରତର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍ଲାଇନ୍ସ ଆଣ୍ଡ ଡିଜିଟାଲ ମିଡିଆ…
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ କରୋନାରୁ ସୁସ୍ଥ ହୋଇଥିଲେ। ହେଲେ କୋଭିଡ୍ ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା କାରଣରୁ ତାଙ୍କୁ ପୁଣି…
ଖେଳାଇ ଦେଉନି ୟୁକେର ପାଗ
ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା ଦ୍ୱିତୀୟ ଦିନ। ଶେଷରେ ୩୩.୨ ଓଭର ପୂର୍ବରୁ ଦ୍ୱିତୀୟ ଦିନର ଖେଳକୁ ରୋକି ଦିଆଯାଇଥିଲା।…
ଫଲୋଅନ୍ ପରେ ବି ମ୍ୟାଚ୍ ଛଡ଼ାଇ ଆଣିଲା ମହିଳା ଦଳ
ବ୍ରିଷ୍ଟଲ,୧୯।୬: ଫଲୋଅନ୍ ପରେ ମ୍ୟାଚ୍ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍ର ଉଭୟ ଇନିଂସରେ ଚମତ୍କାର ବ୍ୟାଟିଂ କରିଥିଲେ ଶେଫାଳି ବର୍ମା। ଶେଷକୁ ମ୍ୟାଚ୍ ବଞ୍ଚାଇବା ଲାଗି ସ୍ନେହ ରାଣା…
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍ ଯୋଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା ଅଛନ୍ତି।…
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ସୁନ୍ଦରଗଡ଼,…
ସ୍ବିସ୍ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୯।୬: ସ୍ବିସ୍ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍ର ସେଣ୍ଟ୍ରାଲ୍ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଶନିବାର…
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍ଇ ପକ୍ଷରୁ ଭାଲ୍ୟଏଶନ୍ ନେଇ ଫର୍ମୂଲା ଗୁରୁବାର ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଥିଲା। ତେବେ ଏହାକୁ…
ସାବଧାନ ! ସ୍ମାର୍ଟଫୋନ୍ରୁ ଶୀଘ୍ର ଡିଲିଟ୍ କରନ୍ତୁ ଏସବୁ ଆପ୍…
ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍ ଆପ୍କୁ ଟାର୍ଗେଟ୍ କରିଛି। ଏସବୁ ଆପ୍କୁ ଶୀଘ୍ର ନିଜ ନିଜ ସ୍ମାର୍ଟଫୋନ୍ରୁ ଡିଲିଟ୍ କରିବାକୁ କୁଇକ୍ ହିଲ୍ ସିକ୍ୟୁରିଟି ଲାବ୍ ପକ୍ଷରୁ ସତର୍କ ସୂଚନା…
Archives


