Home Middle

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ଟପିଲା ୫ ଶହ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୩ ହଜାର ୪୫୧ ରେ ପହଞ୍ଚିଛି। ୨୩୯ ଦିନ ପରେ ଦୈନିକ ସଂକ୍ରମଣ…

ଦ୍ୱିତୀୟ ଡୋଜ୍‌ ଟିକା ନେଇନାହାନ୍ତି ୧୧ କୋଟି

ନୂଆଦିଲ୍ଲୀ, ୨୭।୧୦: ଦେଶର ସାବାଳକ ଜନସଂଖ୍ୟାର ୭୬ ପ୍ରତିଶତରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକାର ଅନୂ୍ୟନ ଗୋଟିଏ ଡୋଜ୍‌ ନେଇଥିବାବେଳେ ମାତ୍ର ୩୨ ପ୍ରତିଶତ ଦୁଇଟି ଡୋଜ୍‌ ନେଇଥିବା ଜଣାପଡ଼ିଛି। ଧାର୍ଯ୍ୟ ସମୟ ଅତିକ୍ରମ କରିଥିଲେ ମଧ୍ୟ ୧୧ କୋଟି ଲୋକ ଦ୍ୱିତୀୟ…

ସମୁଦ୍ର ଗର୍ଭରେ ବୋମା ପରୀକ୍ଷଣ

ବେଜିଂ, ୨୭ା୧୦: ସୀମା ବିସ୍ତାର କରିବାକୁ ବେଆଇନ କାର୍ଯ୍ୟକଳାପରେ ଲିପ୍ତ ଚାଇନା ଏବେ ଅନ୍ୟଦେଶ ବନ୍ଦରକୁ ନଷ୍ଟ କରିବା ନିମନ୍ତେ କ୍ଷମତା ବୃଦ୍ଧି କରିଛି। ଚାଇନା ସୈନ୍ୟ ପିପୁଲ୍ସ ଲିବରେଶନ ଆର୍ମି(ପିଏଲ୍‌ଏ) ପ୍ରଥମ କରି ସମୁଦ୍ର ଭିତରେ ବୋମା ପରୀକ୍ଷଣ କରିଛି,…

ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ବନୀତା

ନବରଙ୍ଗପୁର, ୨୬।୧୦(ବି.ପ୍ର.): କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ…

ଆର୍ଯ୍ୟନଙ୍କ ମାମଲାରେ ୨ ଜଣଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୬।୧୦: ମୁମ୍ବାଇର ଡାଗ୍ସ କ୍ରୁଜ ମାମଲାରେ ଗିରଫ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ୨ ଜଣ(ମନୀଷ ରାଜଗାରିଆ ଓ ଅଭିନ ସାହ)ଙ୍କୁ ମଙ୍ଗଳବାର ଏକ ସ୍ପେଶାଲ କୋର୍ଟ ଜାମିନ ଦେଇଛନ୍ତି। ଏହି ମାମଲାରେ ବଲିଉଡ୍‌ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ…

ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା…

ରୋହିଙ୍ଗ୍ୟାଙ୍କୁ ନିର୍ବାସିତ କରିବାର ଯୋଜନା ଏବେ ନାହିଁ, ସୁପ୍ରିମ୍‌କୋର୍ଟରେ ଉତ୍ତର ରଖିଲେ ରାଜ୍ୟ ସରକାର…

ନୂଆଦିଲ୍ଲୀ,୨୬।୧୦: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି କର୍ନାଟକ…

ସରକାରଙ୍କୁ ଚେତାବନୀ ଦେଲା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ମଙ୍ଗଳବାର ସାଧାରଣ ପରିଷଦ ବୈଠକ ବସିଥିଲା। ଲଗାତାର ତୈଳ ଦର ବଢିବା ନେଇ ଆଲୋଚନା ହୋଇଥିଲା। ବୈଠକ ପରେ ଘରୋଇ ବସ୍‌ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ତେଲ…

ପଡ଼ୋଶୀ ଦେଶଙ୍କୁ ଡରାଉଛି ଚାଇନା, ପେଣ୍ଟାଗନ୍‌ ରିପୋର୍ଟ…

ଓ୍ବାଶିଂଟନ,୨୬।୧୦: ବିସ୍ତାରବାଦୀ ନୀତି ଆପଣେଇ ଚାଇନା ପଡ଼ୋଶୀ ଦେଶଙ୍କୁ ଡରାଇବା ସହିତ ଧମକ ଦେଉଛି। ଆମେରିକା ପ୍ରତିରକ୍ଷା ବିଭାଗର ମୁଖ୍ୟାଳୟ ପେଣ୍ଟାଗନ୍‌ ପକ୍ଷରୁ ଏସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହାଦ୍ୱାରା ପଡ଼ୋଶୀ ଦେଶଗୁଡ଼ିକର ରାଷ୍ଟ୍ରୀୟ ସୁରକ୍ଷା ଏବଂ ଆର୍ଥିକ ସ୍ବାର୍ଥ…

ପୁଣି କରୋନା ଆତଙ୍କ, ୪ ଲକ୍ଷ ଲୋକ ଘରେ ବନ୍ଦ…

ବେଜିଂ,୨୬।୧୦: ଚାଇନାର ବିଭିନ୍ନ ସହରକୁ ପୁଣି ଥରେ କରୋନା ଫେରିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚାଇନାର ଲାଝୁଂ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଏଠାରେ…

କରୋନା ମହାମାରୀରେ ମହିଳା ଅଧିକ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟାରେ ପୁରୁଷ ଆଗରେ…

ଜେନେଭା,୨୬।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣକୁ ୨ ବର୍ଷ ପୂରଣ ହେବାକୁ ଯାଉଛି। ୨୦୧୯ ନଭେମ୍ବରରେ ଏହାର ପ୍ରଥମ ମାମଲା ଚାଇନାରେ ଚିହ୍ନଟ ହୋଇଥିବା ଘୋଷଣା କରାଯାଇଥିଲା। ଇତିମଧ୍ୟରେ ପୃଥିବୀର ୨୪ କୋଟି ୪୭ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି।…

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତର ୮୭୦୦ କୋଟି ଡଲାର କ୍ଷତି…

ନୂଆଦିଲ୍ଲୀ,୨୬।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗତ ୨୦୨୦ ବର୍ଷରେ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୭୮୦୦ କୋଟି ଡଲାର କ୍ଷତି ହୋଇଛି। ଏନେଇ ମଙ୍ଗଳବାର ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ଏସିଆରେ ଜଳବାୟୁ ସମ୍ପର୍କରେ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?