Home Middle

ରାଜ୍ୟରେ ୪୧୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫…

୭ ଶହ ଟପିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୧୫୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

କେଉଁ ରାଷ୍ଟ୍ର ବଡ଼ ପକ୍ଷ

ଗ୍ଲାସ୍‌ଗୋ, ୨୮ା୧୦: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ଭାରତ ନୁହେଁ ପୂରା ବିଶ୍ୱରେ ଦେଖିବାକୁ ମିଳିଛି। ଚଳିତ ମାସରେ ଭାରତର ବିଭିନ୍ନ ସ୍ଥାନରେ ଅତ୍ୟଧିକ ବର୍ଷା ସହିତ ବିଶ୍ୱର ଅନେକ ଦେଶରେ ପାଣିପାଗରେ ହଠାତ୍‌ ପରିବର୍ତ୍ତନ ଯୋଗୁ ବିପୁଳ କ୍ଷୟକ୍ଷତି ହୋଇଛି।…

ସତ ପଦାକୁ ଆସିବା ଜରୁରୀ

ନୂଆଦିଲ୍ଲୀ,୨୮।୧୦: ନିଜ ନାଗରିକଙ୍କ ବିରୋଧରେ ଗୁପ୍ତଚରଗିରି କରାଇବା ଲାଗି ଇସ୍ରାଏଲର ଟେକ୍ନୋଲୋଜି ଫାର୍ମ ଏନ୍‌ଏସ୍‌ଓ ଗ୍ରୁପ୍‌ଠାରୁ ପେଗାସସ୍‌ ସ୍ପାଏଓ୍ବେର ଆଣି କେନ୍ଦ୍ର ସରକାର ତାକୁ ବ୍ୟବହାର କରିଥିବା ବିଷୟକୁ ଖଣ୍ଡନ କରିନାହାନ୍ତି। ତେଣୁ ଏହାର ସତ ସାମ୍ନାକୁ ଆସିବା ଜରୁରୀ ବୋଲି…

୫ ହଜାର କିମି ଦୂରରେ ଥିବା ଶତ୍ରୁକୁ ଧ୍ୱଂସ କରିବ ଅଗ୍ନି-୫

ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି ପ୍ରାୟ ୭ଟା ୫୦ ମିନିଟ୍‌ରେ ଡିଆରଡିଓ ପକ୍ଷରୁ ଅବଦୁଲ କଲାମ ଦ୍ୱୀପରୁ ଉତ୍‌କ୍ଷେପଣ…

ଦିନେ ପିଓକେ ହେବ ଭାରତର…

ନୂଆଦିଲ୍ଲୀ,୨୭।୧୦: ଦିନେ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଂଶ ବିଶେଷ ହେବ। ଭାରତୀୟ ସେନା ଏହି ଲକ୍ଷ୍ୟ ନିଶ୍ଚିତ ପୂରଣ କରିବ। ବାୟୁସେନା କମାଣ୍ଡିଂ-ଇନ-ମୁଖ୍ୟ ଏୟାର ମାର୍ଶଲ ଅମିତ ଦେବ ଭାରତୀୟ ସ୍ଥଳସେନା ଦିବସ ପାଳନ ଅବସରରେ ଏଭଳି କହିଛନ୍ତି।…

ଭୋକ ବିକଳରେ କନ୍ୟାରତ୍ନ ବିକ୍ରି କରୁଛନ୍ତି ଆଫଗାନୀ, ଖାଦ୍ୟ ସଙ୍କଟ ଚେତାବନୀ ଦେଲା ଜାତିସଂଘ…

କାବୁଲ,୨୭।୧୦: ଆଫଗାନିସ୍ତାନ ଏବେ ଖାଦ୍ୟ ସଙ୍କଟର ସମ୍ମୁଖୀନ ହୋଇଛି। ଲୋକେ ଖାଦ୍ୟ କିଣିବା ପାଇଁ ନିଜର ସମ୍ପତ୍ତି ଏବଂ ପଶୁ ବିକ୍ରୟ କରୁଥିଲେ। ମାତ୍ର ଏବେ ସେମାନଙ୍କୁ ଭୋକ ବିକଳରେ ପିଲାମାନଙ୍କୁ ବିକ୍ରୟ କରିବାକୁ ବାଧ୍ୟ ହେଉଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ…

୧ ନଭେମ୍ବରରୁ ରାଜଧାନୀରେ ଖୋଲିବ ସ୍କୁଲ୍‌, ଛଟ୍‌ ପୂଜାକୁ ବି ଅନୁମତି…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସଂକ୍ରମଣ କମୁଥିବାରୁ ୧ ନଭେମ୍ବରଠାରୁ ସ୍କୁଲ୍‌ କଲେଜ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ନିଷ୍ପତ୍ତ ଗ୍ରହଣ ହୋଇଛି। ସେହିପରି ଛଟ୍‌ ପୂଜା ପାଇଁ ମଧ୍ୟ ସରକାର…

ପ୍ରଧାନମନ୍ତ୍ରୀଙ୍କ ରାଲିରେ ବିସ୍ଫୋରଣ ମାମଲାରେ ୯ ଅଭିଯୁକ୍ତ ଦୋଷୀ…

ନୂଆଦିଲ୍ଲୀ,୨୭।୧୦: ବିହାର ପଟନାର ଗାନ୍ଧୀ ମଇଦାନରେ ୮ ବର୍ଷ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ରାଲିରେ ହୋଇଥିବା ବୋମା ବିସ୍ଫୋରଣ ଘଟଣାରେ ୯ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେମାନଙ୍କ ପ୍ରତି ୧ ନଭେମ୍ବର ଦଣ୍ଡାଦେଶ କରାଯିବ ବୋଲି ଏନ୍‌ଆଇଏ…

ଜରିମାନାକୁ ବେଖାତିର, ନଡ଼ା ଜାଳିବା ଘଟଣାରେ ୨୧୮ ପ୍ରତିଶତ ବୃଦ୍ଧି …

ଚଣ୍ଡିଗଡ଼,୨୭।୧୦: ଜରିମାନା ନେଇ ଲୋକଙ୍କ ମଧ୍ୟରେ ଆଉ ଭୟ ନାହିଁ। ଜରିମାନାକୁ ବେଖାତିର କରି ଲୋକେ ନଡ଼ା ଜାଳିବା ଜାରି ରଖିଛନ୍ତି। ଏହା ଯୋଗୁ ହେଉଥିବା ବାୟୁୁ ପ୍ରଦୂଷଣକୁ ମଧ୍ୟ ଲୋକଙ୍କର ନିଘା ନାହିଁ। ପଞ୍ଜାବରେ ଗୋଟିଏ ସପ୍ତାହରେ ନଡ଼ା ଜାଳିବା…

କୌଣସି ପ୍ରକାର ଗୁପ୍ତଚରୀକୁ ସହ୍ୟ କରାଯିବ ନାହିଁ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କୌଣସି ପ୍ରକାରର ଗୁପ୍ତଚରୀକୁ ସହ୍ୟ କରାଯିବ ନାହିଁ ବୋଲି ପେଗାସସ୍‌ ମାମଲାର ଶୁଣାଣି ସମୟରେ ବୁଧବାର ସୁପ୍ରିମ୍‌କୋର୍ଟ ପ୍ରକାଶ କରିଛନ୍ତି। ଏହାର ଯାଞ୍ଚ୍‌ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବା ଆବଶ୍ୟକତା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ଗଠନ…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ପିଲାଙ୍କୁ ନେଇ ଚିନ୍ତା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?